Author: Nirvay

Low-Pressure: ସୃଷ୍ଟି ହେଲା ଲଘୁଚାପ, ୨୪ ରେ ଅବପାତ

ଦକ୍ଷିଣଆଣ୍ଡାମାନ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ.…

Odisha Police SI Exam Scam: ଓଡିଶା ପୋଲିସ SI ପରୀକ୍ଷା ନିଯୁକ୍ତି ଦୁର୍ନୀତି ମାମଲାରେ ୪ ଜଣଙ୍କୁ CBI ଜେରା

ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ନେଇ ଖୋଳତାଡ଼ କରୁଛି ସିବିଆଇ । ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ ୪ ଜଣଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଅଧିକାରୀ ମାରାଥନ୍ ଜେରା କରିଛନ୍ତି…

World’s First Black Tiger Safari: ମୟୂରଭଞ୍ଜରେ ହେବ ବିଶ୍ୱର ପ୍ରଥମ କଳାବାଘ ସଫାରୀ

ମୟୂରଭଞ୍ଜରେ ହେବ ବିଶ୍ୱର ପ୍ରଥମ କଳାବାଘ ସଫାରୀ । ବାରିପଦା ସଦର ଥାନା ଅନ୍ତର୍ଗତ ମଞ୍ଚାବନ୍ଧା ଠାରେ ଏହି ସଫାରୀ ଖୋଲିବା ପାଇଁ କିଛି ମାସଧରି ଲାଗିରହିଥିବା ପ୍ରତିବନ୍ଧକ ଦୂର ହୋଇଛି । କଳାବାଘ ସଫାରୀ ଖୋଲିବା ପାଇଁ କେନ୍ଦ୍ରୀୟ ଚିଡ଼ିଆଖାନା…

Abhijit Majumdar: ଧୀରେ ଧୀରେ ସୁସ୍ଥ ହେଉଛନ୍ତି ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

ଧୀରେ ଧୀରେ ସୁସ୍ଥ ହେଉଛନ୍ତି କଣ୍ଠଶିଳ୍ପୀ ତଥା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି । ଏବେ ସେ ଭୁବନେଶ୍ୱର AIIMSର ମେଡ଼ିସିନ ୱାର୍ଡରେ ଅଛନ୍ତି । ଗତ ସେପ୍ଟେମ୍ବର ୪ ତାରିଖରେ ସଙ୍କଟାପନ୍ନ ଅବସ୍ଥାରେ…

G20 Summit: ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି; G20 ସମ୍ମିଳନୀରେ ଦେବେ ଯୋଗ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠୁ ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛନ୍ତି । ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଆୟୋଜିତ ହୋଇଥିବା ଜି-୨୦ ଲିଡର୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ଦକ୍ଷିଣ ଆଫ୍ରିକାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

Affordable House in Bhubaneswar: ଭୁବନେଶ୍ୱରରେ ସୁଲଭ ମୂଲ୍ୟରେ ମିଳିବ ଘର

ରାଜଧାନୀ ଭୁବନେଶ୍ୱରରେ ୧୪ ରୁ ୫୦ ଲକ୍ଷ ଟଙ୍କାରେ ରାଜ୍ୟ ସରକାର ଘର ଯୋଗାଇବେ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ପ୍ରାଥମିକ ଭାବେ ଏହି ସୁଲଭ ଘର ବସ୍ତି ବାସିନ୍ଦାଙ୍କୁ ଦିଆଯିବ…

Odisha Matric Exam 2026: ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି । ଆସନ୍ତା ନଭେମ୍ବର ୨୮ ଯାଏ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ହୋଇପାରିବ । ଗୁରୁବାର ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ମାଧ୍ୟମିକ ଶିକ୍ଷା…

President Murmu at Jharsuguda: ଝାରସୁଗୁଡ଼ାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଛତିଶଗଡ଼ ଗସ୍ତରେ ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିଲ୍ଲୀରୁ ସ୍ଵତନ୍ତ୍ର ବାୟୁସେନା ବିମାନ ଯୋଗେ ପ୍ରଥମେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ସେ ପହଞ୍ଚିଥିଲେ । ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା…

Illegal Sand Mining in Odisha: ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ରାଜ୍ୟରେ ଚାଲିଛି
 ବାଲି ଓ ପଥର ଚୋରି: ବିଜେଡି

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ଛାତ୍ର ବିଜେଡି ସଭାନେତ୍ରୀ ଇପ୍ସିତା ସାହୁ ରାଜ୍ୟରେ ହେଉଥିବା ବାଲିଚୋରିରେ ବିଜେପିର ନେତାମନ୍ତ୍ରୀଙ୍କ ସମ୍ପୃକ୍ତିର ଅଭିଯୋଗ କରିବା ସହିତ ଏଥିଯୋଗୁଁ ଲଘୁ…

Humane Sagar: ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଓଲିଉଡ୍‌ ଗାୟକ ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି । ଏମ୍‌ସ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିବା ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର କେମିତି ଅଛନ୍ତି, ସେନେଇ ଜାଣିବା ପାଇଁ ଡାକ୍ତରୀ ଟିମ୍‌ଙ୍କ ସହିତ…