ତାଜା ଖବର ମନୋରଞ୍ଜନ Dharmendra Discharged: ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର; ଘରେ ହେବ ଚିକିତ୍ସା November 12, 2025 Nirvay ମୁମ୍ବାଇର ବ୍ରିଚ କ୍ୟାଣ୍ଡେଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କୁ ଆଜି ସକାଳ ୭:୩୦ ରେ ଡିସଚାର୍ଜ କରାଯାଇଛି । ପରିବାର ତାଙ୍କୁ ଘରୋଇ ଚିକିତ୍ସା ଦେବାକୁ ନିଷ୍ପତ୍ତି ନେଇଥିବାରୁ ତାଙ୍କୁ ଘରେ ଚିକିତ୍ସା କରାଯିବ ବୋଲି ବ୍ରିଚ୍…
ରାଜନୀତି ରାଜ୍ୟ Nuapada Bye-Election: ରେକର୍ଡ ମତଦାନ ପାଇଁ ନୂଆପଡାବାସୀଙ୍କୁ ଧନ୍ୟବାଦ ଜଣାଇଲେ ବିଜେପି ସଭାପତି November 12, 2025 Nirvay ଉପନିର୍ବାଚନ ରେ ସକ୍ରିୟ ଅଂଶ ଗ୍ରହଣ କରିଥିବା ଏବଂ ନିର୍ବାଚନ ପ୍ରକ୍ରିୟାରେ ସହଯୋଗ କରିଥିବା ନୂଆପଡ଼ାର ଜନତାଙ୍କୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ବସନ୍ତ…
ରାଜନୀତି ରାଜ୍ୟ Nuapada Bye-Election: ନୂଆପଡ଼ାରେ ରେକର୍ଡ ଭୋଟିଂ;୮୧% ରୁ ଅଧିକ ମତଦାନ November 11, 2025 Nirvay ନୂଆପଡ଼ା ଉପ ନିର୍ବାଚନରେ ଏଥର ରେକର୍ଡ ସଂଖ୍ୟକ ଭୋଟ୍ଦାନ ହୋଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ଭୋଟର ବିବରଣୀ ଅନୁଯାୟୀ ରାତ୍ରି ୧୧ ଟା ବେଳକୁ ନୂଆପଡା ରେ ରେକର୍ଡ ୮୧.୭୨ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି ।…
ଦେଶ Delhi Blast: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ଦିଲ୍ଲୀ ସରକାର November 11, 2025 Nirvay ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣ ଦେଶକୁ ଥରାଇ ଦେଇଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଲାଲକିଲ୍ଲା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ପରିବାରକୁ…
ରାଜନୀତି ରାଜ୍ୟ Nuapada Assembly Bypoll: ଅତି ସମ୍ବେଦଶୀଳ ବୁଥ ରେ ସର୍ବାଧିକ ୯୨.୬୩% ମତଦାନ November 11, 2025 Nirvay ନୂଆପଡାରେ ସାରିଛି ଗଣତନ୍ତ୍ରର ମହାପର୍ବ । ଅତ୍ୟଧିକ ଉତ୍ସାହର ସହିତ ଭୋଟ ଦେଇଛନ୍ତି ଭୋଟର । ନୂଆପଡା ଜିଲ୍ଲା ସୁନାବେଡ଼ାରେ ମାଓପ୍ରବଣ ୮ଟି ବୁଥ୍ ରହିଛି । ସେଇମଧ୍ୟରୁ ଗାତିବେଡା – ୨ ବୁଥ ନମ୍ୱର୍ ୩୨୮ ରେ ମୋଟ ଭୋଟ…
ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ November 11, 2025 Nirvay ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଦିନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ରାଜ୍ୟର ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଆଜି ହେବ ବିଜେପି ପ୍ରାର୍ଥୀ ଜୟ…
ରାଜନୀତି ରାଜ୍ୟ Nuapada Bye-Election: “ଉଚ୍ଚାରଣ ଅହିଂସା, ଆଚରଣ ହିଂସା” – ଗଣତନ୍ତ୍ର ପ୍ରତି ବିପଦ: ଡ.ଯତୀନ ମହାନ୍ତି November 10, 2025 Nirvay ଆଜି ନୂଆପଡା ଏନଏସି ଅଧ୍ୟକ୍ଷଙ୍କ ପୁତୁରା କିଛି ଦଳୀୟ ଗୁଣ୍ଡାଙ୍କ ସହିତ ମିଶି ବିଜେପି କାର୍ଯ୍ୟକର୍ତାଙ୍କୁ ବନ୍ଧୁକ ଦେଖାଇ ମାରି ଦେବାର ଧମକ ଦେବାକୁ ଯେତେ ନିନ୍ଦା କଲେ ମଧ୍ୟ କମ୍ ପଡିବ ବୋଲି ରାଜ୍ୟ ଉପସଭାପତି ଡା.ଯତୀନ ମହାନ୍ତି କହିଛନ୍ତି…
ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ବିଧାନ ସଭା ଆସନକୁ ବିଜେପି ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି: କଂଗ୍ରେସ November 10, 2025 Nirvay ବିଜେପି ନୁଆପଡ଼ା ବିଧାନସଭା ଆସନକୁ ବିଭିନ୍ନ ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି । କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି ବିଜେପି କ୍ୟାରଟ ଓ ଲାଠି ନୀତି ଦେଖାଇ ସ୍ବର୍ଗତ ବିଧାୟକଙ୍କର ପୁତ୍ର ଜୟ…
ରାଜ୍ୟ Delhi Car Blast: ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ November 10, 2025 Nirvay ନୂଆଦିଲ୍ଲୀର ଐତିହାସିକ ସ୍ଥଳୀ ଲାଲକିଲ୍ଲା ନିକଟରେ ଆଜି ସନ୍ଧ୍ୟାରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିବା ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୋଲିସ ଡିଜିଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୁରୀ ସମେତ…
ଖେଳ ଦେଶ ବିଶ୍ୱ ରାଜ୍ୟ Pramod Bhagat bags Triple Gold: ଜାପାନ ପାରା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତଙ୍କୁ ୩ ସ୍ଵର୍ଣ୍ଣ ପଦକ November 10, 2025 Nirvay ଟୋକିଓରେ ଆୟୋଜିତ ଜାପାନ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ତିନିଟି ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ପାରା ବ୍ୟାଡ୍ମିଣ୍ଟନ ଖେଳାଳି ପଦ୍ମଶ୍ରୀ ପ୍ରମୋଦ ଭଗତ ।ନଭେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ଏହି ପ୍ରତିଯୋଗିତାରେ ପ୍ରମୋଦ ଭଗତ ସିଙ୍ଗଲସ, ଡବଲ୍ସ ଏବଂ…