Author: Nirvay

ଶ୍ରୀମନ୍ଦିର ୪ ଦୁଆର ଓ ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗ: ଶ୍ରୀଜଗନ୍ନାଥ ସେନାର ଦାବି

ପୁରୀ: ଶ୍ରୀମନ୍ଦିର ୪ ଦୁଆର ଖୋଲିବା ପ୍ରସଙ୍ଗକୁ ନେଇ ଆଜି ରାଜରାସ୍ତାକୁ ଓହ୍ଲାଉଛନ୍ତି ଶ୍ରୀ ଜଗନ୍ନାଥ ସେନା। ଜଗନ୍ନାଥ ସେନା ପକ୍ଷରୁ ଗତ ୪ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପରି ନେଇଛି ଯେ ରତ୍ନଭଣ୍ଡାରର କେବଳ ଲେଜର ସ୍କାନିଂ ହେବ।…

ସମ୍ବଲପୁର ବୋରଓ୍ବେଲ ଟ୍ରାଜେଡି: କୁନି ଝିଅର ପାଳନ ହେଲା ଏକୋଇଶିଆ

ସମ୍ବଲପୁର: ସମ୍ବଲପୁର ରେଙ୍ଗାଲି ଅଞ୍ଚଳର ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟାକୁ ନେଇ ଏକ ଖବର ସାମ୍ନାକୁ ଆସିଛି। ବୋରୱେଲରୁ ଉଦ୍ଧାର ନବଜାତର ଏକୋଇଶିଆ କରାଗଲା ପାଳନ। ଭିମସାରରେ ମେଡିକାଲ କର୍ତ୍ତୃପକ୍ଷ ଏକୋଇଶିଆ ପାଳନ କଲେ। ଏକୋଇଶିଆରେ ମେଡିକାଲ ଟିମ୍ ସାମିଲ ହୋଇ…

କୋଭିଡ ଅପଡେଟ୍: ରାଜ୍ୟରେ ଆଉ ୨ କୋଭିଡ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା। ତେବେ ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ…

ହାଇଟେକ୍‌ ହସ୍‌ପିଟାଲ୍ ଘଟଣା; ବିସ୍ଫୋରଣରେ ସ୍ୱାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ସ୍ୱାମୀ ପଛେ ଚାଲିଗଲେ ସ୍ତ୍ରୀ । ସ୍ବାମୀଙ୍କ ମୃତ୍ୟୁ ପରେ ଦୁନିଆ ଛାଡି ଯିବାର ନିଷ୍ପତ୍ତି ନେଲେ ସ୍ତ୍ରୀ । ନିକଟରେ ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍‌ପିଟାଲରେ ବିସ୍ଫୋରଣ ଘଟଣା ପ୍ରାଣ ହରାଇଥିଲେ ଦିଲ୍ଲୀପ ସାମନ୍ତରାୟ, ଏବେ ତାଙ୍କ ପତ୍ନୀ…

ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ମେଟ୍ରୋ ଭେଟି; ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ନୂଆବର୍ଷ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବହୁଦିନର ସ୍ୱପ୍ନ ସାକାର ହେବ । ଆଜି ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକ ଅନ୍ତଜାର୍ତୀୟ ବିମାନବନ୍ଦରରୁ ତ୍ରିଶୁଳିଆ…

ପୂର୍ବତନ ମନ୍ତ୍ରୀ ଦାମ ରାଉତଙ୍କ ଉପରୁ ହଟିଲା ବହିଷ୍କୃତ ଆଦେଶ

୨୦୨୪ ନିର୍ବାଚନ ପୂର୍ବରୁ ନବୀନଙ୍କ ବଡ ନିଷ୍ପତ୍ତି । ପୁରୁଣା ସହଯୋଗୀ ଦାମ ରାଉତଙ୍କ ଉପରୁ ବହିଷ୍କାର ଆଦେଶ ହଟାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମୋଦର ରାଉତ । ବ୍ରାହ୍ମଣ ବିବାଦକୁ ନେଇ…

ଆଜି ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ , ୪ବର୍ଷରେ ପ୍ରକଳ୍ପ କାର୍ଯ୍ୟ ଶେଷ ନେଇ ଲକ୍ଷ୍ୟ ଧାର୍ଯ୍ୟ

ଆଜି ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ , ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ . ତ୍ରିଶୂଳିଆ ରତାଗଡ ନୂଆସାହିଠାରେ ଶିଳାନ୍ୟାସ କାର୍ଯ୍ୟକ୍ରମ . ଦିନ ୧୧ଟା ୩୦ରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ . ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ପାଇଁ ଖର୍ଚ୍ଚ…

ନୂଆବର୍ଷର ପ୍ରଥମ ଦିନରେ ଇସ୍ରୋର ଐତିହାସିକ ମିଶନ 

ନୂଆବର୍ଷର ପ୍ରଥମ ଦିନରେ ଇସ୍ରୋର ଐତିହାସିକ ମିଶନ . PSLV-C58 ଜରିଆରେ ‘ଏକ୍ସପୋସାଟ୍‌’ ସାଟେଲାଇଟ୍‌ ଉତ୍‌କ୍ଷେପଣ ହୋଇଛି ଏକ୍ସପୋସାଟ୍‌’ ଓ ୧୦ ଅନ୍ୟ ପେଲୋଡ୍‌ର ବି ଉତ୍‌କ୍ଷେପଣ . ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାରୁ ‘ଏକ୍ସପୋସାଟ୍‌’ର ଉତକ୍ଷେପଣ ହୋଇଛି ବ୍ଲାକ ହୋଲ୍ ଓ ନ୍ୟୁଟ୍ରନ୍…

ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ

ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଥିବାରୁ ରାଜରାଜେଶ୍ୱର ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିପାଇଁ ଆଜି ରାତିସାରା ଶ୍ରୀମନ୍ଦିର ଖୋଲା ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ଟନେଲରେ ଫସିଥିବା ଶ୍ରମିକଙ୍କୁ ମିଳିଲା ଲ୍ୟାଣ୍ଡଫୋନ୍ ବ୍ୟବସ୍ଥା ।

ଟନେଲରେ ଫସିଥିବା ଶ୍ରମିକଙ୍କୁ ମିଳିଲା ଲ୍ୟାଣ୍ଡଫୋନ୍ ବ୍ୟବସ୍ଥା । ବିଏସଏନଏ ପକ୍ଷରୁ ଶ୍ରମିକଙ୍କ ପାଇଁ ଏହି ସୁବିଧା କରାଯାଇଛି । ଟନେଲରେ ଫସିଥିବା ଶ୍ରମିକମାନେ ଯେପରି ନିଜ ପରିବାର ସହ କଥାବାର୍ତା ହୋଇପାରିବେ ସେଥିପାଇଁ ବିଏସଏନଏଲ ଏହି ସୁବିଧା ଯୋଗାଇ ଦେଇଛି…