Author: Nirvay

୧୧୫୬ କୋଟି ଟଙ୍କା ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଲକ୍ଷ୍ମଦ୍ୱୀପ କଭାରଟ୍ଟିରେ ୧୧୫୬ କୋଟି ଟଙ୍କା ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ ଭାରତର ପ୍ରତ୍ୟେକ କ୍ଷେତ୍ରରେ ପ୍ରତ୍ୟେକ ନାଗରିକଙ୍କ ଜୀବନକୁ ସହଜ…

ନବୀନଙ୍କ ନୂଆ ବର୍ଷ ଭେଟି: ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି କଲେ ବୃଦ୍ଧି

ଭୁବନେଶ୍ୱର: ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏମକେସିଜି ଗସ୍ତ ବେଳେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଷ୍ଟାଇପେଣ୍ଡର ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ଛାତ୍ରଛାତ୍ରୀଙ୍କ ଅନୁରୋଧକୁ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ…

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯୭ତମ ଜୟନ୍ତୀ ଅବସରରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯୭ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତିର ସୁରକ୍ଷା ପାଇଁ ପଦ୍ମଶ୍ରୀ ଦେବୀ…

କୋଭିଡ ଅପଡେଟ: ପୁଣି ଚିହ୍ନଟ ହେଲେ ୫ ଆକ୍ରାନ୍ତ

ଭୁବନେଶ୍ୱର: ଦେଶରେ ଉପରମୁହାଁ ହେଉଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ ମାମଲା । ଏଥି ମଧ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ…

ମଝି ଚିଲିକାରେ ଫସିଲା ଡଙ୍ଗା; ପଢନ୍ତୁ ପୁରା ଖବର

ବ୍ରହ୍ମଗିରି: ମଝି ଚିଲିକା ଫସିଲା ଡଙ୍ଗା ।ସୂଚନା ଅନୁଯାୟୀ ଯାତ୍ରୀ ବାହି ଡଙ୍ଗାର ମେସିନ ଖରାପ ଯୋଗୁ ଫସି ରହିଥିଲା।ଡଙ୍ଗାରେ ପ୍ରାୟ ୨୫ ଜଣ ଯାତ୍ରୀ ଥିବାବେଳେ ୧୦ଟି ବାଇକ୍ ଥିବା ଜଣାପଡିଛି। ଖବର ଅନୁଯାୟୀ, ଆଜି ସକାଳ ୧୦.୩୦ ମିନିଟ୍‌ରେ…

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ବର୍ତମାନ ମୃତକଙ୍କ ସଂଖ୍ୟା ୨ରେ ପହଞ୍ଚିଛି। ସୂଚନା ଅନୁଯାୟୀ ମୃତକଙ୍କ ଏବେ ପର୍ଯ୍ୟନ୍ତ ପରିଚୟ ମିଳିପାରିନାହିଁ। ଏବେ ବି ଆଉ ୨ ଜଣ…

ଦେଶରେ ବଢ଼ୁଛି JN-1 ମାମଲା, ଜାଣନ୍ତୁ ପୁରା ଖବର

ନୂଆଦିଲ୍ଲୀ:ଦେଶରେ କୋଭିଡ -୧୯ ମାମଲା ସଂଖ୍ୟା ବୃଦ୍ଧି ପାଉଛି । ଏହା ସହିତ, କୋଭିଡ୍‌-୧୯ର ସବ୍‌ଭାରିଆଣ୍ଟ JN-1 ସଂକ୍ରମଣର ମାମଲା ମଧ୍ୟ ବୃଦ୍ଧି ପାଉଛି । ଆଜି JN-1 ମାମଲାର ମୋଟ ସଂଖ୍ୟା ୧୯୬ ରେ ପହଞ୍ଚିଛି । INSACOG ତଥ୍ୟ…

ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ମାମଲା: ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

କଟକ: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡ ମାମଲାରେ ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସି.ବି.ଆଇ. ତଦନ୍ତ ସମ୍ବନ୍ଧୀୟ ସ୍ପଷ୍ଟୀକରଣ ମାଗିଛନ୍ତି । ଉଚ୍ଚ ନ୍ୟାୟାଳୟରେ ଦାଏର ହୋଇଥିବା ଏହି ସମ୍ବନ୍ଧରେ ଏକ ମାମଲାର ଶୁଣାଣି କରି କୋର୍ଟ ରାଜ୍ୟ ସରକାରଙ୍କୁ…

ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରୀଗଡ଼ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଭୂମି ଖିଣ୍ଡା

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ସମେତ ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲା ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ…