Author: Nirvay

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ । ଆଜି ସକାଳ ୧୦ଟାରୁ ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନକୁ ପରିଦର୍ଶନ କରିପାରିବେ । ପ୍ରଦର୍ଶନୀ ମଧ୍ୟରେ ପ୍ରମୋସନାଲ ଷ୍ଟଲଗୁଡିକ ବୁଲି ଦେଖିବେ ସାଧାରଣ ଜନତା ଏବଂ ବିଭିନ୍ନ ସ୍କୁଲ…

ସରେଇପାଲି ଥାନାରୁ ବାହାରିଲେ ବିଶାଲ ଦାସ ଓ ତାଙ୍କ ସହଯୋଗୀ

ଛତିଶଗଡ଼, ସରେଇପାଲି ଥାନାରେ ରାତିରୁ ଅଟକ ଥିବା ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଆଜି ଛତିଶଗଡ଼ ପୋଲିସ ଛାଡ଼ିଛି । ଅନଧିକାର ପ୍ରବେଶ, ଭଙ୍ଗାରୁଜା ନେଇ ସରେଇପାଲିର ହୋଟେଲ ରାଧିକା ମ୍ୟାନେଜରଙ୍କ ଅଭିଯୋଗ ପରେ ବିଏନ୍‌ଏସ୍‌ ଧାରା…

୨୦୩୬ ଅଲିମ୍ପିକ୍ସ ନେଇ ଆଶାୟୀ ଭାରତ; ଓଡ଼ିଶାରେ ହେଇପାରେ ହକି ଇଭେଣ୍ଟ

୨୦୩୬ ଅଲିମ୍ପିକ୍ସ ଆୟୋଜନ ନେଇ ଆଶାୟୀ ଭାରତ । କିଛି ଗଣମାଧ୍ୟମରେ ଅହମ୍ମଦାବାଦକୁ ୨୦୩୬ ଅଲିମ୍ପିକ୍ସର ହୋଷ୍ଟ ସିଟି ମିଳିବା ନେଇ ଚର୍ଚ୍ଚା ହେଉଥିବାବେଳେ ଓଡ଼ିଶାରେ ୨୦୩୬ ଅଲିମ୍ପିକ୍ସ ହକି କୁ ନେଇ ରାଜ୍ୟବାସୀଙ୍କ ମନରେ ଆଶା ବଢ଼ିଛି । ଅହମ୍ମଦାବାଦରେ…

ସମ୍ବଲପୁର ଉତ୍ତରାଞ୍ଚଳ ପୋଲିସ IGଙ୍କୁ ଭେଟିଲେ ନବ ଦାସଙ୍କ ପୁଅ ବିଶାଳ

ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳ ଦାସ ଆଜି ସମ୍ବଲପୁର ଉତ୍ତରାଞ୍ଚଳ ପୋଲିସ IGଙ୍କୁ ଭେଟି ଅଇଁଠାପାଲି ସ୍ଥିତ ହୋଟେଲରେ ପୋଲିସ ଯାଞ୍ଚକୁ ନେଇ ଫେରାଦ ହୋଇଛନ୍ତି । ବିନା…

ଓଡ଼ିଶା ହେବ ଆଇଟି ହବ୍, ସୂଚନା ଦେଲେ ଅଶ୍ୱିନୀ ବୈଷ୍ଣବ

କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ଓଡିଶାରେ ରେଳ ଯୋଗାଯୋଗ…

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବେ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୮ ତମ ‘ପ୍ରବାସୀ ଭାରତୀୟ ଦିବସ’ରେ ଯୋଗଦେବା ନିମନ୍ତେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିଛନ୍ତି । ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ମୁର୍ମୁଙ୍କୁ ଭୁବନେଶ୍ୱର ବିମାନବନ୍ଦରଠାରେ ମୁଖ୍ୟମନ୍ତ୍ରୀ ମୋହନ…

ତିରୁପତିରେ ଦଳାଚକଟା; ୬ ମୃତ, ୨୫ ଆହତ

ଆନ୍ଧ୍ରପ୍ରଦେଶର ତିରୁପତିରେ ଦଳାଚକଟାରେ ୬ ଜଣ ମୃତ ତଥା ୨୫-୩୦ ଜଣ ଆହତ ହୋଇଥିବା ସୂଚନା ମିଳିଛି । ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ବାର ନିକଟରେ ଏକାଦଶୀ ପାଇଁ ଦର୍ଶନ ଟୋକନ ବଣ୍ଟାଯାଉଥିବା ବେଳେ ଦଳାଚକଟା ହୋଇଥିବା କୁହାଯାଉଛି । ବହୁ…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗ ଦେବେ

ଆଜି ସନ୍ଧ୍ୟାରେ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାଲି ଭୁବନେଶ୍ୱରରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ । କଡ଼ା ସୁରକ୍ଷା ମଧ୍ୟରେ ରାଜଭବନରେ ପହଞ୍ଚିଛି କାରକେଡ୍‌ । ରାଜଭବନ…

‘ମହାକୁମ୍ଭ ମେଳା’ ପାଇଁ ଓଡ଼ିଶାରୁ ଅଯୋଧ୍ୟା ସ୍ୱତନ୍ତ୍ର ବସ୍ ସେବା

ଆସନ୍ତା ଜାନୁୟାରୀ ୧୩ ତାରିଖରୁ ପ୍ରୟାଗରାଜଠାରେ ଅନୁଷ୍ଠିତ ହେବାକୁଥିବା ମହାକୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ୍‌ ବସ୍‌ ସେବା ଯୋଗାଇବ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ । ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁର…

୭ ମାସରେ ରାଜ୍ୟର ଆଇନ ଶୃଙ୍ଖଳା ଚିନ୍ତାଜନକ: ବିଜେଡି

ରସୁଲଗଡ଼ ମର୍ଡରକୁ ନେଇ ବିଜେଡିର ସମାଲୋଚନା । ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ବିଧାୟକ ତଥା ମୁଖପାତ୍ର ଗୌତମବୁଦ୍ଧ ଦାସ ଓ ବିଜେଡି ମିଡ଼ିଆ ସଂଯୋଜକ ଲେନିନ ମହାନ୍ତି ଭୁବନେଶ୍ୱରରେ ସୁରକ୍ଷାକୁ ନେଇ ପ୍ରଶ୍ନ କରିଛନ୍ତି । ଗୌତମବୁଦ୍ଧ ଦାସ କହିଛନ୍ତି,…