Author: Nirvay

୨୨ରୁ ସପ୍ତଦଶ ବିଧାନସଭା ଅଧିବେଶନ

ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବ। ୨୫ ତାରିଖରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍‌। ଏହା ମଧ୍ୟରେ ଅଗଷ୍ଟ ୧ରୁ ୧୯…

୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତ ସୂଚୀ ଚୂଡ଼ାନ୍ତ ହୋଇଛି। ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଏକାଧିକ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି। ଜୁଲାଇ ୬ ତାରିଖରେ ଭୁବନେଶ୍ୱରସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ…

ମୁଖ୍ୟମନ୍ତ୍ରୀ-ସଚିବ ବୈଠକ: ନିର୍ବାଚନ ପ୍ରତିଶୃତି ପାଳନ ଉପରେ ଗୁରୁତ୍ବ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଖାରବେଳ ଭବନଠାରେ ସମସ୍ତ ସଚିବମାନଙ୍କ ସହ ବୈଠକରେ ଯୋଗଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶୃତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ରଥଯାତ୍ରାରେ ସାମିଲ ହେବାକୁ ନବୀନଙ୍କୁ ନିମନ୍ତ୍ରଣ

ଆସନ୍ତା ୭ ଓ ୮ ତାରିଖ ଦୁଇଦିନ ଧରି ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରାରେ ସାମିଲ ହୋଇ ମହାପ୍ରଭୁଙ୍କ ଆଶିଷ ଲାଭ କରିବାକୁ ପୂର୍ବତନ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ ମଣ୍ଡଳୀ । ରାଜ୍ଯସଭା ସାଂସଦ ଶୁଭାଶିଷ…

ଓଡ଼ିଶାର କିଛି ଅଲଗା ପ୍ରସଙ୍ଗ: ସର୍ପ ଦଂଶନ, ବଜ୍ରପାତ, ମଣିଷ-ପଶୁ ଲଢ଼େଇ

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବ୍ୟାପକ ପଦକ୍ଷେପ ନେବା ଜରୁରୀ। ପ୍ରତିବର୍ଷ ସର୍ପ ଦଂଶନ, ବଜ୍ରପାତ, ମଣିଷ-ପଶୁ ଲଢ଼େଇ ଓ ଅନ୍ୟାନ୍ୟ ଦୈବୀ ଦୁର୍ବିପାକରେ ଅନେକ ଲୋକଙ୍କ ପ୍ରାଣହାନୀ ହେଉଛି। ପୂର୍ବରୁ ସରକାରରେ ଥିବା ବେଳେ ନବୀନ ବାବୁ ଉତ୍ତମ ବିପର୍ଯ୍ୟୟ ପରିଚାଳନା…

୭ ଓ ୮ରେ ପ୍ରବଳ ବର୍ଷା

ଆସନ୍ତା ୭ ଓ ୮ ତାରିଖରେ ରଥଯାତ୍ରା ହେବାକୁ ଥିବା ବେଳେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୭ରେ ପ୍ରବଳ, ୮ରେ ହାଲୁକାରୁ ମଧ୍ୟମ ବର୍ଷା ନେଇ ସୂଚନା। ପୁରୀକୁ ବି ପ୍ରବଳ ବର୍ଷା ହେବା…

ଅଗଷ୍ଟ ୧୧ରେ NEET-PG ପରୀକ୍ଷା

ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ NEET-PG ପରୀକ୍ଷା ପାଇଁ ମେଡିକାଲ ସାଇନ୍ସ ଜାତୀୟ ପରୀକ୍ଷା ବୋର୍ଡ ତାରିଖ ଘୋଷଣା କରିଛି। ଅଗଷ୍ଟ ୧୧ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଦୁଇଟି ସିଫ୍ଟରେ ପରୀକ୍ଷା ହେବ ବୋଲି ଏଜେନ୍ସି ପକ୍ଷରୁ…

ସୁରେନ୍ଦ୍ରନାଥଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପରଲୋକରେ ବରିଷ୍ଠ ନେତା, ପୂର୍ବତନ ବିଧାୟକ, ମନ୍ତ୍ରୀ ତଥା ପୂର୍ବତନ ଉପ-ବାଚସ୍ପତି ସୁରେନ୍ଦ୍ରନାଥ ନାୟକ । ତାଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି…

ଖୋଲା ହେବ ରତ୍ନ ଭଣ୍ଡାର? ସବୁ ସେ କାଳିଆର ଇଛା!

ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ଵନିୟନ୍ତା । ତାଙ୍କ ଇଛା ବିନା ଗଛରୁ ପତ୍ରଟିଏ ବି ହଲେନି। ମହାପ୍ରଭୁଙ୍କ ନାଁରେ ଅପପ୍ରଚାର ଓ ଗୁଜବ ସୃଷ୍ଟି କରି କେହି ବର୍ତ୍ତି ଯାଇପାରିବେନି। ରତ୍ନଭଣ୍ଡାର ଖୋଲିବା ନେଇ ଯେତେ ବୈଠକ ଓ…

ରତ୍ନଭଣ୍ଡାର ପ୍ରସଙ୍ଗ: ପ୍ରମିଳାଙ୍କୁ ଜବାବ ଦେଲେ ପୃଥ୍ୱୀରାଜ

ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରମିଳା ମଲ୍ଲିକଙ୍କୁ କଡ଼ା ଜବାବ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ଦ ଉଦ୍ଦେଶ୍ୟ ରଖି ପୂର୍ବ କମିଟି ଭଙ୍ଗାଗଲା ବୋଲି କହିଥିଲେ ପ୍ରମିଳା ମଲ୍ଲିକ। ସେମାନେ ଖାଲି ଭୁଆଁ ବୁଲେଇବେ ବୋଲି କହିଥିଲେ ବିରୋଧୀ ଦଳ ମୁଖ୍ୟ…