Author: Nirvay

ଅକ୍ଟୋବର ୯ରେ ଆସିବ ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଦ୍ବିତୀୟ ପର୍ଯ୍ୟାୟ ପ୍ରଥମ ‘ସୁଭଦ୍ରା’ କିସ୍ତି ଟଙ୍କା ଅକ୍ଟୋବର ୯ ତାରିଖରେ ଆସିବ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଦେଇଛନ୍ତି। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିସ୍ତି ଟଙ୍କା ପ୍ରଦାନ କରିବେ। ୪୦ ଲକ୍ଷରୁ…

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ ସ୍ଥଗିତ; ସ୍ବାସ୍ଥ୍ୟସେବା ସ୍ୱାଭାବିକ

ସାରା ରାଜ୍ୟରେ ପ୍ରାୟ ୨୫ ହଜାରରୁ ଊର୍ଦ୍ଧ୍ବ ନର୍ସିଂ କର୍ମଚାରୀ ୧୦ ଦଫା ଦାବି ନେଇ ଆନ୍ଦୋଳନରେ ବସିଥିଲେ। ୪ ଦିନ ଧରି ଆନ୍ଦୋଳନ ଯୋଗୁଁ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବ୍ୟାହତ ହୋଇଥିଲା। ତେବେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଶନିବାର ଆଲୋଚନା…

ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ

ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ ହୋଇଛନ୍ତି। ଟେରାମ୍‌- ଗୁଡୁମ୍‌ ଗାଁ ଜଙ୍ଗଲରେ ଆଇଇଡି ବିସ୍ଫୋରଣ ହୋଇଛି। ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଆଇଇଡି ଖଞ୍ଜିଥିଲେ। ଚିତ୍ରାଗେଲୁର କେରିପୁ କ୍ୟାମ୍ପରୁ ଯବାନମାନେ ଆଇଇଡି ନିଷ୍କ୍ରିୟ ପାଇଁ ଯିବାବେଳେ ବିସ୍ଫୋରଣ…

ଓଡ଼ିଶାରେ ଶିକ୍ଷକଙ୍କ ନିଯୁକ୍ତି କେବଳ ଶିକ୍ଷାବିତ୍‌ ହିଁ କରିବେ: ସୂର୍ଯ୍ୟବଂଶୀ ସୂରଜ

ଉଚ୍ଚଶିକ୍ଷା କ୍ଷେତ୍ରରେ ପୂର୍ବ ସରକାରଙ୍କ ଦ୍ୱାରା ଅଣାଯାଇଥିବା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ -୨୦୨୦ରେ ସଂଶୋଧନ ଆଣିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପାଇବା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ…

ଓଡ଼ିଶାରେ ପ୍ରତିଷ୍ଠା ହେବ ନ୍ୟାସନାଲ ଫରେନ୍ସିକ ସାଇନ୍ସ ୟୁନିଭର୍ସିଟିର କ୍ୟାମ୍ପସ

ଓଡିଶାରେ ‘ନ୍ୟାସନାଲ ଫରେନ୍ସିକ ସାଇନ୍ସ ୟୁନିଭର୍ସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ସୋସିଆଲ ମିଡିଆ ପୋଷ୍ଟରୁ ଉତ୍ତେଜନା; ଆକ୍ରମଣରେ ୨ ପୋଲିସ ଅଧିକାରୀ ଆହତ

ଭଦ୍ରକ ପୁରୁଣାବଜାର ଥାନା ସନ୍ଥିଆ ନିକଟରେ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନାମୂଳକ ପରିସ୍ଥିତି ଉପୁଜିଛି। ମହମ୍ମଦଙ୍କ ବିରୋଧରେ ଏକ ପୋଷ୍ଟକୁ ନେଇ ପୂର୍ଣ୍ଣବଜାରର ମୁସଲିମ ଯୁବଗୋଷ୍ଠୀ ରାସ୍ତା ଅବରୋଧ କରିଥିଲେ। ଏଥିସହ ସେମାନେ ଦୋଷୀଙ୍କ ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ କରିବା…

ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦର ବାର୍ଷିକୋତ୍ସବ; ବିକାଶ କ୍ଷେତ୍ରରେ ପାତରଅନ୍ତରକୁ ବରଦାସ୍ତ କରାଯିବନି

ଦକ୍ଷିଣ ଓଡ଼ିଶାର ସାମଗ୍ରୀକ ବିକାଶ ପାଇଁ ଆଜକୁ ୨୦ବର୍ଷ ହେଲା ଏକମାତ୍ର ପଞ୍ଜିକୃତ ସଂଗଠନ ‘ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ’ ତୃଣମୂଳସ୍ତରରୁ ରାଜଧାନୀ ଭୁବନେଶ୍ୱର ଯାଏଁ ୭ ଜିଲ୍ଲା ପାଇଁ କାର୍ଯ୍ୟ କରିଆସୁଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି…

ଜିଲ୍ଲାପାଳ ସମ୍ମିଳନୀ; ଲୋକଙ୍କୁ ତ୍ୱରିତ ସେବା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଆଜି ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଯାଇଛି । ସମ୍ମିଳନୀରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିଜ ଅନୁଭୁତି ଓ ଅଭିଜ୍ଞତାରୁ ପ୍ରଶାସନିକ ସ୍ତରରେ…

ପୂର୍ବ ସରକାରରେ ମୋତେ ଥାନାରେ ଗେଟ୍‌ ଆଉଟ୍‌ କହିଥିଲେ ଆଇଆଇସି: ମୋହନ ମାଝୀ

ବିରୋଧୀ ଦଳ ନେତା ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବ ସରକାରରେ ଥାନାଧିକାରୀ ଅତି କଠୋର ବ୍ୟବହାର କରିଥିଲେ। ବିରୋଧୀ ଦଳ ନେତା ଭାବେ ଏକ ଅଭିଯୋଗ ନେଇ ଥାନାକୁ ଯାଇଥିବା କହିଲେ। ଆଇଆଇସି ଅଭିଯୋଗ ଶୁଣିବା ପୂର୍ବରୁ…