Author: Nirvay

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଏତଲା

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ମଧ୍ୟ ଏତଲା ଦିଆଯାଇଛି। ପ୍ରତିଶ୍ରୁତି ସତ୍ତ୍ବେ ଦାବିପୂରଣ…

ବଡ଼ ଘୋଷଣା: ବନ୍ଦ ହେବନି ଆହାର ଯୋଜନା

ଆହାର ଯୋଜନା ବନ୍ଦ କରାଯିବନି କହିଲେ ନଗର ଉନ୍ନୟନ ମନ୍ତ୍ରୀ । ଆହାର ପ୍ରତି ଲୋକଙ୍କ ଆଗ୍ରହ ଅଛି, ତେଣୁ ସେଥିପ୍ରତି ଗୁରୁତ୍ବ ଦିଆଯାଉଛି। ଆହାର ନାଁ ପରିବର୍ତ୍ତନ ନେଇ ପରବର୍ତ୍ତୀ ସମୟରେ ସମୀକ୍ଷା ହେବ। କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି। ଆଗାମୀ ୨ ଦିନରେ…

ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକକୁ ନା

ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକ୍ ଉପରେ ବ୍ୟାନ ଲଗାଯାଇଛି। ପ୍ଲାଷ୍ଟିକ କଳସ, ପ୍ଲାଷ୍ଟିକ ତିଆରି ଅନ୍ୟ ସାମଗ୍ରୀ ସଂପୂର୍ଣ୍ଣ ନିଷେଧ ହୋଇଛି। ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥିସହ କାଉଡିଆମାନେ ଶ୍ରାବଣ ମାସ ସୋମବାରରେ…

ନବୀନଙ୍କ ଛାୟା ମନ୍ତ୍ରୀମଣ୍ଡଳ ନେଇ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା

ନବୀନଙ୍କ ଛାୟା ମନ୍ତ୍ରୀମଣ୍ଡଳକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଅସ୍ତିତ୍ବ ଅଛି ବୋଲି ଜଣାଇବାକୁ ନବୀନ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ଆମେ ଖୁସି ଯେ ଆମକୁ ଶକ୍ତ ବିରୋଧୀ ଦଳ ମିଳିଛି। ସେମାନେ ସଜାଗ ରୁହନ୍ତୁ,…

ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ଖାଲି ହେବା ପରେ ମରାମତି ହେବ

ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ କହିଲେ ଗଜପତି ମହାରାଜା। ରତ୍ନଭଣ୍ଡାର ଦେଖି ଫେରିଲା ପରେ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା । ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ଆଗ ମରାମତି କରାଯିବ। ମରାମତି କାର୍ଯ୍ୟ ଶେଷ ହେଲା ପରେ ଅଳଙ୍କାର ଗଣତି,…

ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ବାହାରିଲେ ଗଜପତି ମହାରାଜା। ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି । ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା ରଖାଯାଇଛି। ଖଟଶେଯ ଘରେ ଗହଣା, ମୂଲ୍ୟବାନ ସାମଗ୍ରୀ ରଖାଯିବ। ମୂଲ୍ୟବାନ ସାମଗ୍ରୀ…

୯ଟା ୫୧ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିଲା। ଆଜି ଭିତର ରତ୍ନଭଣ୍ଡାରର ଖୋଲିବ। କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ନିର୍ଦ୍ଧାରିତ ସମୟ ୯ଟା ୫୧…

ଅରିନ୍ଦମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଅନୁପମ ଅତିରିକ୍ତ ସଚିବ ଭାବେ ନିଯୁକ୍ତ

କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

କଳା ହିଁ ଜୀବନ: ଦୃଢ଼ ଇଛାଶକ୍ତି ବଳରେ ବଳୀୟାନ ଶ୍ବେତପଦ୍ମା

ଇଛାଶକ୍ତି ଆଗରେ ହାରମାନିଛି ଶାରୀରିକ ଅସୁସ୍ଥତା। ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କେନ୍ଦୁଝର ଜିଲ୍ଲା ବ୍ରାହ୍ମଣୀ ଗାଁରେ ଜନ୍ମିତ ଶ୍ଵେତପଦ୍ମା ମିଶ୍ର। ସେ ଦୂରାରୋଗ୍ୟ ସ୍ନାୟବିକ ରୋଗରେ ପୀଡିତ। ବାପା-ମା’, ସାନ ଭାଇ, ଭାଉଜ ଓ ଜେଜେ ମା’ଙ୍କୁ ନେଇ…