ଦେଶ ରାଜ୍ୟ Shubhankar Mishra Controversy: ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ଟିପ୍ପଣୀକୁ ନେଇ ଚର୍ଚ୍ଚା November 28, 2025 Nirvay ଶ୍ରୀମନ୍ଦିର ପ୍ରସଙ୍ଗରେ ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଲେ ସେମାନଙ୍କ ପ୍ରେମ କେବେବି ସଫଳ…
ରାଜନୀତି ରାଜ୍ୟ Talcher Politics: ତାଳଚେରରେ ବିଜେପିର ଅପରେସନ ଲୋଟସ; ପଦ୍ମ ଧରିଲେ ପୌରାଧ୍ୟକ୍ଷ ଓ ୧୩ କାଉନସିଲର November 28, 2025 Nirvay ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ । ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଗତକାଲି ବିଜେଡିରୁ ଇସ୍ତଫା…
ରାଜନୀତି ରାଜ୍ୟ Public Grievance Redressal: ରାଜ୍ୟରେ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସ୍ଥାଣୁ ପାଲଟିଛି: ବିଜେଡି November 27, 2025 Nirvay ରାଜ୍ୟରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟି ଯାଇଛି ବୋଲି ନିକଟରେ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଜିଲ୍ଲା ଟ୍ରେଜେରି ଅଫିସରଙ୍କ ଉଦ୍ଦେଶ୍ୟରେ ଜାରି ହୋଇଥିବା ଚିଠିରୁ ସ୍ପଷ୍ଟ ହୋଇଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି ।…
ରାଜ୍ୟ India International Trade Fair: ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା November 27, 2025 Nirvay ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ ରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ ହାସଲ କରିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (India Trade Promotion…
ରାଜ୍ୟ Odisha Sangeet Natak Akademi Awards: ୩ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରଦାନ November 26, 2025 Nirvay ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆଜି ୨୦୨୩, ୨୦୨୪ ଏବଂ ୨୦୨୫ ବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର, ଉପାୟନ…
ରାଜନୀତି ରାଜ୍ୟ BJD Legislature Party Meet: ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ November 26, 2025 Nirvay ବିଜେଡି ବିଧାୟକ ଦଳର ବୈଠକ ଆଜି ଶଙ୍ଖ ଭବନଠାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ଓ ଲୋକଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ଏହି…
ରାଜନୀତି ରାଜ୍ୟ Odisha Politics: ବିଜେପିରେ ସାମିଲ ହେଲେ ଟିକାବାଲି ଅଧ୍ୟକ୍ଷ ଦିଲ୍ଲୀପ ପ୍ରଧାନ November 26, 2025 Nirvay କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଟିକାବାଲି ବ୍ଲକ୍ ଅଧ୍ୟକ୍ଷ ଦିଲ୍ଲୀପ ପ୍ରଧାନ ଆଜି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସମେତ ଅନ୍ୟ ନେତୃବୃନ୍ଦଙ୍କ…
ରାଜନୀତି ରାଜ୍ୟ Odisha Politics: ତାଳଚେର ପୌରାଧ୍ୟକ୍ଷ ପବିତ୍ର ଭୂତିଆ, ୧୩ କାଉନସିଲର୍ଙ୍କ ବିଜେଡିରୁ ଇସ୍ତଫା November 26, 2025 Nirvay ତାଳଚେର ପୌରାଧ୍ୟକ୍ଷ ପବିତ୍ର ଭୂତିଆ, ୧୩ ଜଣ କାଉନସିଲର୍ଙ୍କ ସମେତ ଆଜି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି । ସୂଚନା ଅନୁଯାୟୀ, ପବିତ୍ର ଭୂତିଆ, ୧୩ ଜଣ କାଉନସିଲର୍ଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିଜେପିରେ ନଭେମ୍ବର ୨୮…
ରାଜ୍ୟ Odisha Sangeet Natak Akademi: ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପୁରସ୍କାର ପ୍ରଦାନ November 26, 2025 Nirvay ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ୨୦୨୩ ବର୍ଷ ପାଇଁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି । ଏହି କ୍ରମରେ, ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ତିନି ବର୍ଷର ସମ୍ମାନଜନକ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପ୍ରଦାନ କରାଯାଇଛି ।…
ରାଜ୍ୟ Sand Mafia: ମୟୂରଭଞ୍ଜରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ November 25, 2025 Nirvay ମୟୂରଭଞ୍ଜ ଜିଲ୍ଲା ବେତନଟୀ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ । ଦୁର୍ବୃତ୍ତଙ୍କ ଆକ୍ରମଣରେ ତହସିଲଦାରଙ୍କ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ବେତନଟୀ ତହସିଲଦାର ଚନ୍ଦ୍ରଜିତ ବେହେରାଙ୍କ ସମେତ ଅନ୍ୟ ଚାରି ଜଣ ସରକାରୀ କର୍ମଚାରୀ ଆହତ ହୋଇଥିବା ସୂଚନା…