Author: Nirvay

ବରିଷ୍ଠ ସାମ୍ବାଦିକ ଅନୀଲ ପ୍ରସାଦ ମିଶ୍ରଙ୍କ ପରଲୋକ

ବରିଷ୍ଠ ଫଟୋ ଜର୍ନାଲିଷ୍ଟ ତଥା ଇଷ୍ଟର୍ନ ପ୍ରେସ ଏଜେନ୍ସିର ମୁଖ୍ୟ ସମ୍ପାଦକ ଅନୀଲ ପ୍ରସାଦ ମିଶ୍ର(୬୩)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ସେ ଓଡ଼ିଶାରେ ଅନେକ ଫଟୋ ଜର୍ନାଲିଷ୍ଟଙ୍କ ଭବିଷ୍ୟତ ଗଢିଛନ୍ତି। ସେ ଅନେକ ପ୍ରମୁଖ ଖବରକାଗଜ ସହ ମଧ୍ୟ ଜଡିତ…

ଘର ଘର ବୁଲି ପ୍ରତ୍ୟକ୍ଷ ସମ୍ପର୍କ ସ୍ଥାପନା କରି ସଦସ୍ୟ ଗ୍ରହଣ କରିବ ବିଜେପି

ଭାରତୀୟ ଜନତା ପାର୍ଟିର ବିଚାରଧାରା ହିଁ ଦଳକୁ ଅନ୍ୟ ରାଜନୈତିକ ଦଳଠାରୁ ଭିନ୍ନ ବୋଲି ପରିଚୟ ଦେଇଥାଏ। ଦେଶର ପୁନଃନିର୍ମାଣ ପାଇଁ ବିଜେପି ସର୍ବଦା ଉଦ୍ୟମରତ। ସେଥିପାଇଁ ଆସନ୍ତା ସେପ୍ଟେମ୍ବର ୧ରୁ ବିଜେପିର ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ କରାଯିବ। ରାଜ୍ୟରେ…

ଗୋପବନ୍ଧୁ ସାମ୍ବାଦିକ ସ୍ଵାସ୍ଥ୍ଯ ବୀମା ୨୦ ଲକ୍ଷକୁ ବୃଦ୍ଧି ସହ ବାପା-ମା’ଙ୍କୁ ସାମିଲ ଦାବି

ବିଧାନସଭାରେ ସାମ୍ବାଦିକଙ୍କୁ ସୁରକ୍ଷା ଦେବା ପାଇଁ ଦାବି ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ସାମ୍ବାଦିଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ରାଶି ୨୦ ଲକ୍ଷ ଟଙ୍କା କରିବା ସହ ଏଥିରେ ବାପା-ମା’ଙ୍କୁ ସାମିଲ କରିବାକୁ ଦାବି କରିଛନ୍ତି।…

ମୁଁ ସୁସ୍ଥ: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଥିବା ବେଳେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରୀ ଓରାମ ଟ୍ୱିଟ କରି କହିଛନ୍ତି ଡେ଼ଙ୍ଗୁରୁ ସୁସ୍ଥ…

ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଖୋଲିଲା ଆଉ ଏକ ଟନେଲ୍

ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଆଉ ଏକ ଟନେଲ୍ ଖୋଲିଲା । ପୁରୁଣାକଟକରୁ ଛାରିଛକକୁ ସଂଯୋଗ କରୁଥିବା ସିଙ୍ଗାନିବିଡ଼ାରେ ଏହି ଟନେଲ ଖୋଲିଛି। ପୂର୍ବତଟ ରେଳପଥ ସିଇଓଙ୍କ ଉପସ୍ଥିତିରେ ୭ ନମ୍ବର ଟନେଲ ଖୋଲିଛି। ୭ ନମ୍ବର ଟନେଲର ଦୂରତା ପ୍ରାୟ ୨ କିଲୋମିଟର…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା ପରେ ମମତା ମହାନ୍ତଙ୍କ ପ୍ରତିକ୍ରିୟା

ରାଜ୍ୟସଭା ପ୍ରାର୍ଥୀ ଘୋଷଣା ପରେ ପ୍ରତିକ୍ରିୟା ରଖିଛନ୍ତି ମମତା ମହାନ୍ତ। ଟିକେଟ ଦେବା ପାଇଁ ପୂର୍ବରୁ କୌଣସି ପ୍ରତିଶ୍ରୁତି ମିଳିନଥିଲା ବୋଲି କହିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେପିରେ ମିଶିଥିବା କହିଛନ୍ତି। ପୁଣି ରାଜ୍ୟସଭା ଟିକେଟ…

୨୦୨୫ ବାର୍ଷିକ ଯୁକ୍ତ ୨ ପରୀକ୍ଷା ପ୍ରଶ୍ନ ପ୍ୟାଟର୍ଣ୍ଣ ବଦଳିଲା

୨୦୨୫ ବାର୍ଷିକ ଯୁକ୍ତ ୨ ପରୀକ୍ଷା ପାଇଁ ପ୍ରଶ୍ନ ପ୍ୟାଟର୍ଣ୍ଣ ବଦଳିଛି। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନ ପ୍ୟାଟର୍ଣ୍ଣ ବଦଳିଲା। ୨୦୨୩ରେ ରେଜିଷ୍ଟ୍ରୀ କରି ୨୦୨୫ରେ ପରୀକ୍ଷା ଦେବାକୁ ଥିବା ପିଲାଙ୍କ ପ୍ରତି ଲାଗୁ ହେବ। ପିଲାଙ୍କୁ ୮୦+୨୦…

ସଚିବସ୍ତରୀୟ ବୈଠକ; ସମସ୍ତ ବିଭାଗ ଏକ ଟିମ୍‌ ଭାବେ କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ସମସ୍ତ ବିଭାଗୀୟ ସଚିବମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ…

ଡାକ୍ତରଙ୍କ ସୁରକ୍ଷା ପାଇଁ ଟାସ୍କଫୋର୍ସ ଗଠନ କରିବେ ସୁପ୍ରିମକୋର୍ଟ

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଡାକ୍ତରଙ୍କ ସୁରକ୍ଷା ପାଇଁ ଟାସ୍କଫୋର୍ସ ଗଠନ କରିବେ ସୁପ୍ରିମକୋର୍ଟ । ସିନିୟର ଓ ଜୁନିୟର ଡାକ୍ତରଙ୍କ ସୁରକ୍ଷା ପାଇଁ ପରାମର୍ଶ ଦେବ ଟାସ୍କଫୋର୍ସ। ସୁରକ୍ଷା ପାଇଁ ସାରା ଦେଶରେ କି କାର୍ଯ୍ୟପନ୍ଥା ହେବ, ଟାସ୍କଫୋର୍ସ ପରାମର୍ଶ ଦେବ।…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ-ହତ୍ୟା ଘଟଣା; ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦେବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଶୁଣାଣି ବେଳେ ଉଦ୍‌ବେଗ ପ୍ରକାଶ କଲେ ସିଜେଆଇ। ଘଟଣାର ବହୁ ବିଳମ୍ବରେ ଏଫ୍ଆଇଆର୍‌କୁ ନେଇ…