Author: Nirvay

୩ଟି ଓଡ଼ିଆ ଚଳଚ୍ଚିତ୍ରକୁ ମିଳିଲା ୨୦୨୩ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କର’ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩ ରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ମାନ୍ୟତା ପାଇଥିବାବେଳେ ଅଣ ଫିଚର ବର୍ଗରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବରେ ‘ଦ ସିଆଣ୍ଡ ସେଭେନ ଭିଲେଜେସ’ ପୁରସ୍କୃତ ହୋଇଛି । ସେହିପରି ଅଣ…

ଅର୍ଚ୍ଚନା ଦାଶ ଓ ସୌରଭ ମହାପାତ୍ରଙ୍କ ଘର କଳିରେ ନୂଆ ମୋଡ଼

ଘର କଳିରେ ନୂଆ ମୋଡ଼ । ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ମହିଳା ଥାନା ମାମଲା ରୁଜୁ କରି ନୋଟିସ ପଠାଇବାରୁ ଆଜି ଥାନାରେ ଓଏଏସ୍ ଅଧିକାରୀ ସାର୍ଥକ ସୌରଭ ମହାପାତ୍ର ହାଜର ହୋଇଥିଲେ । ହସ୍ପିଟାଲ ବେଡ୍‌ରେ ୨…

ବିସ୍ଥାପିତଙ୍କ ପାଇଁ ଲଢ଼ିବ କଂଗ୍ରେସ: ଭକ୍ତ ଦାସ

ଆଜି କଂଗ୍ରେସ ଭବନଠାରେ ଏଆଇସିସି ମାନବିଧିକାର ସଂଘଟନ ପକ୍ଷରୁ ପ୍ରାୟ ୧୫ ଗୋଟି ଜିଲ୍ଲାରୁ ଆସିଥିବା କର୍ମକର୍ତ୍ତା ଓ ଶତାଧିକ ସ୍ୱେଛାସେବୀ ସଭାରେ ଯୋଗ ଦେଇଥିଲେ । ଏହି ସଭାରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଏବଂ ଏଆଇସିସି…

ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ ଅଶୋକ ପଣ୍ଡା

ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ ଆସିଷ୍ଟାଣ୍ଟ ଇଂଜିନିୟର ଅଶୋକ କୁମାର ପଣ୍ଡା । ଉଭୟଙ୍କର ଯୁଗ୍ମ ସମ୍ପତ୍ତି ଥିବା ଜଣାଯାଇଛି । ରାଜକିଶୋରଙ୍କ ସମ୍ପତ୍ତିରେ ଅଶୋକଙ୍କର ମିଳିତ ମାଲିକାନା ସାମ୍ନାକୁ ଆସିବାରୁ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ପହଞ୍ଚିଥିଲା ।…

ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା କାଲି ପାଇଁ ରାଜ୍ୟର ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର,…

ମାଲେଗାଓଁ ବିସ୍ଫୋରଣ ମାମଲାରେ ପ୍ରଜ୍ଞା ଠାକୁରଙ୍କ ସମେତ ସମସ୍ତ ୭ ଅଭିଯୁକ୍ତ ଦୋଷମୁକ୍ତ

ଦୀର୍ଘ ୧୭ ବର୍ଷ ପରେ ଆସିଲା ବହୁଚର୍ଚ୍ଚିତ ମାଲେଗାଁ ବିସ୍ଫୋରକ ମାମଲାରେ ବଡ ରାୟ । ଏନଆଇଏର ସ୍ପେଶିଆଲ କୋର୍ଟ ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କ ସମେତ ସମସ୍ତ ୭ ଜଣଙ୍କୁ ଦୋଷମୁକ୍ତ କରିଛନ୍ତି । ସେମାନଙ୍କ ଉପରେ ଲାଗିଥିବା ଦେଶଦ୍ରୋହ, ଆର୍ମସ…

ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୬ ଗିରଫ

ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ରାଜ୍ୟ କ୍ରାଇମବ୍ରାଞ୍ଚ ୬ ଜଣଙ୍କୁ ଆଜି ଗିରଫ କରିଛି । ଚଳିତମାସ ୨୦ ତାରିଖରେ ଏହି ପରୀକ୍ଷା ହେବାର ଥିଲା କିନ୍ତୁ ୧୯ ତାରିଖରେ ପ୍ରଶ୍ନପତ୍ର ଭାଇରାଲ ହେବାପରେ ରାଜ୍ୟ ସରକାର ଏହି…

ବିଶ୍ୱର ସବୁଠାରୁ ମହଙ୍ଗା ସାଟେଲାଇଟ୍ ‘ନିସାର’ ଉପଗ୍ରହର ହେଲା ସଫଳ ଉତ୍‌କ୍ଷେପଣ

ପୁଣି ଇତିହାସ ରଚିଲା ଇସ୍ରୋ । ଆନ୍ଧ୍ର ଶ୍ରୀହରିକୋଟାରୁ ହେଲା ବିଶ୍ୱର ସବୁଠାରୁ ମହଙ୍ଗା ଉପଗ୍ରହ ‘ନିସାର’ର ସଫଳ ଉତ୍‌କ୍ଷେପଣ । ନାସା ସହ ମିଶି ସାଟେଲାଇଟ୍ ପ୍ରସ୍ତୁତ କରିଛି ଇସ୍ରୋ । ଜିଏସ୍‌ଏଲଭି-ଏଫ୍୧୬ ରକେଟ୍‌ ଦ୍ୱାରା ସାଟେଲାଇଟ୍ ‘ନିସାର’ ର…

ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ବିକ୍ଷୋଭ

ଆଜି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ବିକ୍ଷୋଭ ରାଲି ମାଷ୍ଟରକ୍ୟାଣ୍ଟିନ ଛକଦେଇ ଜନପଥରେ ଯାଉଥିଲା ବେଳେ ରାସ୍ତାରେ ପୋଲିସ ଏହି ରାଲିର ପଥ ଅବରୋଧ କରିଥିଲା । ମହିଳାଙ୍କୁ ନ୍ୟାୟ ଦେବା…

ଭାରତ ଉପରେ ୨୫% ଟାରିଫ୍ ଲଗାଇଲା ଆମେରିକା

ଭାରତ ଉପରେ ୨୫ ପ୍ରତିଶତ ଟାରିଫ୍ ଲଗାଇଛି ଆମେରିକା । ଶୁଳ୍କ ଲାଗୁ ନେଇ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଭାରତ ଉପରେ ବର୍ଦ୍ଧିତ ଶୁଳ୍କ ଅଗଷ୍ଟ ୧ ତାରିଖରୁ ଲାଗୁ ହେବ । ଆମେରିକାରେ ବିକ୍ରି…