Author: Nirvay

୫ ବର୍ଷରେ ମାତ୍ର ୩୦ଟି ଶିଳ୍ପ କାର୍ଯ୍ୟକ୍ଷମ

ଗତ ୫ ବର୍ଷରେ ମାତ୍ର ୩୦ଟି ଶିଳ୍ପ କାର୍ଯ୍ୟକ୍ଷମ ହୋଇଥିବା ମନ୍ତ୍ରୀ ବିଧାନସଭାରେ ସୂଚନା ଦେଇଛନ୍ତି । ୫୧୨ ଶିଳ୍ପ ସଂସ୍ଥା ଏମ୍‌ଓୟୁ କରିଥିଲେ । ହେଲେ ସେଥିରୁ ମାତ୍ର ୩୦ଟି କାର୍ଯ୍ୟକ୍ଷମ ହୋଇଛି। ୧୧ ଲକ୍ଷ ୮୫ ହଜାର ୨୮୧…

୨ ଘଣ୍ଟା ୮ ମିନିଟ୍‌ ଧରି ବଜେଟ ପଢ଼ି ମୁଖ୍ୟମନ୍ତ୍ରୀଙ୍କ ସର୍ବକାଳୀନ ରେକର୍ଡ଼

ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ସମୟରେ ସନ୍ଧ୍ୟା ୫ଟାରୁ ୭ଟା ୮ମିନିଟ୍‌ ଯାଏଁ ୨ ଘଣ୍ଟା ୮ ମିନିଟ୍‌ ଧରି ବଜେଟ…

ବିକଶିତ ଓଡ଼ିଶାର ମୂଳଦୁଆ ସ୍ଥାପନ ହେଲା: ମନମୋହନ ସାମଲ

ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ସରକାର ଗଠନ ହେବା ପରେ ଆଜି ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ବଜେଟରେ ରାଜ୍ୟର ସାମଗ୍ରିକ…

ରାଜ୍ୟ ବଜେଟରେ କୌଣସି ନୂତନତ୍ୱ ନାହିଁ: ବିଜେଡି

ବିଜେପି ସରକାରଙ୍କ ଦ୍ବାରା ଆଜି ପ୍ରସ୍ତୁତ କରାଯାଇଥିବା ୨୦୨୪-୨୫ ବର୍ଷ ପାଇଁ ରାଜ୍ୟ ବଜେଟ ଉପରେ ପ୍ରତିକ୍ରିୟା ଦେଇ ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ମିଡ଼ିଆ ସଂଯୋଜକ ପ୍ରତାପ ଜେନା ବଜେଟ ସମ୍ପୂର୍ଣ୍ଣ ନୈରାଶ୍ୟଜନକ…

ଡବଲ ଇଞ୍ଜିନ ସରକାର ଦୁଇଗୁଣ ନିରାଶ କରିଛି: ନବୀନ ପଟ୍ଟନାୟକ

ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଚଳିତ ଆର୍ଥିକ ବର୍ଷ ପାଇଁ ୨,୬୫,୦୦୦ କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ କରିଛନ୍ତି। ଅପରପକ୍ଷରେ ବିଭିନ୍ନ ଯୋଜନାର ନାମ…

ନ୍ୟାୟ ପାଇଲେ ଓଏଏସ ଅଧିକାରୀ ଦେବ ପ୍ରସାଦ ଦାଶ: ହଟିଲା ନିଲମ୍ବନ ଆଦେଶ

ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ମିଳିଲା ନ୍ୟାୟ। ତାଙ୍କ ଉପରୁ ନିଲମ୍ବନ ଆଦେଶ ଉଠାଇଲେ ରାଜ୍ୟ ସରକାର। ନିଲମ୍ବନ ଉଠିବା ପରେ ତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଦାୟିତ୍ଵ ପ୍ରଦାନ…

ମହିଳା ସାମ୍ବାଦିକାଙ୍କ ଆତ୍ମହତ୍ୟା ଘଟଣାରେ ସ୍ୱାମୀ ଗିରଫ

ରାଜଧାନୀରେ ମହିଳା ସାମ୍ୱାଦିକାଙ୍କ ଆତ୍ମହତ୍ୟା ଘଟଣାରେ ବନ୍ଧା ହେଲେ ସ୍ୱାମୀ ଶ୍ରୀଧର ଜେନା। ପୋଲିସ ଗିରଫ କରିବା ସହ ପଚରାଉଚରା ଜାରି ରଖିଛି । ଟ୍ରେନ ଆଗକୁ ଡେଇଁ ଜୀବନ ହାରିଥିଲେ ସାମ୍ବାଦିକା। ବାପୁଜୀନଗର ରେଳ ଧାରଣାରୁ ଖଣ୍ଡବିଖଣ୍ଡିତ ମୃତ ଦେହ…

ଆଜିଠୁ ଭାରତର ପ୍ୟାରିସ୍ ଅଭିଯାନ

ପ୍ୟାରିସ୍‍ ଅଲିମ୍ପିକ୍ସ ୨୦୨୪ରେ ଆଜିଠୁ ଅଭିଯାନ ଆରମ୍ଭ କରିବ ଭାରତ । ଅଲିମ୍ପିକ୍ସ ମହାକୁମ୍ଭ ୨୬ ଜୁଲାଇରେ ଉଦଘାଟନ ହେବାକୁ ଥିବାବେଳେ ଭାରତୀୟ ଖେଳାଳିମାନେ ୨୫ରୁ ଅଭିଯାନ ଆରମ୍ଭ କରିବେ । ଆର୍ଚେରୀ ଟିମ୍‍ ଇଭେଣ୍ଟରୁ ଅଭିଯାନ ଆରମ୍ଭ କରିବ ଭାରତ…

ମହିଳା ସାମ୍ବାଦିକାଙ୍କ ଆତ୍ମହତ୍ୟା

ଶିଶୁ ଭବନ ରେଳ ଓଭରବ୍ରିଜରୁ ଡେଇଁ ବୁଧବାର ଜଣେ ମହିଳା ସାମ୍ବାଦିକା ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାମ ମଧୁସ୍ମିତା ପରିଡ଼ା। ସେ ଭୁବନେଶ୍ବରର ଏକ ୱେବ ଚ୍ୟାନେଲରେ କାମ କରୁଥିଲେ। ମୃତ୍ୟୁ ପୂର୍ବରୁ ଏକ ଭିଡିଓ ଭାଇରଲ ହୋଇଥିଲା। ସୂଚନାଯୋଗ୍ୟ,…

୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ପାଇଁ ଆମ ସରକାର ପ୍ରତିବଦ୍ଧ: ମୁଖ୍ୟମନ୍ତ୍ରୀ

ମାନ୍ୟବର ରାଜ୍ୟପାଳଙ୍କ ଅଭିଭାଷଣ ସଂପର୍କିତ ଧନ୍ୟବାଦ ପ୍ରସ୍ତାବ ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତବ୍ୟ ଦେଇଛନ୍ତି । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ମାନ୍ୟବର ରାଜ୍ୟପାଳଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଓଡିଶାର…