ତାଜା ଖବର ଦେଶ ହରିୟାଣାରେ ମୋଦିଙ୍କ ବିଜୟ ଉତ୍ସବ; ଭୋଟର ଓ କର୍ମୀଙ୍କୁ ଦେଲେ ବିଜୟର ଶ୍ରେୟ October 8, 2024 Nirvay ହରିୟାଣା ବିଧାନସଭା ନିର୍ବାଚନରେ ବିଜେପିର ଐତିହାସିକ ବିଜୟ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି କର୍ମୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେବା ସହ ଉତ୍ସବ ପାଳନ କରିଛନ୍ତି। ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ସେଲିବ୍ରେସନ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ଭୋଟର…
ତାଜା ଖବର ରାଜ୍ୟ ଘରୋଇ କଳିରୁ ଜଘନ୍ୟ କାଣ୍ଡ; ଶିଶୁପୁତ୍ରକୁ ହତ୍ୟା ସହ ଝିଅର ଗଳା କାଟିଲା ବାପା October 8, 2024 Nirvay ନୂଆପଡ଼ା ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରୋଇ କଳି ଉଗ୍ରରୂପ ନେଇଛି। ପିଶାଚ ବାପା ଜଘନ୍ୟ କାଣ୍ଡ କରିଛି। ୧୪ ମାସର ପୁଅକୁ ହତ୍ୟା କରିବା ସହ ୧୦ ବର୍ଷର ଝିଅର ଗଳା କାଟିଛି ବାପା। ବୋଡେନ ଥାନା…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିର ନାଟ ମଣ୍ଡପରେ ହେବ ବ୍ୟାରିକେଡ୍ October 8, 2024 Nirvay ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ରାମ୍ପ ଓ ବ୍ୟାରିକେଡ୍ ବ୍ୟବସ୍ଥା ହେବ। ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ବୈଠକ ହୋଇଥିବା ବେଳେ ଏ ନେଇ ସୂଚନା ଦେଇଛନ୍ତି। ଓବିସିସି…
ତାଜା ଖବର ରାଜ୍ୟ ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମ ଶୁଭାରମ୍ଭ October 8, 2024 Nirvay ଓଡ଼ିଶାର ନକ୍ସଲ ପ୍ରଭାବିତ ଅଞ୍ଚଳର ସାମଗ୍ରିକ ବିକାଶ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଆଜି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅନୁଯାୟୀ, ଏଲଡବ୍ଲୁଇ ଦ୍ୱାରା ପ୍ରଭାବିତ ୧୦ଟି ଜିଲ୍ଲାରେ ସରକାରୀ ଯୋଜନାଗୁଡିକର ଶତପ୍ରତିଶତ କାର୍ଯ୍ୟକାରିତା ସୁନିଶ୍ଚିତ…
ତାଜା ଖବର ରାଜ୍ୟ ସୋସିଆଲ ମିଡିଆରେ ପ୍ରଚାରିତ ମିଥ୍ୟା ଖବରରେ ଭ୍ରମିତ ନହେବାକୁ ସରକାରଙ୍କ ଅନୁରୋଧ October 7, 2024 Nirvay ସୁଭଦ୍ରା ଯୋଜନାକୁ ନେଇ ସୋସିଆଲ ମିଡିଆରେ ପ୍ରଚାରିତ ମିଥ୍ୟା ଖବରରେ ଭ୍ରମିତ ନହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି। ତେବେ ଆଜି ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଚଳିତ…
ତାଜା ଖବର ରାଜ୍ୟ ସୁଭଦ୍ରା ଯୋଜନା: ଦ୍ୱିତୀୟ ପର୍ଯ୍ୟାୟରେ ହିତାଧିକାରୀଙ୍କ ଆକାଉଣ୍ଟକୁ ୧ ଟଙ୍କା ଆସିନି October 7, 2024 Nirvay ସୁଭଦ୍ରା ଯୋଜନାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆଜି ହିତାଧିକାରୀଙ୍କ ଆକାଉଣ୍ଟକୁ ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ପାଇଁ ଟ୍ରାଏଲ ବେସିସରେ ୧ ଟଙ୍କା ଆସିଛି ବୋଲି କୁହାଯାଉଥିଲା। ତେବେ ସୂଚନା ଓ ଲୋକସମ୍ପର୍କ ବିଭାଗ ସ୍ପଷ୍ଟ କରିଛି…
ତାଜା ଖବର ରାଜ୍ୟ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ୧ କୋଟି ଛୁଇଁଲା October 7, 2024 Nirvay ଆଜି ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କରକମଳରେ ଶୁଭାରମ୍ଭ କରାଯାଇଥିବା ଯୁଗାନ୍ତକାରୀ “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ…
ତାଜା ଖବର ରାଜ୍ୟ ମା’ ସମଲେଇଙ୍କ ପୀଠରେ କାମ ନକରି ପୋଷ୍ଟର ଲଗାଇ ବାହାବା ନେବାକୁ ଚେଷ୍ଟା କରୁଛି ବିଜେପି: ବିଜେଡି October 7, 2024 Nirvay ରାଜ୍ୟରେ ଥିବା ବିଜେପି ସରକାର ଏକ କପି ପେଷ୍ଟ ସରକାର ଓ କେବଳ ନବୀନ ସରକାରଙ୍କ ଅମଳରେ ହୋଇଥିବା କାର୍ଯ୍ୟକୁ ବା ଯୋଜନାଗୁଡିକୁ ନାମ ଓ ରଙ୍ଗ ପରିବର୍ତ୍ତନ କରି ଚଳାଉଛନ୍ତି ବୋଲି ବିଜେଡି ତରଫରୁ ଅଭିଯୋଗ କରାଯାଉଛି। ବିଜୁ ଜନତା…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ତେଲ ଜଳସେଚନ ଡିଭିଜନର ନିର୍ବାହୀ ଯନ୍ତ୍ରୀ October 7, 2024 Nirvay ସୋନପୁର ଜିଲ୍ଲା ତେଲ ଜଳସେଚନ ଡିଭିଜନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢୀ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଜଣେ ଠିକାଦାରଙ୍କ ବିଲ କରାଇଦେବା ପାଇଁ ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି। ଠିକାଦାର ଦେବରଞ୍ଜନ ତ୍ରିପାଠୀ ବିଲ କରାଇଦେବା ପାଇଁ ଶ୍ରୀ…
ତାଜା ଖବର ରାଜ୍ୟ ମୁଖାଗ୍ନି ଦେବା ବେଳେ ଜୁଇରୁ ଉଠିଗଲେ ମୃତ ବ୍ୟକ୍ତି October 7, 2024 Nirvay ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୁଣାକଟକର ରବି ବେହେରା ଆଜି ଘରେ ଅସୁସ୍ଥ ହୋଇପଡ଼ିଥିଲେ। ଘର ଲୋକ ତୁରନ୍ତ ତାଙ୍କୁ ପୁରୁଣାକଟକ ମେଡିକାଲ ନେଇଥିଲେ ହେଁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା…