Author: Nirvay

କୋଲକାତା ଲଜ୍ଜା: ସନ୍ଦୀପ ଓ ଅଭିଜିତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ସିବିଆଇ

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ରେ ଗିରଫ ହୋଇଥିବା ପୂର୍ବତନ ଆର୍ ଜି କର ମେଡିକାଲ କଲେଜ ଓ ହସ୍ପିଟାଲର ଅଧ୍ୟକ୍ଷ ସନ୍ଦୀପ ଘୋଷ ଏବଂ ତାଲା ଥାନାର ପୂର୍ବତନ ଥାନାଧିକାରୀ ଅଭିଜିତ ମଣ୍ଡଳଙ୍କୁ ୩ ଦିନିଆ…

ମୋଦିଙ୍କ ସୁରକ୍ଷାରେ ୮୧ ପ୍ଲାଟୁନ୍‌ ଫୋର୍ସ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ଏ ନେଇ ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ୧୧…

ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁଁ ଦେଶରେ ବିକାଶର ନୂଆ ଲହରୀ ଆରମ୍ଭ ହୋଇଛି: ମୁଖ୍ୟମନ୍ତ୍ରୀ

ମୋର ପ୍ରିୟ ଭାଇ ଭଉଣୀମାନେ ତଥା ବ୍ରହ୍ମପୁର ସହରର ମୋର ବନ୍ଧୁମାନଙ୍କୁ ଆଜିର ଏହି ଶୁଭ ଅବସରରେ ଅନେକ ଶୁଭେଚ୍ଛା । ଆଜି ଆମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ…

୨ ଦିନରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ କେଜ୍ରିୱାଲ୍

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ଅରବିନ୍ଦ କେଜ୍ରିୱାଲ୍। ୨ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ବୋଲି କହିଛନ୍ତି। ୬ ମାସ ପରେ ଜେଲରୁ ବାହାରିବା ପରେ ଦିଲ୍ଲୀର ଏକ ସାଧାରଣ ସଭାରେ କେଜ୍ରିୱାଲ ଏଭଳି ଘୋଷଣା କରିଛନ୍ତି। ସେ ଅଗ୍ନି…

ବ୍ରହ୍ମପୁରରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍

ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ ହୋଇଥିବା ବେଳେ ବ୍ରହ୍ମପୁର ଷ୍ଟେସନରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡ଼ିଲା। ଭର୍ଚ୍ଚୁଆଲ୍‌ ମୋଡ଼ରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ସେଥିମଧ୍ୟରୁ ଓଡ଼ିଶାରେ ୨ଟି…

ସୁଭଦ୍ରା ବାବଦରେ ପରୀକ୍ଷାମୂଳକ ଭାବେ ଆକାଉଣ୍ଟକୁ ଗଲା ୧ ଟଙ୍କା

ସୁଭଦ୍ରା ଯୋଜନାରେ ଏପର୍ଯ୍ୟନ୍ତ ୬୦ ଲକ୍ଷ ମହିଳା ପଞ୍ଜୀକରଣ କରିଛନ୍ତି। ଆଜି ପରୀକ୍ଷାମୂଳକ ଭାବେ ଆକାଉଣ୍ଟକୁ ୧ ଟଙ୍କା ଯାଇଛି। ବାକି ୪ ହଜାର ୯୯୯ଟଙ୍କା ୧୭ ତାରିଖରେ ଆକାଉଣ୍ଟକୁ ଯିବ। ବାଲିଅନ୍ତାର ଭକ୍ତିମୟୀ ମହାନ୍ତିଙ୍କ ଆକାଉଣ୍ଟକୁ ୧ ଟଙ୍କା ଯାଇଛି।…

ବ୍ରହ୍ମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ବ୍ରହ୍ମପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର କେସି ହାଇସ୍କୁଲ ଖେଳପଡ଼ିଆରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ସେଠାରେ ମୁଖ୍ୟମନ୍ତ୍ରୀ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ । ବ୍ରହ୍ମପୁର-ଟାଟାନଗର, ହାୱାଡ଼ା-ରାଉରକେଲାକୁ ଗଡ଼ିବ ବନ୍ଦେ…

କାର୍ଯ୍ୟରେ ଅବହେଳା: ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ

ବାରିପଦା ଜିଲ୍ଲାରେ ଶିକ୍ଷା ବ୍ୟବସ୍ଥା ଭୁଶୁଡିଛି। ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ଶିକ୍ଷକଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ବେଳେ ଅନେକ ସ୍ଥାନରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ବାରିପଦା ଜିଲ୍ଲାରେ। ଜିଲ୍ଲାରେ କାର୍ଯ୍ୟରେ ଅବହେଳା ନେଇ ୪…

କୋଲକାତା ଲଜ୍ଜା; ସଞ୍ଜୟ ରାୟଙ୍କ ନାର୍କୋ ଟେଷ୍ଟ ଆବେଦନ ଖାରଜ

ବହୁ ଚର୍ଚ୍ଚିତ ଅଭୟାକାଣ୍ଡକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଞ୍ଜୟ ରାୟଙ୍କ ନାର୍କୋ ଟେଷ୍ଟ ଆବେଦନ କୋର୍ଟରେ ଖାରଜ ହୋଇଛି। କୋର୍ଟ କୋଲକାତା ଆରଜି କର ମେଡିକାଲ ହସ୍ପିଟାଲର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ଅଭିଯୁକ୍ତ…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ନୂଆହତା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ପଶି କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ ହୋଇଥିବା ସୂଚନା…