ତାଜା ଖବର ରାଜ୍ୟ ମେଜରଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ September 18, 2024 Nirvay ଭରତପୁର ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ ହୋଇଛନ୍ତି। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଡିଜିପି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ…
ତାଜା ଖବର ରାଜ୍ୟ ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ ବାବୁ September 17, 2024 Nirvay ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଶ୍ରୀ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ…
ତାଜା ଖବର ରାଜ୍ୟ ନାଲକୋର ପରବର୍ତ୍ତୀ ସିଏମଡି ହେବେ ବ୍ରିଜେନ୍ଦ୍ର ପ୍ରତାପ ସିଂହ September 17, 2024 Nirvay ପବ୍ଲିକ ଏଣ୍ଟରପ୍ରାଇଜ୍ ସିଲେକ୍ସନ ବୋର୍ଡ (ପିଇଏସବି) ମଙ୍ଗଳବାର ବ୍ରିଜେନ୍ଦ୍ର ପ୍ରତାପ ସିଂହଙ୍କୁ ନ୍ୟାସନାଲ ଆଲୁମିନିୟମ କମ୍ପାନି ଲିମିଟେଡ୍ (ନାଲକୋ)ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ (ସିଏମଡି) ପଦ ପାଇଁ ମନୋନୀତ କରିଛି। ଏହି ପଦବୀ ପାଇଁ ସମୁଦାୟ ୬ ଜଣଙ୍କ ଇଣ୍ଟରଭିୟୁ…
ତାଜା ଖବର ରାଜ୍ୟ ଇଞ୍ଜିନିୟରିଂ କଲେଜରେ ଛାତ୍ର ମୃତ୍ୟୁ ଘଟଣା: ନିରପେକ୍ଷ ତଦନ୍ତ ପାଇଁ ରାଜଭବନର ଅନୁରୋଧ September 17, 2024 Nirvay ଭୁବନେଶ୍ୱରସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଝାଡ଼ଖଣ୍ଡ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନିରପେକ୍ଷ ତଦନ୍ତ ପାଇଁ ରାଜଭବନ ପକ୍ଷରୁ ଦାବି କରାଯାଇଛି। ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି। ତୁରନ୍ତ ତଦନ୍ତ କରି କଡା କାର୍ଯ୍ୟାନୁଷ୍ଠାନ…
ତାଜା ଖବର ରାଜ୍ୟ ପୂର୍ବତନ ରାଜ୍ୟପାଳଙ୍କୁ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କଲେ September 17, 2024 Nirvay ଅସୁସ୍ଥତା ଯୋଗୁଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନା ନେଇ ବିଜେଡିକୁ ବିଜେପିର କଡ଼ା ଜବାବ September 17, 2024 Nirvay ସୁଭଦ୍ରା ଯୋଜନା ନେଇ ବିଜେଡ଼ିକୁ କଡା ଜବାବ ଦେଇଛନ୍ତି ବିଜେପି ମୁଖପାତ୍ର ବିରଞ୍ଚି ତ୍ରିପାଠୀ। ସୁଭଦ୍ରା ନାଁରେ ବିଜେପିର ଓଡ଼ିଶାର ମହିଳାଙ୍କୁ ଭଣ୍ଡାଇବା ସହ ତାଙ୍କ ଭାବାବେଗ ସହ ଖେଳୁଛି ଓ କିସ୍ତି ଆକାରରେ ଏତେ କମ ଟଙ୍କା ମିଳୁଥିବାରୁ ଏଥିରେ…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଆଦର କରନ୍ତି ପ୍ରଧାନମନ୍ତ୍ରୀ September 17, 2024 Nirvay ଚଳିତ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଶପଥ ଗ୍ରହଣ କରିଥିବା ବେଳେ ଓଡ଼ିଶାରେ ବିଜେପି ପ୍ରଥମ ଥର ପାଇଁ ସରକାର ଗଠନ କରିଛି। ବିଜେପି ଜନଜାତିଙ୍କୁ ପ୍ରାଧାନ୍ୟ ଦେଇ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ…
ତାଜା ଖବର ରାଜ୍ୟ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ September 17, 2024 Nirvay ଜନତା ମଇଦାନରୁ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ବୋଧନ ଦେଇଛନ୍ତି। ଓଡ଼ିଶାରେ ବିକାଶ ପାଇଁ ସବୁ ଅଛି ବୋଲି ମୋଦି କହିଛନ୍ତି। ଓଡ଼ିଶାରେ କଣ ନାହିଁ ବୋଲି ପଚାରିଲେ ପ୍ରଧାନମନ୍ତ୍ରୀ। ଓଡ଼ିଶାରେ ସବୁ ପ୍ରକାର ସଂପଦ ଭରପୁର ହୋଇରହିଛି। ଗତ ୧୦…
ତାଜା ଖବର ରାଜ୍ୟ ଭୁବନେଶ୍ୱର ଗାଡ଼କଣରେ ପ୍ରଧାନମନ୍ତ୍ରୀ ମୋଦି September 17, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଭବ୍ୟ ସ୍ୱାଗତ କରିଛନ୍ତି। ପରେ ଗାଡ଼କଣ ବସ୍ତି ଅଭିମୁଖେ ବାହାରିଛନ୍ତି। ସେଠାରେ ଲୋକଙ୍କୁ ପିଏମ ଆଅବସ କିସ୍ତି ବାଣ୍ଟିବା ସହ…
ତାଜା ଖବର ଦେଶ ରାଜ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ September 17, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିଠି ଲେଖି ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ଶୁଭେଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ଲେଖିଛନ୍ତି, ଆପଣଙ୍କ ଦୁରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଦେଶ ଆଜି ବିକଶିତ…