Author: Nirvay

ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ହେଲେ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସାଡର

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା “ଏକତା” କୁ ଉଦ୍ଘାଟନ କରି ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ଏକ ବର୍ଷ ପାଇଁ ଓଡିଶା ହସ୍ତତନ୍ତର…

ରାହୁଲଙ୍କ ‘ଭୋଟ୍‌ ଚୋରି’ ଅଭିଯୋଗ ପରେ କର୍ଣ୍ଣାଟକ ସିଇଓଙ୍କ ନୋଟିସ

କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଅଭିଯୋଗ ପରେ କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ରାହୁଲ ଗାନ୍ଧୀଙ୍କୁ ଏକ ନୋଟିସ ଦେଇ ଭୋଟର ତାଲିକାରେ ହେରଫେର ଅଭିଯୋଗ ଉପରେ ଏକ ସତ୍ୟପାଠ ମାଗିଛନ୍ତି ।…

କେନ୍ଦ୍ରାପଡ଼ା ଛାତ୍ରୀ ଆତ୍ମାହୂତି ଘଟଣାରେ ଚିନ୍ତା ପ୍ରକଟ କଲେ ନବୀନ ପଟ୍ଟନାୟକ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇର ଆଉ ଜଣେ ଛାତ୍ରୀ ନ୍ୟାୟ ପାଇଁ ନିବେଦନ କରିବା ପରେ ହତାଶ ହୋଇ ଆତ୍ମାହୂତି ଦେଇଥିବା ଘଟଣାରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରରକୁ ସମବେଦନା ଜଣାଇବା ସହିତ…

ପୂର୍ବତନ ମନ୍ତ୍ରୀ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମନମୋହନ ସାମଲ

ଖଣ୍ଡପଡା ରାଜା, ପୂର୍ବତନ ମନ୍ତ୍ରୀ, ପୂର୍ବତନ ଉପ ବାଚସ୍ପତି ତଥା ପୂର୍ବତନ ବିଧାୟକ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରିଛନ୍ତି । ଜଣେ ପରୋପକାରୀ ନେତା ରୂପେ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ…

ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

ଆଖି ବୁଜିଲେ ଖଣ୍ଡପଡ଼ା ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ । ପୂର୍ବତନ ଓଡ଼ିଶାର ମନ୍ତ୍ରୀ, ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ଏବଂ ତିନିଥର ବିଧାୟକ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ହୋଇଛି । ହୃଦଜନିତ ସମସ୍ୟା ଯୋଗୁ ଡାକ୍ତରଖାନାରେ…

ଏକାଠି ହୋଇ ନାରୀଙ୍କୁ ସୁରକ୍ଷା ଦେବ ନାରୀ ନ୍ୟାୟ ବାହିନୀ

ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଏବଂ ଅପରାଧୀଙ୍କୁ ଗିରଫ ନ କରିବା ଆଦି ବିଷୟକୁ ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆଜି ସ୍ଥାନୀୟ ବୁଦ୍ଧ ମନ୍ଦିର ଠାରେ ନାରୀ ନ୍ୟାୟ ବାହିନୀ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀର ଆୟୋଜନ କରିଥିଲେ…

ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କ୍ରିୟତା ପାଇଁ ଜଳୁଛି ଛାତ୍ରୀଙ୍କ ଜୀବନ: ବିଜେଡି

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ଏବଂ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡ଼ା ପଞ୍ଚାୟତରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ କିରୋସିନ…

କେନ୍ଦ୍ରାପଡ଼ା ଘଟଣାରେ ଗଠିତ ହେଲା ପିସିସି ଅନୁଧ୍ୟାନ କମିଟି

ରାଜ୍ୟରେ ନାରୀ ନିର୍ଯାତନା ଅଣାୟତ୍ତ ହୋଇଥିବା ବେଳେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡ଼ପଡ଼ା ଗ୍ରାମପଞ୍ଚାୟତର କାଠିଆପଡ଼ା ଗ୍ରାମରେ ଆଉ ଏକ ଅଭାବନୀୟ ଘଟଣା ଘଟିଛି । ପୁରୁଷ ବନ୍ଧୁଙ୍କ ଅମାନବୀୟ ନିର୍ଯାତନା ବିରୋଧରେ ଅଭିଯୋଗ ସତ୍ତ୍ୱେ…

ଭାରତ ଉପରେ ଆଉ ୨୫% ଟାରିଫ ବୃଦ୍ଧି କଲା ଆମେରିକା

ଆମେରିକା ଏବଂ ଭାରତ ମଧ୍ୟରେ ବାଣିଜ୍ୟ ସମ୍ପର୍କରେ ଏକ ବଡ଼ ଝଟକା ଲାଗିଛି । ପୂର୍ବରୁ ଆମେରିକା ଭାରତୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଟାରିଫ ଲାଗୁ କରିଥିବାବେଳେ ଆଜି ପୁଣି ୨୫% ଟାରିଫ୍ ଲଗାଇଛି ଆମେରିକା । ଏହାକୁ ମିଶାଇ…

ନିଜ ବିଫଳତା ଉପରୁ ନଜର ହଟାଇବାକୁ ଅଫିସ୍ ବିଲ୍ଡିଂ ଗେରୁଆ କରଣ: ବିଜେଡି

ରାଜ୍ୟର ସମସ୍ତ ସରକାରୀ ଅଫିସ, ଉଭୟ ନୂଆ ଓ ପୁରୁଣାକୁ ଗେରୁଆ ରଙ୍ଗ ଦିଆଯିବ ବୋଲି ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ଏକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜୁ ଜନତା ଦଳ ଦୃଢ଼ ସମାଲୋଚନା କରିଛି । ବିଜୁ ଜନତା…