ରାଜ୍ୟ ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର July 10, 2024 Nirvay ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ସର୍ବନିମ୍ନ ମଜୁରୀ ବୃଦ୍ଧି ନେଇ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିଲା। ଅଣକୁଶଳୀ ମଜୁରୀ ୩୫ରୁ…
ରାଜ୍ୟ ଚିଲିକାରେ ପକ୍ଷୀ ଶିକାର ବେଧଡ଼କ ଜାରି July 10, 2024 Nirvay ଚିଲିକାରେ ବେଧଡ଼କ ପକ୍ଷୀ ଶିକାର ଜାରି ରହିଛି। ଏବେ ପୁଣି ଭୁଷଣ୍ଡପୁର ନିକଟରୁ ୧୮ ବିଦେଶୀ ପକ୍ଷୀଙ୍କ ମୃତଦେହ ଜବତ ହୋଇଛି। ଏହି ୧୮ ବିଦେଶୀ ମୃତ ପକ୍ଷୀ ଉଦ୍ଧାର ସହ ଜଣେ ଶିକାରୀଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ବିଧାରପୁର…
ରାଜ୍ୟ ଆଡ଼ପ ବିଜେ ଅଘଟଣ: ତାରା ବାହିନୀପତିଙ୍କ ପ୍ରତିକ୍ରିୟା July 10, 2024 Nirvay କାଲି ଶ୍ରୀଜୀଉଙ୍କ ଆଡ଼ପ ବିଜେ ସମୟରେ ବଡ଼ଠାକୁର ଛାତ୍ରମାଲ୍ରୁ ପଡିଯାଇଥିଲେ। ଏହି ଘଟଣାରେ ଆଜି ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି। ଘଟଣାକୁ ରାଜ୍ୟ ସରକାର ସାମାନ୍ୟ କହିବା ଅତ୍ୟନ୍ତ ନିନ୍ଦନୀୟ। ରାଜ୍ୟ ସରକାରଙ୍କ ପାଇଁ ଘଟଣା ସାମାନ୍ୟ ହୋଇପାରେ,…
ରାଜ୍ୟ ବ୍ରହ୍ମପୁର ସିଜିଏସଟି ଅଫିସରେ ସିବିଆଇ ଚଢ଼ଉ July 10, 2024 Nirvay ବ୍ରହ୍ମପୁର ଅନନ୍ତନଗରସ୍ଥିତ ସିଜିଏସ୍ଟି ଅଫିସରେ ଚଢ଼ାଉ କରିଛି ସିବିଆଇ। ଲାଞ୍ଚ କାରବାର ଅଭିଯୋଗ ହୋଇଥିଲା। ଠିକାଦାରଙ୍କ ଟଙ୍କା ଫେରସ୍ତ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ। ଏ ନେଇ ୧୫ ଜଣିଆ ଟିମ ଚଢ଼ାଉ କରିଛି।
ରାଜ୍ୟ ବଡ଼ଠାକୁର ପଡ଼ିଯିବା ଘଟଣାରେ ସରକାରଙ୍କୁ ଘେରିଲା ବିଜେଡି July 10, 2024 Nirvay କାଲି ଆଡ଼ପ ପହଣ୍ଡି ବିଜେ ବେଳେ ଖସିପଡ଼ିଲେ ବଡ଼ଠାକୁର ବଳଭଦ୍ର। ଏହି ବିଭ୍ରାଟ ପାଇଁ ଆଜି ସରକାରଙ୍କୁ ଘେରିଛି ବିଜେଡି। ଏଭଳି ଅଘଟଣ ପାଇଁ ସମସ୍ତେ ବ୍ୟଥିତ, ଦୁଃଖିତ ଓ ମର୍ମାହତ ବୋଲି କହିଛନ୍ତି ବିଜେଡି ନେତ୍ରୀ ସୁଲୋଚନା ଦାସ। ଏଭଳି…
ରାଜ୍ୟ ଆଡ଼ପ ମଣ୍ଡପ ଅଘଟଣ: ରିପୋର୍ଟ ଦେଲେ ଆଇନମନ୍ତ୍ରୀ July 10, 2024 Nirvay କାଲି ଆଡ଼ପ ପହଣ୍ଡି ବିଜେ ବେଳେ ବଡ଼ ଅଘଟଣ ଘଟିଥିଲା। ଝୁଙ୍କି ପଡ଼ିଥିଲେ ପ୍ରଭୁ ବଳଭଦ୍ର। ଏହି ଅଘଟଣ ପରେ ତୁରନ୍ତ ସ୍ଥିତି ସମୀକ୍ଷା କରି ରିପୋର୍ଟ ପ୍ରଦାନ କରିବାକୁ ଆଇନମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାର…
ରାଜ୍ୟ ଚାଲିଛି ଦ୍ୱିତୀୟ କ୍ୟାବିନେଟ ବୈଠକ July 10, 2024 Nirvay ଆଜି ଚାଲିଛି ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ହେଉଛି। ବଜେଟ ଆଗତ ପୂର୍ବରୁ ଏହି ବୈଠକ ବସୁଛି । ତେଣୁ ଅନେକ ପ୍ରସଙ୍ଗ ଉପରେ କ୍ୟାବିନେଟ ମୋହର ବାଜିପାରେ। ମୁଖ୍ୟମନ୍ତ୍ରୀ ଭାବେ…
ରାଜ୍ୟ ଆଡ଼ପ ପହଣ୍ଡି ଅଘଟଣ: ଦୁଃଖ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ July 9, 2024 Nirvay ଆଡ଼ପ ମଣ୍ଡପ ବିଜେ ବେଳେ ତଳକୁ ଖସିପଡିଲେ ପ୍ରଭୁ ବଳଭଦ୍ର। ୭ ଜଣ ସେବାୟତ ଆହତ ହୋଇଛନ୍ତି। ଏ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଆଡ଼ପ ମଣ୍ଡପ ବିଜେ ପହଣ୍ଡି ସମୟରେ ବଡ଼ ଠାକୁରଙ୍କ ଚାରମାଳରେ…
ରାଜ୍ୟ ଆଡ଼ପ ପହଣ୍ଡି ବିଭ୍ରାଟ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ July 9, 2024 Nirvay ଆଡ଼ପ ମଣ୍ଡପ ବିଜେ ବେଳେ ତଳକୁ ଖସିପଡିଲେ ମହାପ୍ରଭୁ ବଳଭଦ୍ର। ୭ ଜଣ ସେବାୟତ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଇନ ମନ୍ତ୍ରୀଙ୍କୁ ତୁରନ୍ତ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ…
ରାଜ୍ୟ ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ ଯୋଜନା July 9, 2024 Nirvay ଓଡ଼ିଶାରେ ପିଏମ୍ ଶ୍ରୀ ଯୋଜନା (ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ) କାର୍ଯ୍ୟକାରୀ ହେବ। ସେଥିପାଇଁ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। କେନ୍ଦ୍ର ସରକାର,…