Author: Nirvay

ଜୁଲାଇ ୧ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ବର୍ଷା ଋତୁ ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଜୁଲାଇ ୧ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ଜୁଲାଇ ପହିଲାରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ବନ୍ଦ ରହିବ ଅଭୟାରଣ୍ୟ । ଏନେଇ ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ତେବେ…

ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି

ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ । ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ ପରେ ଆଜିଠୁ ଆରମ୍ଭ ହୋଇଛି ଆଡ଼ପ ଦର୍ଶନ । ଆଜି ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଦେବ ଏବଂ…

ଅନ୍ତର୍ଜାତୀୟ ସ୍ପେଶ ସେଣ୍ଟରରୁ ମୋଦିଙ୍କ ସହ କଥା ହେଲେ ମହାକାଶଚାରୀ ଶୁଭାଂଶୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଭାରତୀୟ ମହାକାଶଚାରୀ ତଥା ଗୃପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ତାଙ୍କ ସହିତ କଥା ହୋଇ ମହାକାଶରେ ଭାରତର ଗୌରବ ବଢ଼ାଇଥିବାରୁ ତାଙ୍କୁ ଶୁଭକାମନା…

ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଗୌତମ ଆଦାନୀ

ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ…

ଆସନ୍ତାକାଲିଠୁ ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ

କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା…

ରଥଯାତ୍ରାକୁ ନେଇ ମିଛ ପ୍ରଚାର କରୁଥିବା ବ୍ୟକ୍ତିମାନଙ୍କୁ ମହାପ୍ରଭୁ ସଦ୍‌ବୁଦ୍ଧି ଦିଅନ୍ତୁ: ଅନୀଲ ବିଶ୍ୱାଳ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଶାନ୍ତିପୂର୍ଣ୍ଣଭାବେ ଆନନ୍ଦ ଉତ୍ସାହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । କିନ୍ତୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ଅଭ୍ୟାସଗତ ଭାବେ ମିଛ ରାଜନୀତି କରି ସ୍ୱାର୍ଥ ହାସଲ ପାଇଁ ମନଗଢ଼ା ବିବୃତି ଦେଉଛନ୍ତି । ଏହା ଅତ୍ୟନ୍ତ…

ପିପିଲିରେ ୩ ଯୁବତୀଙ୍କ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ ଜିଲ୍ଲା ପିପିଲି ନିକଟରେ ଶନିବାର ଏକ ମମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ତିନି ଜଣ ଯୁବତୀଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଲେଖାଏଁ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୌତମ ଆଦାନୀ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ, ଆଦାନୀ ଗ୍ରୁପ ଅଧ୍ୟକ୍ଷ ତଥା ବିଶିଷ୍ଠ ଶିଳ୍ପପତି ଗୌତମ ଆଦାନୀ ଆଜି ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚି ସପରିବାର ସହ ରଥ ଉପରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ଗୌତମ ଆଦାନୀ ଶରଧାବାଲିରେ ତାଙ୍କ ପତ୍ନୀ ପ୍ରୀତି ଆଦାନୀ…

RAW ବିଭାଗର ମୁଖ୍ୟ ହେଲେ ପରାଗ ଜୈନ

ଶନିବାର ଦିନ ବରିଷ୍ଠ ଆଇପିଏସ୍ ଅଧିକାରୀ ପରାଗ ଜୈନଙ୍କୁ ଗୁଇନ୍ଦା ସଂସ୍ଥାର ମୁଖ୍ୟ ଭାବେ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର । ୧୯୮୯ ବ୍ୟାଚ୍ ର ପଞ୍ଜାବ କ୍ୟାଡରର IPS ଅଧିକାରୀ ହେଉଛନ୍ତି ପରାଗ ଜୈନ । ସେ ଜୁଲାଇ ପହିଲାରୁ…

ଆଉ ନାହାନ୍ତି ‘ବିଗ୍ ବସ୍ ୧୩’ ଫେମ୍ ଶେଫାଳି ଜରିୱାଲା

ଆଉ ନାହାନ୍ତି ‘ବିଗ୍ ବସ୍ – ୧୩’ ଫେମ୍ ତଥା ବଲିଉଡ ଅଭିନେତ୍ରୀ ଶେଫାଲି ଜରିୱାଲା । ୪୨ ବର୍ଷ ବୟସରେ ହୃଦଘାତରେ ତାଙ୍କର ପରଲୋକ ହୋଇଛି । ଶୁକ୍ରବାର ବିଳମ୍ବିତ ରାତିରେ ସେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କ ସ୍ୱାମୀ…