Author: Nirvay

୬ରୁ ଛେଚିବ ବର୍ଷା

ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନଥିଲେ ମଧ୍ୟ ପ୍ରତିଦିନ କିଛି କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ। ୫ରୁ କିଛି ମାତ୍ରାରେ ବର୍ଷା ପରିମାଣ ବଢ଼ିପାରେ। ହେଲେ ୬ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି…

ପ୍ରତାପଙ୍କ ଘରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଓ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ। ବିଧାୟକ ସୁଶାନ୍ତ ରାଉତଙ୍କ ସହ କିଛି କର୍ପୋରେଟର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି। ବିଜେଡିରେ ଅନ୍ତଃକନ୍ଦଳ…

୮ରୁ ଆରମ୍ଭ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା!

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୪ ତାରିଖରେ ଓଡ଼ିଶା ଆସୁଛନ୍ତି। ୫ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ବସିବ। ଯଦି କମିଟିର ସହମତି ହୁଏ ତା’ହେଲେ ୮ତାରିଖରୁ ରତ୍ନଭଣ୍ଡାର ଖୋଲିବା ନେଇ…

ପୋଲିସ ସହ ଗୁଳି ବିନିମୟ: ୫ ମାଓବାଦୀ ନିହତ

ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି । ଛତିଶଗଡ଼ ନାରାୟଣପୁର ଜିଲ୍ଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲ୍ଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି ଓ ସିଆର୍‌ପିଏଫ୍‌…

ଆଦିତ୍ୟ ମହାପାତ୍ର ନବୀନଙ୍କ ବ୍ୟକ୍ତିଗତ ସଚିବ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ଯେତେବେଳେ ମୁଖ୍ୟମନ୍ତ୍ରୀ ଥିଲେ, ସେତେବେଳେ ଆଇଏଏସ୍‌ କାର୍ତ୍ତିକ ପାଣ୍ଡିଆନଙ୍କୁ ବ୍ୟକ୍ତିଗତ…

ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ବିଜେପିର ସମାଲୋଚନା

ସଂସଦରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ବିଜେପି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସମାଲୋଚନା କରି କହିଛନ୍ତି କଂଗ୍ରେସ ଆତ୍ମସମୀକ୍ଷା କରୁ। କଂଗ୍ରେସ ଶିଷ୍ଟାଚାର ଭୁଲିଯାଇଛି ବୋଲି କହିଲେ ମନମୋହନ। ଆତ୍ମଗର୍ବ, ଅହଂକାର ପାଇଁ କଂଗ୍ରେସର ଅବସ୍ଥା…

୩,୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତା

ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପାଇଁ ପ୍ରସ୍ତୁତି ଚାଲିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି। ସେଥିପାଇଁ…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଜୁଲାଇ ୭ ଓ…

ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ

ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ମତ ରଖିବେ । ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର ଅଭିଭାଷଣ ରଖିବେ ମୋଦି। ଗତକାଲି…

ଆକ୍ସନ ମୋଡ଼ରେ ନୂଆ ମୁଖ୍ୟ ଶାସନ ସଚିବ

ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ…