ରାଜ୍ୟ କଟକ-ଭୁବନେଶ୍ୱର ଡ୍ରେନେଜ୍ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା May 29, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କଟକ-ଭୁବନେଶ୍ୱରରେ ବର୍ଷାଦିନେ ଉପୁଜୁଥିବା କୃତ୍ରିମ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରୁ ଜଣାପଡ଼ିଛି ଯେ, ଭୁବନେଶ୍ୱରର ପ୍ରାୟ ୮୦ ପ୍ରତିଶତ ଡ୍ରେନର…
ରାଜନୀତି ରାଜ୍ୟ ଲକ୍ଷପତି ଦିଦି, ନବୀନଙ୍କ ବହିରେ ବିଜେପି ମଲାଟ: ବିଜେଡି May 29, 2025 Nirvay ବିଜେପି ସରକାରଙ୍କର ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଉପରେ ପ୍ରତିକ୍ରିୟା ଦେଇ ଆଜି ବିଜୁ ଜନତା ଦଳ ଏହା ‘ନବୀନଙ୍କ ବହିରେ ବିଜେପି ମଲାଟ’ ବୋଲି କହିଛି । କ୍ଷମତାକୁ ଆସିବା ପରଠାରୁ, ବିଜେପି ସରକାର କେବଳ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର…
ରାଜ୍ୟ ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି ଡାଇରେକ୍ଟର May 29, 2025 Nirvay ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି କଲେକ୍ଟର ଚିନ୍ତନ ରଘୁବଂଶୀ । ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଓଡ଼ିଶା ଶାଖା ସିବିଆଇ ହାତରେ ଧରାପଡ଼ିଲେ । ସୂଚନା ଅନୁଯାୟୀ ୨୦୧୩ ବ୍ୟାଚର IRS ଅଫିସର ଚିନ୍ତନ…
ରାଜ୍ୟ ଗଜପତିରେ ଆଉ ଜଣେ ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ May 29, 2025 Nirvay ହୋମଗାର୍ଡ ପରୀକ୍ଷାରେ ଆଉ ଏକ ଅଘଟଣ ଘଟିଥିବା ସୂଚନା ମିଳିଛି । ଗଜପତିରେ ହୋମଗାର୍ଡ ପରୀକ୍ଷା ବେଳେ ଆଉ ଜଣେ ଆଶାୟୀଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ରାୟଗଡ଼ ବ୍ଲକ ନାରାୟଣପୁର ଗାଁର ଦୀପକ ପାଡ଼ାଲ । ଶାରୀରିକ…
ରାଜ୍ୟ ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ମୋହର; ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା May 28, 2025 Nirvay ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ମୋହର ନେଇ ମୁଖ୍ୟଶାସନ ସଚିବ ମନୋଜ କୁମାର ଆହୁଜା ସୂଚନା ଦେଇଛନ୍ତି । ମନୋଜ ଆହୁଜା କହିଛନ୍ତି ଯେ, ସରକାରୀ…
ରାଜ୍ୟ କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ଭିନୀଲ କ୍ରିଷ୍ଣା May 28, 2025 Nirvay କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣା । ୨୦୦୫ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ୫ ବର୍ଷ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ…
ଦେଶ ରାଜ୍ୟ ପ୍ରଶାନ୍ତଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କଲେ ଆସାମ ସ୍ୱାସ୍ଥ୍ୟ ମନ୍ତ୍ରୀ ଅଶୋକ ସିଂଘଲ୍ May 28, 2025 Nirvay ଜାମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି । ଆସାମ ସ୍ୱାସ୍ଥ୍ୟ ମନ୍ତ୍ରୀ ଅଶୋକ ସିଂଘଲ୍ ଆଜି ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ଭେଟି ୫ ଲକ୍ଷ ଟଙ୍କା ସହାୟତା…
ରାଜ୍ୟ ଆସୁଛି ପ୍ରବଳ ବର୍ଷା; କାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ May 28, 2025 Nirvay ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ…
ଦେଶ ରାଜ୍ୟ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ସଦସ୍ୟ ହେଲେ ସାଂସଦ ସମ୍ବିତ ପାତ୍ର May 27, 2025 Nirvay ପ୍ରେସ୍ କାଉନସିଲ ଅଫ୍ ଇଣ୍ଡିଆର ୩ ଜଣିଆ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ୩ ସାଂସଦଙ୍କୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ନିଯୁକ୍ତି ଦେଇଛନ୍ତି । ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ (ପିସିଆଇ)ର ସଦସ୍ୟ…
ରାଜ୍ୟ ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ May 27, 2025 Nirvay ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି । ଚଳିତ ଥର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା…