ରାଜ୍ୟ ଜୁଲାଇ ୨ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା June 26, 2025 Nirvay ଆଞ୍ଚଳିକ ପାଣିପାଗ ବିଭାଗ ଜୁଲାଇ ୨ ଯାଏଁ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉପକୂଳ ଓଡିଶା ଓ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ…
ରାଜ୍ୟ ଆଜ୍ଞାମାଳ ଆସିବା ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ June 26, 2025 Nirvay ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ରାତି ପାହିଲେ ରତ୍ନସିଂହାସନରୁ ଓହ୍ଲାଇ ଆସିବେ ଚତୁର୍ଦ୍ଧାବିଗ୍ରହ । ଆଜି ଆଷାଢ଼ ଶୁକ୍ଲପକ୍ଷ ପ୍ରତିପଦା ତିଥିରେ, ରଥରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ଭକ୍ତି ପରିବେଶ ମଧ୍ୟରେ ଆଜ୍ଞାମାଳ ବିଜେ ପରେ ଦକ୍ଷିଣ…
ରାଜ୍ୟ ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ନରେନ୍ଦ୍ର ମୋଦି June 26, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ଏବଂ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ନବୀନ ସୁସ୍ଥ ହେବା ପରେ…
ରାଜ୍ୟ କରଞ୍ଜିଆ ଥାନା ଅଞ୍ଚଳରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ June 25, 2025 Nirvay ରାଜ୍ୟରେ ଥମୁନି ଦୁଷ୍କର୍ମ ଘଟଣା । ଗଞ୍ଜାମ ଜିଲ୍ଲା ପରେ ମୟୁରଭଞ୍ଜ ରେ ଗଣଦୁଷ୍କର୍ମ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ, ସମ୍ପର୍କୀୟଙ୍କ…
ରାଜ୍ୟ ୩ଟି ପ୍ରାଇଭେଟ ବ୍ୟାଙ୍କ ସହ ସରକାରୀ କାରବାର ବନ୍ଦ ନିଷ୍ପତ୍ତିର ୭୨ ଘଣ୍ଟା ମଧ୍ୟରେ ନିଜ ଛେପ ନିଜେ ଢୋକିଲେ ବିଜେପି ସରକାର: ବିଜେଡି June 25, 2025 Nirvay ୩ଟି ପ୍ରାଇଭେଟ ବ୍ୟାଙ୍କର ପ୍ରଦର୍ଶନ ନିରୁତ୍ସାଜନକ କହିଥିବା ରାଜ୍ୟ ସରକାର ୭୨ ଘଣ୍ଟା ମଧ୍ୟରେ ନିଜ ଛେପ ନିଜେ ଢୋକି ପୁଣି ନିଷ୍ପତ୍ତି ବଦଳାଇବା କାହା ସ୍ୱାର୍ଥର ବୋଲି ବିଜେଡି ପ୍ରଶ୍ନ କରିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ…
ରାଜନୀତି ରାଜ୍ୟ ବ୍ରହ୍ମପୁର ନାବାଳିକା ଦୁଷ୍କର୍ମ ଘଟଣା: ବିଜେପି ନେତାଙ୍କ କୁତ୍ସିତ ଚେହେରା ପଦାକୁ ଆସିଲା କହିଲା ବିଜେଡି June 25, 2025 Nirvay ରାଜ୍ୟରେ ନାରୀ ନିର୍ୟ୍ୟାତନା ଓ ଦୁଷ୍କର୍ମ ଘଟଣା ଉଦବେଗଜନକ ଭାବେ ବୃଦ୍ଧି ହେଉଥିବା ବେଳେ ବ୍ରହ୍ମପୁରରେ ଜଣେ ପୂର୍ବତନ ବିଜେପି ନଗର ସଭାପତିଙ୍କ ଦ୍ୱାରା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ନାବାଳିକାକୁ ନିଶା ଦେଇ ଦୁଷ୍କର୍ମ କରିବା ଘଟଣାରେ, ବିଜୁ ଜନତା ଦଳ…
ରାଜ୍ୟ ଗତ ୧୦ ବର୍ଷର ଆଉଟସୋର୍ସିଂ ତଥ୍ୟ ମାଗିଲେ ମୁଖ୍ୟମନ୍ତ୍ରୀ June 25, 2025 Nirvay ଗତ ୧୦ ବର୍ଷର ଫାଇଲ୍ ଖୋଜି ଇଞ୍ଜିନିୟରିଂ କାମ କରୁଥିବା ଆଉଟ୍ସୋର୍ସିଂ ସଂସ୍ଥାକୁ ଠାବ କରିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେଉଁ ବିଭାଗ କେଉଁ ବେସରକାରୀ ସଂସ୍ଥାକୁ…
ଦେଶ ରାଜନୀତି ରାଜ୍ୟ ନାରୀ ନିର୍ଯାତନା ପ୍ରସଙ୍ଗରେ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟିର କୋହଭରା ମନ୍ତବ୍ୟ June 24, 2025 Nirvay ନିକଟରେ ଓଡ଼ିଶାରେ ଘଟିଥିବା କିଛି ଗଣଦୁଷ୍କର୍ମ ପୀଡ଼ିତାଙ୍କ ଦୁଃଖ ଜାଣିବାକୁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ର ତଥ୍ୟ ଅନୁଧ୍ୟାନକାରୀ କମିଟିର ସଭ୍ୟାମାନେ ତିନିଦିନ ସଂପୃକ୍ତ ଘଟଣାସ୍ଥଳଗୁଡ଼ିକୁ ଯାଇ ପୀଡ଼ିତାମାନଙ୍କ ପରିବାର, ଗ୍ରାମବାସୀ, ସ୍ଥାନୀୟ ନେତୃତ୍ୱ, ପୋଲିସ ଓ ଜିଲ୍ଲା…
ଦେଶ ରାଜ୍ୟ ଯୁଦ୍ଧ ପ୍ରଭାବିତ ଇସ୍ରାଏଲରୁ ଫେରିଲେ ଓଡ଼ିଆ ଛାତ୍ରଛାତ୍ରୀ June 24, 2025 Nirvay ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଦୃଷ୍ଟିରେ ରଖି ଆରମ୍ଭ ହୋଇଥିବା ‘ଅପରେସନ ସିନ୍ଧୁ’ ଜରିଆରେ ଯୁଦ୍ଧ ପ୍ରଭାବିତ ଇସ୍ରାଏଲରୁ ଓଡ଼ିଆ ଛାତ୍ରଛାତ୍ରୀ ଦିଲ୍ଲୀ ଫେରିଛନ୍ତି । ସୁରକ୍ଷିତ ଭାବେ ଦିଲ୍ଲୀରେ ପହଞ୍ଚିଥିବା ପରେ ସେମାନେ ଭାରତ, ଇସ୍ରାଏଲ ଓ…
ଦେଶ ଜୁଲାଇ ୧ ତାରିଖରୁ ମହଙ୍ଗା ହେବ ଟ୍ରେନ୍ ଯାତ୍ରା June 24, 2025 Nirvay ରେଳଯାତ୍ରୀଙ୍କ ପାଇଁ ବଡ଼ ଖବର । ଭାରତୀୟ ରେଳବାଇ, ଆସନ୍ତା ଜୁଲାଇ ୧ ତାରିଖରୁ ଯାତ୍ରୀବାହୀ ଟ୍ରେନ ଭଡା ସାମାନ୍ୟ ବୃଦ୍ଧି କରିବାକୁ ଯାଉଛି । ଦୂର ଯାତ୍ରା କରୁଥିବା ଯାତ୍ରୀଙ୍କ କ୍ଲାସ୍ ଓ ଦୂରତା ଅନୁଯାୟୀ ଭଡ଼ା ବୃଦ୍ଧି କରାଯିବ…