Author: Nirvay

ପ୍ରକାଶ ପାଇଲା ୨୦୨୪ OSSTET ପରୀକ୍ଷାଫଳ

ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ଦ୍ୱାରା ପରିଚାଳିତ ୨୦୨୪ ବର୍ଷର ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ଫଳାଫଳ ପ୍ରକାଶ ପାଇଛି । ପରୀକ୍ଷାର୍ଥୀ ସେମାନଙ୍କ ପରୀକ୍ଷାଫଳ www.bseodisha.ac.in ୱେବସାଇଟରୁ ଜାଣିପାରିବେ ଏବଂ ଡିଜିଟାଲ ସାର୍ଟିଫିକେଟ ଡାଉନଲୋଡ୍‌ କରିପାରିବେ…

ବଢ଼ିବ ବାୟୁସେନାର ଶକ୍ତି, ଦେଶର ବଡ଼ ପ୍ରତିରକ୍ଷା ଡିଲ୍‌କୁ ଅନୁମୋଦନ

ଆହୁରି ଶକ୍ତିଶାଳୀ ହେବ ବାୟୁସେନା । ଦେଶର ବଡ଼ ପ୍ରତିରକ୍ଷା ଡିଲ୍‌କୁ ଅନୁମୋଦନ । ହିନ୍ଦୁସ୍ତାନ ଏରୋନୋଟିକାଲ ଲିମିଟେଡ (HAL) ଠାରୁ ଭାରତୀୟ ସେନା ଏବଂ ବାୟୁସେନା ପାଇଁ ୧୫୬ଟି ମେଡ୍ ଇନ୍ ଇଣ୍ଡିଆ ହାଲୁକା ଯୁଦ୍ଧ ହେଲିକପ୍ଟର ‘ପ୍ରଚଣ୍ଡ’ ହେଲିକପ୍ଟର…

ରାଜ୍ୟର ଆଉ ୮ ସହରକୁ ମିଳିବ ‘ଆମ ବସ୍‌’ ସେବା

ରାଜ୍ୟର ଆଉ ୮ ସହରକୁ ଆମ ବସ ସେବା ଯୋଗାଇ ଦିଆଯିବ ବୋଲି କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ତରଫରୁ ସୂଚନା ମିଳିଛି । କ୍ରୁଟର ୪୯ତମ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର,…

ଆହତ ପୋଲିସ କର୍ମଚାରୀ ଏବଂ ସାମ୍ବାଦିକଙ୍କୁ ଭେଟିଲେ ଡିଜିପି ଖୁରାନିଆ

ଭୁବନେଶ୍ୱର ଲୋୟରପିଏମଜି ଠାରେ ବିକ୍ଷୋଭକାରୀଙ୍କ ଆକ୍ରମଣର ଶିକାର ହୋଇ ଗୁରୁତର ଆହତ ଅବସ୍ଥାରେ କ୍ୟାପିଟାଲ ହସପିଟାଲରେ ଚିକିତ୍ସାଧୀନ ହେଉଥିବା ପୋଲିସ କର୍ମଚାରୀ ଏବଂ ଆହତ ସାମ୍ବାଦିକ ପ୍ରଭାତ ବିଷୋୟୀଙ୍କୁ, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସାକ୍ଷାତ କରିବା ସହ…

ଆହତ ପୋଲିସ କର୍ମଚାରୀଙ୍କୁ ଭେଟିଲେ ମନମୋହନ ସାମଲ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଯାଇ ଆହତ ହୋଇଥିବା ପୋଲିସ କର୍ମଚାରୀଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ରାଜନୀତିରେ ହିଂସାର ସ୍ଥାନ ନାହିଁ । ଅପରାଧୀମାନଙ୍କୁ ପ୍ରଥମେ ରାଜନୀତିରେ ସ୍ଥାନ ଦେଇଥିଲା କଂଗ୍ରେସ ଦଳ…

ଗ୍ରୀଷ୍ମପ୍ରବାହ ଯୋଗୁଁ ରାସନ ବଣ୍ଟନର ସମୟ ପରିବର୍ତ୍ତନ

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ସକାଳ ୭ଟାରୁ ୧୦ଟା ଏବଂ ସଂଧ୍ୟା ୫ଟାରୁ ୮ଟା ଯାଏଁ ରାସନ ବଣ୍ଟନ କରିବାପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଦିନ ୧୧ଟାରୁ ଅପରାହ୍ନ ୪ଟା ଯାଏଁ…

ଆହତ କଂଗ୍ରେସ କର୍ମୀଙ୍କୁ ହସ୍ପିଟାଲରେ ଭେଟିଲେ ଭକ୍ତ ଦାସ, ଅଜୟ ଲଲ୍ଲୁ

ଲୋୟର ପିଏମଜିରେ ପୋଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇ କଂଗ୍ରେସ କର୍ମୀ ଗୁରୁତର ଆହତ ହୋଇଛନ୍ତି । ଆହତ କଂଗ୍ରେସ କର୍ମୀମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଓପିସିସି ସଭାପତି ଭକ୍ତ ଚରଣ ଦାସ ଏବଂ ଓଡି଼ଶା ପ୍ରଦେଶ କଂଗ୍ରେସ ପ୍ରଭାରୀ…

ରାଉରକେଲା-ଭୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ଼

ପୁଣି ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ଼ । ରାଉରକେଲା-ଭୁବନେଶ୍ୱର ବନ୍ଦେ ଭାରତ ଟ୍ରେନକୁ ପଥର ମାଡ ହୋଇଥିବା ସୂଚନା । ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ସମୟରେ କଲୁଙ୍ଗା ଷ୍ଟେସନରେ କେହି ଦୁର୍ବୃତ୍ତ ଟ୍ରେନ ଉପରକୁ ପଥର ଫିଙ୍ଗିବାରୁ ୨ଟି ବଗିର…

ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଖୋର୍ଦ୍ଧା ଜିଲ୍ଲା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଦିନ ଭିଜିଲାନ୍ସ ଗିରଫ କରିଛି । ୧୭ ଲକ୍ଷ କ୍ୟାସ୍‌, ୯୦ ଲକ୍ଷର ଜମା ଟଙ୍କା ସହ ୪୭୫ ଗ୍ରାମ ସୁନା,…

ଅତିରିକ୍ତ ପୋଲିସ କମିଶନରଙ୍କ କଲର ଧରିଲେ କଂଗ୍ରେସ କର୍ମୀ

ସୀମା ଟପିଲେ କଂଗ୍ରେସ କର୍ମୀ । ଆନ୍ଦୋଳନ ସମୟରେ ପୋଲିସର କଲର୍ ଧରି ଟଣାଓଟରା କରିଛନ୍ତି କଂଗ୍ରେସ କର୍ମୀ । କଂଗ୍ରେସ ବିଧାୟକ ରମେଶ ଜେନା ବିଧାନସଭା ଭିତରକୁ ବ୍ୟାରିକେଡ଼ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ ବେଳେ ଅତିରିକ୍ତ ପୋଲିସ କମିଶନର…