ରାଜ୍ୟ ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କାରଣରୁ ୧୧ ଜଣ ମିଲରଙ୍କୁ ଜିଲ୍ଲା ପ୍ରଶାସନର କାରଣ ଦର୍ଶାଅ ନୋଟିସ January 23, 2025 Nirvay ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର…
ଦେଶ ବିଶ୍ୱ ଓସ୍କାର-୨୦୨୫ ନୋମିନେସନରେ ସ୍ଥାନ ପାଇଲା ‘ଅନୁଜା’ January 23, 2025 Nirvay ଆଜି ସମ୍ମାନଜନକ ଓସ୍କାର-୨୦୨୫ ପାଇଁ ଶ୍ରେଷ୍ଠ ଚଳଚ୍ଚିତ୍ରଠାରୁ ଶ୍ରେଷ୍ଠ ନିର୍ଦ୍ଦେଶକ ପର୍ଯ୍ୟନ୍ତ ଅନେକ ବର୍ଗରେ ନୋମିନେସନ ତାଲିକା ପ୍ରକାଶ ପାଇଛି । ଗୁନୀତ ମୋଙ୍ଗା ଓ ପ୍ରିୟଙ୍କା ଚୋପ୍ରା ପ୍ରଯୋଜିତ ଆମେରିକୀୟ-ହିନ୍ଦୀଭାଷୀ ସର୍ଟ ଫିଲ୍ମ ‘ଅନୁଜା’ ଶ୍ରେଷ୍ଠ ଲାଇଭ୍ ଆକ୍ସନ ସର୍ଟ…
ରାଜ୍ୟ ରାଜ୍ୟରେ ପ୍ରତିଷ୍ଠା ହେବ ହାଇ ଇମ୍ପାକ୍ଟ ସେମି କଣ୍ଡକ୍ଟର କାରଖାନା January 23, 2025 Nirvay ଓଡିଶାକୁ ବଡ ଆଇଟି ହବରେ ପରିଣତ କରାଯିବ । ରାଜ୍ୟରେ ପ୍ରତିଷ୍ଠା ହେବ ହାଇ ଇମ୍ପାକ୍ଟ ସେମି କଣ୍ଡକ୍ଟର କାରଖାନା । ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ । RiR କମ୍ପାନୀ ଏହା ପ୍ରତିଷ୍ଠା କରିବ ।…
ରାଜ୍ୟ ଗଠନ ହେଲା ଷଷ୍ଠ ଅର୍ଥ କମିଶନ; ଅବସରପ୍ରାପ୍ତ ଆଇଏଏସ୍ ଅରୁଣ ପଣ୍ଡା ହେଲେ ଅଧ୍ୟକ୍ଷ January 22, 2025 Nirvay ରାଜ୍ୟ ସରକାର ଆଜି ଷଷ୍ଠ ଅର୍ଥ ଆୟୋଗର ଗଠନ କରିଛନ୍ତି । ଏହି ୫ଜଣ ସଦସ୍ୟ ବିଶିଷ୍ଟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି । ଆୟୋଗର ଅନ୍ୟ ସଦସ୍ୟମାନେ ହେଉଛନ୍ତି…
ଦେଶ ରାଜ୍ୟ ନୂଆପଡା ସୀମାନ୍ତରେ ହୋଇଥିବା ଏନ୍କାଉଣ୍ଟରରେ ମାଓବାଦୀଙ୍କ ମୃତ୍ୟୁସଂଖ୍ୟା ୧୬କୁ ବୃଦ୍ଧି January 22, 2025 Nirvay ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଆଉ ୨ ମାଓବାଦୀଙ୍କ ମୃତଦେହ ମିଳିଛି । ମିଳିଥିବା ସୂଚନା ଅନୁଯାୟୀ ଜଣେ ପୁରୁଷ ଓ ଜଣେ ମହିଳା ମାଓବାଦୀଙ୍କ ମୃତଦେହ ମିଳିଛି । ଏହା ସହିତ ଏନ୍କାଉଣ୍ଟରରେ…
ରାଜନୀତି ରାଜ୍ୟ ରାଜ୍ୟ ସରକାର ଧାନ କିଣାରେ ମିଲର ମାଲିକଙ୍କ ରାଜୁତି ଶେଷ କରିଦେଇଥିବାରୁ ବିଜେଡି ଛାନିଆ: ବିଜେପି January 22, 2025 Nirvay ଧାନ କିଣାରେ ରାଜ୍ୟ ସରକାର ମିଲର ମାଲିକଙ୍କ ରାଜୁତି ଖତମ କରିଦେଇଥିବାରୁ ଛାନିଆ ହୋଇଯାଇଛି ବିଜେଡି । ଏହାପରେ ଧାନ କିଣା ପ୍ରକ୍ରିୟା ଫେଲ କରାଇବା ପାଇଁ ମିଲରମାଲିକଙ୍କୁ ଆୟୁଧ କରି ଯେଉଁସବୁ ହୀନ ଉପାୟ କରୁଥିଲା ତାହା ପଦାରେ ପଡ଼ିଯାଇଛି…
ରାଜନୀତି ରାଜ୍ୟ କଣାସରେ ଡାଇରିଆ ଜନିତ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି January 22, 2025 Nirvay ପୁରୀ ଜିଲ୍ଲା, କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବା ଓ ଏଥିରେ ଲୋକଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି । ଏକ ସାମ୍ବାଦିକ ସମ୍ମିଳନୀରେ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମା…
ରାଜ୍ୟ ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ; ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ January 22, 2025 Nirvay ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ସେହି ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆଜିର କ୍ୟାବିନେଟ୍ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ…
ଖେଳ ରାଜ୍ୟ ବାରବାଟୀରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ January 22, 2025 Nirvay ଆସନ୍ତା ଫେବୃୟାରୀ ୯ ତାରିଖରେ କଟକସ୍ଥିତ ବାରବାଟୀ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବାକୁଥିବା ଭାରତ ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓସିଏରୁ ଆଜି ପ୍ରଥମ ଟିକେଟ କିଣିଛନ୍ତି । ସୂଚନାଯୋଗ୍ୟ ଯେ ଓଡ଼ିଶା କ୍ରିକେଟ୍…
ରାଜ୍ୟ ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ୧୫୭ ଜଣ ପୁରୁଷ January 22, 2025 Nirvay ସୁଭଦ୍ରା ଯୋଜନାରେ ଆସିଲା ସାଙ୍ଘାତିକ ତଥ୍ୟ । ସର୍ଟିଂ ବେଳେ ମିଳିଥିବା ତଥ୍ୟ ଅନୁଯାୟୀ, ମହିଳାଙ୍କ ପାଇଁ ହୋଇଥିବା ଏହି ଯୋଜନାରେ ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି । ଆଧାର କାର୍ଡର ବ୍ୟାଙ୍କ ଲିଂକେଜ ଡାଟା ଆସିବା ପରେ ଏହା…