Author: Nirvay

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ସଫେଇ କର୍ମଚାରୀଙ୍କୁ ମିଳିବ ୧୦ ଲକ୍ଷର ଜୀବନବୀମା

ପରିମଳ କର୍ମଚାରୀଙ୍କୁ ସୁରକ୍ଷା, ସମ୍ମାନ ପ୍ରଦାନ ପାଇଁ ଲୋକସେବା ଭବନରେ ଆୟୋଜିତ ‘ଗରିମା’ କାଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ଯେ ପରିମଳ କର୍ମଚାରୀଙ୍କୁ ଏଣିକି ଜୀବନ ବୀମା ମିଳିବ । ସମସ୍ତ ସଫେଇ…

ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ

କୋଟିପତି ଡେପୁଟି ରେଞ୍ଜରଙ୍କୁ ବାନ୍ଧିଲା ପୋଲିସ । ଆୟଠୁ ଅଧିକ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ଡେପୁଟି ରେଞ୍ଜର ନେପାକଙ୍କ ଜୟପୁର ଓ ଭୁବନେଶ୍ୱରର ୫ଟି ଠିକଣାରେ…

ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ କୌଣସି ଆଲୋଚନା ହୋଇନଥିବା କହିଲେ ମନମୋହନ ସାମଲ

ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନଥିବା କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ନୂଆଦିଲ୍ଲୀରୁ ଆଜି ଫେରିବା ପରେ ଭୁବନେଶ୍ୱର ବିମାନ ବନ୍ଦରରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ସାମଲ କହିଛନ୍ତି ଯେ ରାଜ୍ୟର…

ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଆଜି ବାତିଲ କରିଛନ୍ତି । କଟକ ସହରରେ ଜଳବନ୍ଦୀ ପରିସ୍ଥିତି…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ

ପୁରୀ ଜିଲ୍ଲା, ନିମାପଡା ବ୍ଲକ ଅନ୍ତର୍ଗତ ବଳଙ୍ଗାରେ ନାବାଳିକା ପୋଡ଼ି ଘଟଣାରେ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ଅବସ୍ଥାରେ ପୀଡ଼ିତାଙ୍କ ବୟାନ ରେକର୍ଡ ହୋଇଛି । କ୍ରାଇମବ୍ରାଞ୍ଚ ଟିମ୍ ହାତରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଥିବା ସୂଚନା ମିଳିଛି । ପୀଡ଼ିତାଙ୍କ ବୟାନ ସମ୍ପୂର୍ଣ୍ଣ…

ଓଡ଼ିଶାରେ ସମ୍ଭାବ୍ୟ ବନ୍ୟା ମୁକାବିଲା ନେଇ ସରକାରଙ୍କ ବଡ଼ ବୈଠକ

ଓଡ଼ିଶାରେ ସମ୍ଭାବ୍ୟ ବନ୍ୟା ମୁକାବିଲା ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଭୁବନେଶ୍ୱର ରାଜୀବ ଭବନ ସ୍ଥିତ ରାଜ୍ୟ ଜରୁରୀକାଳୀନ କାର୍ଯ୍ୟ କେନ୍ଦ୍ର ସମ୍ମିଳନୀ କକ୍ଷରେ ବନ୍ୟା ସ୍ଥିତିକୁ ନେଇ ସମୀକ୍ଷା ବୈଠକ କରିଛନ୍ତି ।…

ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଦାୟିତ୍ୱ

ଓଡ଼ିଶାର ରାଜ୍ୟପାଳ ତଥା ରାଜ୍ୟ ବିଶ୍ୱବିଦ୍ୟାଳୟର କୁଳପତି ଡକ୍ଟର ହରିବାବୁ କମ୍ଭମପତି ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଭାବରେ ନିଯୁକ୍ତ କରିଛନ୍ତି । ଯଜ୍ଞେଶ୍ୱର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ୧୪ ଦିନ ବଢ଼ିଲା ଏଚ୍ଓଡି ସମୀର ସାହୁଙ୍କ ହାଜତ ଅବଧି

ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହୁତି ଘଟଣାରେ ଗିରଫ ହୋଇଥିବା ପ୍ରଫେସର୍ ସମୀର କୁମାର ସାହୁଙ୍କ ବିଚାର ବିଭାଗୀୟ ହାଜତ ଅବଧି ବଢ଼ିଛି । ନିଲମ୍ବିତ ଏଚ୍‌ଓଡି ସମୀର ସାହୁ ୧୪ ଦିନିଆ ଅବଧି ଆଜି ଶେଷ…

୪୯୮୨ କୋଟିର ୨୩ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ରାଜ୍ୟରେ ପୁଞ୍ଜିନିବେଶ ପ୍ରକ୍ରିୟାକୁ ଗତିଶୀଳ କରିବା ନିମନ୍ତେ ରାଜ୍ୟ ସରକାର ଗୁରୁବାର ଦିନ ୪୯୮୨ କୋଟି ଟଙ୍କାର ୨୩ ଟି ନିବେଶ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ବୈଠକରେ…

ଇଡି ଉପ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ମିଳିଲା ଜାମିନ୍‌

୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ସିବିଆଇ ହାତରେ ଧରାପଡିଥିବା ଭୁବନେଶ୍ୱରର ଇଡି ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ଆଜି ଜାମିନ ମିଳିଛି । ସହଯୋଗୀ ବିନୋଦ ବେହେରାଙ୍କ ସହ ଚିନ୍ତନ ରଘୁବଂଶୀଙ୍କୁ ଓଡିଶା ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍‌ ମିଳିଛି । ୧…