Author: Nirvay

ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ମାନଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ

ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି ।…

ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ ବୃଦ୍ଧି

ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ (Supplementary Nutrition Programme) ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…

ପି.ଏମ ପୋଷଣ ଯୋଜନାରେ କାମ କରୁଥିବା ପାଚକ, ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।…

ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ରର ଶୁଭ ଉଦଘାଟନ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ର ର ଉଦ୍‌ଘାଟନ କରିଛନ୍ତି । ଏଠାରେ କର୍କଟ ରୋଗୀଙ୍କ ପାଇଁ ୧୧୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଓ…

ଫେବୃଆରୀ ୧୩ ରୁ ବିଧାନସଭା ବଜେଟ ଅଧିବେଶନ, ୧୭ ରେ ବଜେଟ୍ ଉପସ୍ଥାପନ

ଆସନ୍ତା ଫେବୃଆରୀ ୧୩ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣ ହେବ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି…

ସାନଖେମୁଣ୍ଡି ବ୍ଲକ ଅଫିସକୁ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟକୁ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ କରାଯାଇଛି । ବ୍ଲକ କାର୍ଯ୍ୟାଳୟରେ ଥିବା ହିସାବ ଅଧିକାରୀଙ୍କ ପ୍ରକୋଷ୍ଠ ସମ୍ମୁଖରେ ବଡ଼ ବଡ଼ ଅକ୍ଷରରେ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ ଲେଖାଯାଇଛି । ପୋଷ୍ଟରରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସ୍ଵାକ୍ଷର…

ବରଗଡ଼ରେ ଯୁବତୀ ଅପହରଣ ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୋଲିସ

ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ ଏବଂ ହତ୍ୟା ଉଦ୍ୟମ ଘଟଣାରେ ମୁଖ୍ୟ ଅଭିଯୁକ୍ତ ରାକେଶ ଡନସେନାକୁ ଆଜି ପୋଲିସ ଗିରଫ କରିଛି । ଟିଟିଲାଗଡ଼ ରେଲୱେ ଷ୍ଟେସନରୁ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ଦେଲେ ଉତ୍ତରାଞ୍ଚଳ ଆଇଜି…

ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇ ଘରକୁ ଫେରିଲେ ସୈଫ

ସୈଫଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର । ୫ ଦିନର ଚିକିତ୍ସା ପରେ ମୁମ୍ବାଇ ଲୀଳାବତୀ ହସ୍ପିଟାଲରୁ ଆଜି ଡିସ୍‌ଚାର୍ଜ ହୋଇ ନିଜ ମୁମ୍ବାଇର ବାନ୍ଦ୍ରା ସ୍ଥିତ ଘରକୁ ଫେରିଛନ୍ତି ସୈଫ୍ ଅଲ୍ଲୀ ଖାନ୍ । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ନଥିବା…

ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଡୋନାଲ୍ଡ ଟ୍ରମ୍ପ

ଆଜି ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେଲେ ଡୋନାଲ୍ଡ ଟ୍ରମ୍ପ୍‌ । ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବେ ସେ ଶପଥ ଗ୍ରହଣ କରିଛନ୍ତି । ଏହି ଅବସରରେ ଆମେରିକାର ଉପରାଷ୍ଟ୍ରପତି ଭାବେ ଜେଡି ଭେନ୍ସ ମଧ୍ୟ…

କଣାସରେ ବ୍ୟାପୁଛି ଛାଡାବାନ୍ତି, ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି

ବିଷ ପାଲଟିଛି ପୁରୀ ଜିଲ୍ଲା, କଣାସ ଅଞ୍ଚଳର ଦୟାନଦୀ ଜଳ । ଝାଡାବାନ୍ତି ବ୍ୟାପି କଣାସ ଅଞ୍ଚଳର ୬ ପଞ୍ଚାୟତରେ ବ୍ୟାପିଛି ଝାଡ଼ାବାନ୍ତି । ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆକ୍ରାନ୍ତ ହୋଇ ବିଭିନ୍ନ ମେଡ଼ିକାଲରେ ଚିକିତ୍ସା ହେଉଛନ୍ତି…