Author: Nirvay

ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ; ମୋଟ ୪୯ ଅଧିକାରୀଙ୍କ ବଦଳି

ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଯେଉଁଥିରେ ମୋଟ ୪୯ ଜଣ ଅଧିକାରୀଙ୍କ ବଦଳି ହେବା ସହିତ କିଛି ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ବଦଳିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଚଞ୍ଚଳ ରାଣା ହୋଇଛନ୍ତି ବିଏମସିର…

ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହେଲା ଓଡ଼ିଶାର ୧୧ଟି ନୂତନ ବ୍ଲକ

ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି । କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ ଓ ମୟୂରଭଞ୍ଜ ଜିଲ୍ଲାର ୬ଟି ନୂଆ ବ୍ଲକ ସାମିଲ ହୋଇଛି । ଏହାଦ୍ୱାରା ବର୍ତ୍ତମାନ ଓଡ଼ିଶାର ସମୁଦାୟ…

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟାକୁ ନେଇ ହାଇକୋର୍ଟଙ୍କ ଟିପ୍ପଣୀ ପରେ ବିରୋଧୀଙ୍କୁ ବିଜେପିର ଟାର୍ଗେଟ

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ହୋଇଥିବା ଜନସ୍ୱାର୍ଥ୍ୟ ମାମଲାରେ ମାନ୍ୟବର ହାଇକୋର୍ଟଙ୍କ ଟିପ୍ପଣୀ ଦୁଇ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସର ମୁଖା ଖୋଲିଦେଇଛି ବୋଲି କହିଛନ୍ତି ବିଜେପି ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ । ଘଟଣାରେ ଏହି ଦୁଇ ଦଳ…

ଅଷ୍ଟମ ଶ୍ରେଣୀ ବହିରୁ ପାଇକ ବିଦ୍ରୋହ ବାଦ୍‌, ସ୍ପଷ୍ଟୀକରଣ ଦେଲା ଏନସିଇଆରଟି

ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଦ୍ୱାରା ପ୍ରସ୍ତୁତ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକରୁ ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ପଡିବା ଘଟଣାର ସ୍ପଷ୍ଟୀକରଣ ରଖିଛି ଏନ୍‌ସିଇଆର୍‌ଟି । ଆସନ୍ତା ସେପ୍‌ଟେମ୍ବର-ଅକ୍ଟୋବରରେ ପ୍ରକାଶିତ ହେବାକୁ ଥିବା ସାମାଜିକ…

ନିଶା ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ଉଦିତଙ୍କ ସହଯୋଗୀ ଆୟୁଷ୍ମାନ ସାହୁ ଗିରଫ

ନିଶା ଦେଇ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ଅନ୍ୟତମ ସହଯୋଗୀ ଆୟୁଷ୍ମାନ ସାହୁକୁ ଆଜି ପୋଲିସ ଗିରଫ କରିଛି । ଗିରଫ ପରେ ଆୟୁଷ୍ମାନକୁ କୋର୍ଟଚାଲାଣ କରିଛି ପୋଲିସ । ଗତକାଲି…

ସିବିଏସଇର ବଡ଼ ନିଷ୍ପତ୍ତି; ସ୍କୁଲରେ ସିସିଟିଭି କ୍ୟାମେରା ଲଗାଇବା ବାଧ୍ୟତାମୂଳକ

ଛାତ୍ର ଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନେଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସବସେ) । ବୋର୍ଡ ପକ୍ଷରୁ ତା’ର ନିୟମରେ କିଛି ସଂଶୋଧନ କରି ସ୍କୁଲଗୁଡ଼ିକରେ ରିୟଲ ଟାଇମ, ଅଡିଓ ଏବଂ ଭିଡିଓ ରେକର୍ଡିଂ ସହିତ କ୍ୟାମେରା…

ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଲେ ଜଗଦୀପ ଧନଖଡ଼

ଜଗଦୀପ ଧନଖଡ଼ ଆଜି ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି । କୁହାଯାଉଛି ଯେ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ସେ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ନିକଟକୁ ଜଗଦୀପ ଧନଖଡ଼ ଇସ୍ତଫା ପତ୍ର ପଠାଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ରରେ…

ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ କଲେ ରାଜ୍ୟ ସରକାର

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି ରାଜ୍ୟ ସରକାର । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି…

୨୪ ତାରିଖ ସୌମ୍ୟାଶ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ରୂପେ ପାଳନ କରିବ କଂଗ୍ରେସ

ବାଲେଶ୍ୱର ସୌମ୍ୟାଶ୍ରୀ ଆତ୍ମାହୁତି, ନିମାପଡ଼ା ପୋଡ଼ି ଘଟଣା ତଥା ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା ଏବଂ ସରକାରଙ୍କ ନିରବତା ବିରୋଧରେ ପୁନଶ୍ଚ ଆଜି କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ସରକାରଙ୍କୁ କଡା ସମାଲୋଚନା…

ନିମାପଡା ଛାତ୍ରୀ ପୋଡି ଘଟଣାର ଅନୁଧ୍ୟାନ କଲା ପିସିସି ତଥ୍ୟ ଅନୁଧ୍ୟାନ କମିଟି

ପୁରୀ ଜିଲ୍ଲା ଅନ୍ତର୍ଗତ ନିମାପଡା ବିଧାନସଭା ନିର୍ବାଚନ ମଣ୍ଡଳିରେ ଦୁବୃର୍ତ୍ତମାନଙ୍କ ଦ୍ବାରା ହୋଇଥିବା ଛାତ୍ରୀକୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେବା ଘଟଣାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଭକ୍ତ ଚରଣ ଦାସ ଅତ୍ୟନ୍ତ ଉଦ୍‌ବେଗ ପ୍ରକାଶ କରିବା ସହ…