Author: Nirvay

ସୌମ୍ୟାଶ୍ରୀ ଘଟଣା ଯୋଗୁଁ ଛାତ୍ର ନିର୍ବାଚନକୁ ଡରୁଛି ସରକାର

ସୌମ୍ୟାଶ୍ରୀ ଆତ୍ମହୁତି ଘଟଣାରେ ଅପରାଧୀ ଭାବରେ ଏବିଭିପି ନେତା ଗିରଫ ହେବା ପରେ ସମଗ୍ର ଓଡିଶା ଛାତ୍ର ସମାଜରେ ବିଜେପି ନିନ୍ଦିତ ହେଇଛି । ତେଣୁ ସରକାରଙ୍କୁ ପରାଜୟର ଭୟ ଘାରିଛି, ଏଥି ସକାଶେ ନିର୍ବାଚନକୁ ସରକାର ଏଡେଇ ଯିବାକୁ ଚାହୁଁଛନ୍ତି…

ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ ଉଠାଇନେଲା ଇଓଡବ୍ଲୁ

ନିମାପଡ଼ା ଆସନରେ ବିଜେଡିର ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଉଠାଇନେଇଛି । କଟକ ଜିଲ୍ଲାର ବାଦାମବାଡ଼ି ଅଞ୍ଚଳସ୍ଥିତ ତାଙ୍କ ଘରୁ EOW ପଚରାଉଚରା କରି ଓ କାଗଜପତ୍ର ଯାଞ୍ଚ କରିବା ପରେ ଦିଲ୍ଲୀପ ନାୟକଙ୍କୁ ଉଠାଇନେଇଛି…

ବିରୋଧୀଙ୍କୁ ମୁକାବିଲା କରିବାକୁ ପ୍ରସ୍ତୁତ: ବିଜେପି

ବିରୋଧୀ ବିଜେଡି ଓ କଂଗ୍ରେସକୁ ମୁକାବିଲା କରିବାକୁ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ସରକାର ସବୁବେଳେ ପ୍ରସ୍ତୁତ । ବିଜୁ…

ଶୁଭମିତ୍ରାଙ୍କ ମୃତ୍ୟୁକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ବାପା

କନଷ୍ଟେବଳ ଶୁଭମିତ୍ରା ମୃତ୍ୟୁ ଘଟଣାରେ ଗୋଟେ ପରେ ଗୋଟେ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ଏବେ ଶୁଭମିତ୍ରାର ମୃତ୍ୟୁକୁ ନେଇ ବାପା ଗୁରୁତର ଅଭିଯୋଗ ଆଣିଛନ୍ତି । କେବଳ ଦୀପକ ନୁହେଁ, ଏହା ପଛରେ ତା ବିଲ୍ଡର ଭାଇ ମାଷ୍ଟରମାଇଣ୍ଡ୍‌…

ବିଧାନସଭାରେ ଚୋରି ସାମଗ୍ରୀ ଫେରାଇବାକୁ ବାଚସ୍ପତିଙ୍କୁ କଂଗ୍ରେସ ବିଧାୟକଙ୍କ ଚିଠି

ବିଧାନସଭା ପରିସରରୁ ଚୋରି ହୋଇଥିବା ସାମଗ୍ରୀ ଫେରାଇବାକୁ କଂଗ୍ରେସ ବିଧାୟକ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି । ସୁନା ଚେନ, ଦାମୀ ଘଣ୍ଟା, ପ୍ୟାଣ୍ଟ, ସାର୍ଟ ଚୋରି ହୋଇଥିବା ନେଇ କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡାମ ଅଭିଯୋଗ କରିଛନ୍ତି । ତାଙ୍କ ଜିନିଷ…

୬୦ ଛୁଇଁଥିବା ମହିଳାଙ୍କୁ ସୁଭଦ୍ରା ଯୋଜନାରୁ ବାଦ ଦେବା ନିନ୍ଦନୀୟ: ବିଜେଡି

ସୁଭଦ୍ରା ଯୋଜନାର ହିତାଧିକାରୀ ମାନଙ୍କ ମଧ୍ୟରୁ, ୬୦ ବର୍ଷ ଛୁଇଁଥିବା ପ୍ରାୟ ୯୩, ୭୯୨ ଜଣ ମହିଳା ବାଦ ପଡିବେ ବୋଲି ସ୍ପଷ୍ଟ ହୋଇଥିବା ବେଳେ ସେମାନେ ସାମାଜିକ ସୁରକ୍ଷା ଯୋଜନାରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରି ପାରିବେ ବୋଲି…

ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ପାଇଁ ବସ୍‌ ସେବା ହେଲା ସମ୍ପୂର୍ଣ୍ଣ ମାଗଣା

ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଛାତ୍ରଛାତ୍ରୀଙ୍କ ପାଇଁ ବସ୍‌ରେ ଯିବାଆସିବା କରିବା ହେଲା ସମ୍ପୂର୍ଣ୍ଣ ମାଗଣା । ଆଇଡି କାର୍ଡ ଦେଖାଇ ଓ ୟୁନିଫର୍ମ ପିନ୍ଧି ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ବସ୍‌ରେ ମାଗଣା ଯାଇପାରିବେ । ଛାତ୍ରଛାତ୍ରୀ ଯାଉଥିବା ରୁଟ୍‌…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିବସରେ ଓଡ଼ିଶାରେ ଲାଗିଲା ରେକର୍ଡ ସଂଖ୍ୟକ ୧,୪୯,୧୧,୩୩୯ ଗଛ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିବସରେ ସାରା ରାଜ୍ୟରେ ରେକର୍ଡ ସଂଖ୍ୟକ ୧,୪୯,୧୧, ୩୩୯ ଟି ଗଛ ଲଗାଯାଇଛି । ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସରେ ୭୫ ଲକ୍ଷ ଗଛ ଲଗାଇ ଓଡ଼ିଶାବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଏକ ସଶ୍ରଦ୍ଧ ଉପହାର ଦେବା ପାଇଁ…

ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ

ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ କରାଯାଇଛି । ଲାଇସେନ୍ସ ନିଲମ୍ବନ ନେଇ ଆଇନଜୀବୀ ପରିଷଦ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । ଲାଇସେନ୍ସ ଆବେଦନ ଫର୍ମରେ ତ୍ରୂଟିପୂର୍ଣ୍ଣ ତଥ୍ୟ ଦେଇଥିବା ଅଭିଯୋଗ ହୋଇଛି । ପୂର୍ବରୁ ଓଡ଼ିଶା…

ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ୍

ପୁରୀ ଜିଲ୍ଲା, ବ୍ରହ୍ମଗିରିର ପ୍ରସିଦ୍ଧ ବାଲିହରଚଣ୍ଡୀ ପର୍ଯ୍ୟଟନସ୍ଥଳୀ ନିକଟରେ ହୋଇଥିବା ଛାତ୍ରୀ ଗଣଧର୍ଷଣ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବାସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ସାରା ଓଡ଼ିଶାରେ ମହିଳାମାନଙ୍କ ପ୍ରତି ହେଉଥିବା…