Author: Nirvay

ଖଣ୍ଡଗିରି ମେଳା ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ମନା

ଭୁବନେଶ୍ୱର ଖଣ୍ଡଗିରି ମହୋତ୍ସବରେ ଚଳିତ ବର୍ଷ ହେବନି ଅଶ୍ଳୀଳ ନୃତ୍ୟ । ଏ ବର୍ଷ ଖଣ୍ଡଗିରିରେ ନାଚି ପାରିବେ ନାହିଁ ଆଇଟମ୍‌ ଡ୍ୟାନ୍ସର । ଆଜି ଖଣ୍ଡଗିରି ଯାତ୍ରା କମିଟି ଏବଂ କମିଶନରେଟ ପୁଲିସ ମଧ୍ୟରେ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ

କେନ୍ଦୁଝରର ବିକାଶକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ କେନ୍ଦୁଝର ଜିଲ୍ଲା ଝୁମ୍ପୂରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି । ଏହି ଅବସରରେ ଗଣ ମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…

ଭାରତୀୟ ଖେଳାଳିଙ୍କ ପାଇଁ ବିସିସିଆଇ ଆଣିବ ନୂଆ ନିୟମ

ଅଷ୍ଟ୍ରେଲିଆ ଠାରୁ ପରାଜୟ ପରେ କଠୋର ନିୟମ ଆଣିବାକୁ ଯୋଜନା କରୁଛି ବିସିସିଆଇ (ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ) । ବିସିସିଆଇର ନୂଆ ନିୟମ ଅନୁଯାୟୀ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ସମୟରେ ଖେଳାଳିମାନେ ସେମାନଙ୍କ ସ୍ତ୍ରୀଙ୍କ ସହିତ ରହିପାରିବେ ନାହିଁ । କୌଣସି…

ଆଣ୍ଟି-ଟ୍ୟାଙ୍କ୍‌ ମିସାଇଲ୍‌ ‘ନାଗ-୨’ର ସଫଳ ପରୀକ୍ଷଣ; ଶକ୍ତିଶାଳୀ ହେବ ଭାରତୀୟ ସେନା

ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା । ଭାରତ ଆଜି ସୁରକ୍ଷା ଦୃଷ୍ଟିରୁ ବଡ଼ ସଫଳତା ହାସଲ କରିଛି । ରାଜସ୍ଥାନର ପୋଖରନରୁ ଡିଆରଡିଓ ପକ୍ଷରୁ ଆଣ୍ଟି-ଟ୍ୟାଙ୍କ୍‌ ଗାଇଡେଡ୍‌ କ୍ଷେପଣାସ୍ତ୍ର ‘ନାଗ-୨’ (Nag Mk-2) ର ସଫଳ ପରୀକ୍ଷଣ ହୋଇଛି ।…

“ମିସା” ବନ୍ଦୀମାନଙ୍କୁ ସଂଗ୍ରାମୀ ଆଖ୍ୟା ଦେଇ ସମ୍ମାନ ଜଣାଇଛନ୍ତି ରାଜ୍ୟ ସରକାର: ମନମୋହନ ସାମଲ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାରେ ଜରୁରୀକାଳିନ ପରିସ୍ଥିତି ସମୟରେ ବନ୍ଦୀ ଜୀବନ କଟାଇଥିବା ସଂଗ୍ରାମୀମାନଙ୍କୁ ସମ୍ମାନ ଜଣାଇ ମାସିକ ୨୦,୦୦୦ ଟଙ୍କାର ପେନ୍‌ସନ୍ ରାଶି ପ୍ରଦାନ ସହିତ ସମସ୍ତଙ୍କର ସ୍ୱାସ୍ଥ୍ୟଗତ ଖର୍ଚ୍ଚ ମାଗଣାରେ ଓଡିଶା ସରକାର ବହନ କରିବେ ବୋଲି…

ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତନ ଆଣିବ ଆୟୁଷ୍ମାନ ଯୋଜନା: ମନମୋହନ ସାମଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତତ୍ୱାବଧାନରେ ଆଜି ନୂଆଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ ହେବା ପରେ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରାଯାଇଛି । ବିଜେଡି ସରକାରଙ୍କ ଅସହିଷ୍ଣୁତା କାରଣରୁ ରାଜ୍ୟବାସୀ ପୂର୍ବରୁ ଏହି ଯୋଜନାରୁ…

ଓଡ଼ିଶାରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଲାଗୁ ନେଇ ଦିଲ୍ଲୀରେ ହେବ MOU

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ଦିନ ଦିଲ୍ଲୀ ଗସ୍ତ କରି ରାଜ୍ୟରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଲାଗୁ ନେଇ ଦିଲ୍ଲୀରେ MOU ସ୍ଵାକ୍ଷର କରିବେ । ରାଜ୍ୟ ସରକାର ଓ…

ହାତୀ ପିଠିରେ ବୁଲିଲେ ମୁଖ୍ୟମନ୍ତ୍ରୀ; ବରଗଡ଼ ଧନୁଯାତ୍ରାରେ କଲେ ବଡ଼ ଘୋଷଣା

ବରଗଡ଼ ଧନୁଯାତ୍ରାରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହାତୀ ପିଠିରେ ସବାର ହୋଇ ସହର ପରିକ୍ରମା କରି ସାରିବା ପରେ ବିଶେଷ ଘୋଷଣା କଲେ । 📌 ବରଗଡ଼ ଧନୁଯାତ୍ରା ଅନୁଦାନ ୧୦ ଲକ୍ଷ ଟଙ୍କାରୁ ୧ କୋଟି…

୩ ଦିନରେ ଦେଢ଼ କୋଟିର ବ୍ୟବସାୟ କରିଛି ‘ବୟନିକା’

ପ୍ରବାସୀ ଭାରତୀୟ ଦିବସ ସମାବେଶ ଉପଲକ୍ଷେ ୩ ଦିନରେ ବୟନିକାର ଦେଢ଼ କୋଟିର ବ୍ୟବସାୟ ହୋଇଥିବା ଜଣାପଡ଼ିଛି । ଓଡିଶା ହସ୍ତତନ୍ତର ରୁଚିପୂର୍ଣ୍ଣ ବୁଣାଶୈଳୀ ସହ ବ୍ରହ୍ମା, ବିଷ୍ଣୁ ଓ ମହେଶ୍ୱରଙ୍କ ଝଲକ ପ୍ରବାସୀ ଭାରତୀୟ ମାନଙ୍କୁ ଆକର୍ଷିତ କରିଛି ।…

ମୃତ ସହଦେବ ନାୟକଙ୍କ ୨ ଝିଅଙ୍କ ପାଠପଢ଼ା ଦାୟିତ୍ୱ ନେଲେ ନବୀନ ପଟ୍ଟନାୟକ

ଅସହାୟ ପରିବାରକୁ ସହାୟ ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମୃତ ସଫେଇ କର୍ମଚାରୀ ନେତା ସହଦେବ ନାୟକଙ୍କ ପରିବାରକୁ ସହଯୋଗ ପାଇଁ ପ୍ରତିଶୃତି ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସହଦେବଙ୍କ ପରିବାରକୁ ନବୀନ…