Author: Nirvay

କଣ୍ଟାବାଞ୍ଜିରୁ ନବୀନଙ୍କ ପରାଜୟ ଥିଲା ଏକ ଚକ୍ରାନ୍ତ : ଦେବେନ୍ଦ୍ର ଦାସ

ଗତ ନିର୍ବାଚନ ରେ କଣ୍ଟାବାଞ୍ଜି ଆସନ ରୁ ଲକ୍ଷ୍ମଣ ବାଗ ଠାରୁ ନବୀନ ପଟ୍ଟନାୟକ ଙ୍କ ପରାଜୟ କୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ବରୀ ର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ । ସେ…

ଭୁବନେଶ୍ୱର ରେ ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ର ନୂଆ ଶାଖା

ଭୁବନେଶ୍ୱରରେ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା (ଏନଏସଡି) ର ଏକ ଶାଖା ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାର ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ବୋଲି ରାଜ୍ୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହା ଭୁବନେଶ୍ୱରର ଗୁରୁ କେଳୁଚରଣ ମହାପାତ୍ର…

ରତ୍ନ ଭଣ୍ଡାରରେ ନାହିଁ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ : ପୃଥ୍ଵୀରାଜ ହରିଚନ୍ଦନ

ଆଜି ପ୍ରକାଶ ପାଇଛି ପୁରୀ ଜଗନ୍ନାଥ ମନ୍ଦିରରେ ରତ୍ନ ଭଣ୍ଡାରର ପ୍ରାଥମିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ରତ୍ନଭଣ୍ଡାରରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡଙ୍ଗ ନାହିଁ ବୋଲି ସୂଚନା ଦେଇଛନ୍ତି ଓଡ଼ିଶା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ୍ ।…

ବାତ୍ୟା ବିପର୍ଯ୍ୟୟ ପରିଚାଳନା କ୍ଷେତ୍ର ରେ ହେନ୍ତାଳ ବଣ ଗୁରୁତ୍ବପୂର୍ଣ୍ଣ : ସୁରେଶ ପୂଜାରୀ

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମନ୍ତବ୍ୟ ଦେଇଛନ୍ତି ଯେ ବାତ୍ୟା ‘ଦାନା’ ପ୍ରଭାବିତ ଓଡ଼ଶାର ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକରେ ହେନ୍ତାଳ ବନ ସୃଷ୍ଟି ପାଇଁ ଓଡିଶା ସରକାର ଯୋଜନା ଆରମ୍ଭ କରିଛନ୍ତି | ବାତ୍ୟା ‘ଦାନା’ ଓଡ଼ିଶାର…

ମୁନ୍ନା ଖାଁ ଙ୍କ ବଡ଼ ବୟାନ “ବିଜେଡି ଲିଙ୍କ ରେ ୧୪ ବିଜେପି ବିଧାୟକ ”

ରାଜ୍ଯସଭା ସାଂସଦ ମୁନ୍ନା ଖାଁ ନବୀନଙ୍କ ନେତୃତ୍ୱାଧୀନ ବିଜେଡ଼ି ସରକାର ପୁଣି ଥରେ କ୍ଷମତାକୁ ଫେରିବ ବୋଲି ଦୃଢୋକ୍ତି ଦେଇଛନ୍ତି| ବରିଷ୍ଠ ବିଜେଡ଼ି ନେତା ମୁନା ଖାଁ ବିଜେପି ଦଳ ଉପରେ ଆକ୍ଷେପ କରି କହିଛନ୍ତି ଯେ ଏହା ଭାଙ୍ଗିବା ପାଇଁ…

ମହାକାଳପଡ଼ା ବିଜେପିରେ ଅସନ୍ତୋଷ; ସରପଞ୍ଚଙ୍କ ଇସ୍ତଫାକୁ ନେଇ ପୁଣି ଚର୍ଚ୍ଚାରେ ଦୁର୍ଗା

ନିର୍ବାଚନର ଫଳାଫଳ ୫ ମାସ ନପୁରୁଣୁ ସାରା ରାଜ୍ୟରେ ସର୍ବାଧିକ ଭୋଟ ପାଇଥିବା ମହାକାଳପଡା ବିଜେପି ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ ଅନେକ ବିବାଦରେ ଛନ୍ଦି ହେବା ସହ ତାଙ୍କର ରାଜନୈତିକ ଅପରିପକ୍ଵତା ଓ ଅପାରଗତା ଧିରେ ଧିରେ ପ୍ରକାଶିତ ହେବାରେ…

ଦାନା ବାତ୍ୟା ଯୋଗୁଁ ହୋଇଛି ବ୍ୟାପକ କ୍ଷୟକ୍ଷତି; ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା

ଆଜି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ଓ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଓ ନଭେମ୍ବର ୨ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରାପଡ଼ା, ଭଦ୍ରକ,…

ଅକ୍ଟୋବର ୨୯ ତାରିଖରେ ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଓଡ଼ିଶାରେ ଅକ୍ଟୋବର ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିସିରେ ଏ ଯୋଜନାର ଶୁଭାରମ୍ଭ କରିବେ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ଅବସରରେ ଉପସ୍ଥିତ ରହିବେ । ୭୦ ବର୍ଷରୁ…

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ…

ନିର୍ଭୟ ପ୍ରଭାବ: ସୁବିଧା ସୁଯୋଗ ପାଇଲେ ସାଲେପୁର ରିଲିଫ କେନ୍ଦ୍ର ବାସୀ

ବିଜୟଲକ୍ଷ୍ମୀ ଦାଶ: ସାଲେପୁର ବ୍ଲକର ଲେଖନପୁର ସ୍ଥିତ ଗାନ୍ଧୀ ସରକାରୀ ହାଇସ୍କୁଲ ଏବଂ ପ୍ରାଇମେରୀ ସ୍କୁଲ କୁ ସରକାର ଙ୍କ ତରଫରୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ଭାବେ ଘୋଷଣା କରାଯାଇ ସ୍ଥାନୀୟ ଚାଳ ଘରେ ଏବଂ ବିପଦ ସଂକୁଳ ଅବସ୍ଥା ରେ…