Author: Nirvay

ଜଗନ୍ନାଥ ପ୍ରଧାନଙ୍କୁ ନେଇ ସସ୍ପେନ୍ସ ଜାରି

ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ହେବା ଏବଂ ଦଳରୁ ବହିସ୍କୃତ ହେବା ନେଇ ସସପେନ୍ସ ଲାଗି ରହିଛି । ଜଗନ୍ନାଥ ବୁଧବାର ବିଜେପି ରାଜ୍ୟ ମୁଖ୍ୟାଳୟରେ ପହଞ୍ଚି ପାର୍ଟିର…

ପୁରୀରେ ପରିଶ୍ରା ପାଇଁ ୫୦ ଟଙ୍କା, ଶୌଚ ପାଇଁ ୮୦ ଟଙ୍କା

ପୁରୀ ରଥଯାତ୍ରା ସମୟରେ ‘ସ୍ୱଚ୍ଛ ଓଡ଼ିଶା, ବିକଶିତ ଓଡ଼ିଶା’ ଅଭିଯାନରେ ଶ୍ରଦ୍ଧାଳୁ ଏବଂ ଭକ୍ତଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଉଠା ଶୌଚାଳୟ କରିଛନ୍ତି ରାଜ୍ୟ ସରକାର । ପୁରୀରେ ଉଠା ଟଏଲେଟ ପକେଇ ସେଥିରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫୋଟୋ…

ପୁରୀ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଆଜି ପୁରୀ ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସେବାୟତମାନଙ୍କ ସହ ଏକ ସ୍ୱତନ୍ତ୍ର ବୈଠକରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ରଥଯାତ୍ରାର ସମସ୍ତ ନୀତିକାନ୍ତି ସୂଚାରୁ ରୂପେ ନିର୍ବାହ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇ…

ପୁରୀରେ ସୁରକ୍ଷା ସମୀକ୍ଷା ବୈଠକର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଗସ୍ତ କରି ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାର ଅବଶିଷ୍ଟ କାର୍ଯ୍ୟକ୍ରମ – ବାହୁଡ଼ା, ସୁନାବେଶ ଓ ନିଳାଦ୍ରୀବିଜେ ଭଳି ତିନିଟି ବଡ଼ ପର୍ବ ଗୁଡ଼ିକର ଆୟୋଜନକୁ ସୁବ୍ୟବସ୍ଥିତ…

ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ପଞ୍ଚମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ କରିବା ଘଟଣାରେ ଗତକାଲି ପୋଲିସ ତିନି ଜଣଙ୍କୁ ଗିରଫ କରିଥିବାବେଳେ ଆଜି ଆଉ ଦୁଇଜଣଙ୍କୁ ଗିରଫ କରିଛି । ବିଜେପି କର୍ପୋରେଟର ଜୀବନ ରାଉତ, ରଶ୍ମୀ ମହାପାତ୍ର ଏବଂ…

ଜୁଲାଇ ୧୧ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍‌ଗେ

ଆସନ୍ତା ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ । ଏନେଇ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଜି ସୂଚନା ଦେଇଛନ୍ତି । ପୂର୍ବରୁ ଜୁଲାଇ…

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ବିଭାଗ ଯୁଗ୍ମ ନିର୍ଦ୍ଦେଶକ; ୫୭ ଏକର ଜମି ଠାବ

ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ୍‌ କରିଛି । ଭୁବନେଶ୍ୱର, କଳାହାଣ୍ଡି ଓ ନବରଙ୍ଗପୁର ସମେତ ଦୟାନିଧିଙ୍କ ୮ ଟି ଠିକଣାରେ…

ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ

ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…

ବିଏମ୍‌ସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ

ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ…

ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ ସୂଚନା । ଆଜି ଇ-କେଓ୍ବାଇସି ଯାଞ୍ଚ କରିବାର ଶେଷ ତାରିଖ ରହିଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଯେଉଁ ହିତାଧିକାରୀ e-KYC କରି ନାହାନ୍ତି,…