ତାଜା ଖବର ରାଜ୍ୟ ନନ୍ଦନକାନନରେ ହାତୀ ଶାବକ ‘ଅଭି’ର ମୃତ୍ୟୁ September 26, 2024 Nirvay ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୭ ମାସର ହାତୀ ଶାବକ ‘ଅଭି’ର ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ ହରପିସ୍ ସଂକ୍ରମଣରେ ମୃତ୍ୟୁ ହୋଇଥିବା କୁହାଯାଉଛି। ୧୯ ତାରିଖରେ ହାତୀ ଅସୁସ୍ଥ ହେବାରୁ…
ତାଜା ଖବର ଦେଶ ମଙ୍କିପକ୍ସ ନେଇ ସମସ୍ତ ରାଜ୍ୟ ମୁଖ୍ୟ ସଚିବଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଚିଠି September 26, 2024 Nirvay ମଙ୍କିପକ୍ସ ନେଇ ସମସ୍ତ ରାଜ୍ୟକୁ ସତର୍କ କରାଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ। ଦେଶରେ ଦୁଇ ଜଣ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତ ରାଜ୍ୟ ମୁଖ୍ୟ ସଚିବଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଚିଠି କରିଛନ୍ତି। ଚିଠି ମାଧ୍ୟମରେ ସଚେତନ ବାର୍ତ୍ତା…
ତାଜା ଖବର ରାଜ୍ୟ ପୂର୍ବାଞ୍ଚଳର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ରେଲୱେର ଅବଦାନ September 26, 2024 Nirvay ଓଡ଼ିଶା, ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ପୂର୍ବ ଛତିଶଗଡ଼ ଅଞ୍ଚଳର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ବିବିଧ ପରିବେଶ ଏବଂ ଐତିହାସିକ ସ୍ଥଳୀଗୁଡ଼ିକ ବିଶ୍ୱ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି। ପୂର୍ବତଟ ରେଳପଥ ଭାରତୀୟ ରେଳର ଏକ ପ୍ରମୁଖ ଜୋନାଲ ରେଳପଥ ଭାବରେ…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ବରରେ ପହଞ୍ଚିଲେ ଜେ.ପି ନଡ୍ଡା September 26, 2024 Nirvay ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଭବ୍ୟ ସ୍ୱାଗତ କରାଯାଇଛି। ଏଜି ଛକରେ ଥିବା ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେଇ ଦଳର ସଦସ୍ୟତା…
ତାଜା ଖବର ରାଜ୍ୟ ଆଜି ପୁରୀରେ ସବୁ ସ୍କୁଲ ଛୁଟି September 26, 2024 Nirvay ମୌସୁମୀ ଦୁର୍ବଳ ହେଉଥିବା ବେଳେ ଏହାର ପ୍ରଭାବରେ ୪୮ ଘଣ୍ଟା ପ୍ରବଳ ବର୍ଷା ହେବ। ତେବେ ପ୍ରବଳ ବର୍ଷା ଯୋଗୁଁ ଆଜି ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା କଲେ ପୁରୀ ଜିଲ୍ଲାପାଳ। ଆଜି ପୁରୀ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ…
ତାଜା ଖବର ରାଜ୍ୟ ମହାନଦୀ ମୁହାଣରେ ଫସିଲେ ୧୪ ମତ୍ସ୍ୟଜୀବୀ September 26, 2024 Nirvay ସମଗ୍ର ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଛି। ସମୁଦ୍ର ଅଶାନ୍ତ ଥିବା ବେଳେ ମାଛ ଧରିବାକୁ ଯାଇଥିବା ଦୁଇଟି ବୋଟ ସମୁଦ୍ର ମଝିରେ ଅଚଳ ହୋଇଯାଇଛି। ଫଳରେ ପାରାଦୀପ ମହାନଦୀ ମୁହାଣରେ ୧୪ ମତ୍ସ୍ୟଜୀବୀ ଫସିରହିଛନ୍ତି। ତେବେ ଗୋଟିଏ ବୋଟ୍କୁ…
ତାଜା ଖବର ରାଜ୍ୟ ମୁଦାରେ ଫସିଲେ ସିଦ୍ଦରମେୟା, ବେଦାନ୍ତରେ କେବେ ଫସିବେ ନବୀନ ? September 26, 2024 Nirvay ମୁଦା ଜମି ଦୁର୍ନୀତିରେ କର୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟାଙ୍କ ବିରୁଦ୍ଧରେ ଚାଲିବ ମାମଲା। କର୍ଣାଟକ ହାଇକୋର୍ଟ ମଙ୍ଗଳବାର ସ୍ପଷ୍ଟ କରିଦେଇଛନ୍ତି। ଏହି ଜମି ଦୁର୍ନୀତି ମାମଲା ପାଇଁ ରାଜ୍ୟପାଳ ଥାବର ଚନ୍ଦ ଗେହଲଟ ଅନୁମତି ଦେବା ପରେ ଏହା ବିରୋଧରେ ସିଦ୍ଦରମେୟା ହାଇକୋର୍ଟ…
ତାଜା ଖବର ରାଜନୀତି ରାଜ୍ୟ ସମନ୍ୱୟ କମିଟିକୁ ସହଯୋଗ କରିବା ପାଇଁ ବିଜେଡିର ନୂଆ କମିଟି ଗଠିତ September 25, 2024 Nirvay ସମନ୍ୱୟ କମିଟିକୁ ସହଯୋଗ କରିବା ପାଇଁ ବିଜେଡି ପକ୍ଷରୁ ୩ଟି କମିଟି ଗଠନ କରାଯାଇଛି । ଉପଦେଷ୍ଟା କମିଟି, ସଭ୍ୟ ସଂଗ୍ରହ କମିଟି ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ଵୟନ କମିଟି ଭଳି ୩ଟି କମିଟି ଗଠନ ହୋଇଛି। ଏଥିରେ ବରିଷ୍ଠ ନେତାଙ୍କୁ ଦାୟିତ୍ୱ…
ତାଜା ଖବର ରାଜ୍ୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଆଦର୍ଶର ଅନୁପାଳନ ହିଁ ତାଙ୍କ ପ୍ରତି ପ୍ରକୃତ ସମ୍ମାନ; ମୁଖ୍ୟମନ୍ତ୍ରୀ September 25, 2024 Nirvay ଜୟଦେବ ଭବନରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୦୯ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ଆଜି ପାଳିତ ହୋଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରି କହିଛନ୍ତି ଯେ ଦେଶ ପ୍ରତି ଦୀନଦୟାଲଙ୍କ…
ତାଜା ଖବର ଦେଶ ରାଜ୍ୟ ବେଙ୍ଗାଲୁରୁ ମହାଲକ୍ଷ୍ମୀ ହତ୍ୟାକାଣ୍ଡ: ଅଭିଯୁକ୍ତ ମୁକ୍ତିକାନ୍ତର ଓଡ଼ିଶାରେ ଆତ୍ମହତ୍ୟା September 25, 2024 Nirvay ବେଙ୍ଗାଲୁରୁରେ ମହିଳାଙ୍କୁ ହତ୍ଯା ଘଟଣାରେ ଓଡିଶା ଲିଙ୍କ ଥିବା ଜଣାପଡିଛି। ବେଙ୍ଗାଲୁରୁ ଭୟାଲିକାବାଲ ଅଞ୍ଚଳରେ ଜଣେ ୨୯ ବର୍ଷୀୟା ମହିଳାଙ୍କ ମୃତଦେହକୁ ୨୦ରୁ ଅଧିକ ଖଣ୍ଡ କରି ତାଙ୍କ ଘରେ ଫ୍ରିଜରେ ରଖାଯାଇଥିଲା। ଏହି ଘଟଣାର ତଦନ୍ତ କରୁଥିବା ବେଙ୍ଗାଲୁରୁ ପୁଲିସ…