Author: Nirvay

ମାଲକାନଗିରିରେ କଂଗ୍ରେସ ର ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ଆରମ୍ଭ

ପବିତ୍ର ବିଜୟା ଦଶମୀ ଓ ଗାନ୍ଧୀ ଜୟନ୍ତୀ ଅବସରରେ ମାଲକାନଗିରିର ମୋଟୁସ୍ଥିତ ତିନି ନଦୀର ସଙ୍ଗମସ୍ଥଳ ମଙ୍ଗି ପଏଣ୍ଟଠାରୁ ପିସିସି ସଭାପତି ଭକ୍ତ ଚରଣ ଦାସ ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ର ଶୁଭାରମ୍ଭ…

ଏସଆଇ ପରୀକ୍ଷାରେ ଜାଲିଆତି ମାମଲା: ସିବିଆଇ ତଦନ୍ତ ଦାବି କଲା ବିଜୁ ଯୁବ ଜନତା ଦଳ

ପୋଲିସ ସବ୍ ଇନିସପେକ୍ଟର୍ ପରୀକ୍ଷାରେ ଜାଲିଆତି ନେଇ ସିବିଆଇ ତଦନ୍ତ ଦାବି କରିଛି ବିଜୁ ଯୁବ ଜନତା ଦଳ । ବଡ଼ ଧରଣର ଅର୍ଥ କାରବାର ନେଇ ବିଜୁ ଯୁବଜନତା ଦଳ ଅଭିଯୋଗ କରିଛି । ଯୁବ ବିଜେଡି ସଭାପତି ଚିନ୍ମୟ…

କେନ୍ଦ୍ର ସରକାର ଦେଲେ ପାର୍ବଣ ଭେଟି, ୩% ବଢିଲା ମହଙ୍ଗା ଭତ୍ତା

ପାର୍ବଣ ଋତୁରେ କେନ୍ଦ୍ର ସରକାର, ସରକାରୀ କର୍ମଚାରୀ ଓ ପେନସନରଙ୍କୁ ବଡ଼ ଉପହାର ଦେଇଛନ୍ତି । ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ଓ ମହଙ୍ଗା ରିଲିଫ୍ (DR) ୩% ବୃଦ୍ଧି ନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସୂଚନା…

ବର୍ଷାରେ ଭିଜିବ ଦଶହରା, ସୃଷ୍ଟି ହେଲା ଲଘୁଚାପ

ଫିକା ପଡ଼ିବ ଦଶହରା । ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ । ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପ…

RSS ର ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ଶତବାର୍ଷିକୀ ସମାରୋହ ଉପଲକ୍ଷେ ଦିଲ୍ଲୀର ଡକ୍ଟର ଆମ୍ବେଦକର ଆନ୍ତର୍ଜାତୀୟ କେନ୍ଦ୍ରରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି । ଏହି ଅବସରରେ ଦେଶ ପ୍ରତି ରାଷ୍ଟ୍ରୀୟ…

୨ ଦିନ ହେବ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପଦଯାତ୍ରା; ନୂଆପଡ଼ା ନିର୍ବାଚନ ପରେ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା

ନୂଆପଡ଼ା ଉପ ନିର୍ବାଚନ ପାଇଁ ପଦଯାତ୍ରା ସମୟ ବଦଳାଈଛି କଂଗ୍ରେସ । ଗାନ୍ଧି ଜୟନ୍ତୀରୁ ଅକ୍ଟୋବର ୨ ଓ ୩ ତାରିଖ ମାତ୍ର ଦୁଇଦିନ ହେବ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା । ମାଲକାନଗିରି ମୋଟୁ ଅଞ୍ଚଳରୁ ପଦଯାତ୍ରା ଆରମ୍ଭ ହେବ…

ପୁଲିସ ଏସ୍‌ଆଇ ପରୀକ୍ଷା ବାତିଲ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ

ପୁଲିସ ଏସ୍‌ଆଇ ପରୀକ୍ଷା ବାତିଲ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି । ଉଦାହାରଣ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଗତ ଜୁଲାଇ ମାସ ଠାରୁ ଏବେ ପର୍ଯ୍ୟନ୍ତ ୪ଥର…

ଅପରେସନ ‘ଅଗ୍ନି’: ୨ ସପ୍ତାହ ମଧ୍ୟରେ ୮ କୋଟି ଟଙ୍କାର ବାଣ ଜବତ

ପର୍ବପର୍ବାଣି ବିଶେଷ କରି ଦଶହରା ଓ ଦୀପାବଳିକୁ ଦୃଷ୍ଟିରେ ରଖି ଓଡିଶା ପୋଲିସ ‘ଅପରେସନ ଅଗ୍ନି’ ଆଧାରରେ ବେଆଇନ ବାଣ ବିକ୍ରେତାଙ୍କ ଉପରେ ଚଢ଼ାଉ ଜାରି ରଖିଛି । “ଅଗ୍ନି” ଅଭିଯାନ ଫଳରେ ରାଜ୍ୟରେ ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟରେ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ୨ ଆଇଏସ ଅଧିକାରୀ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଦୁଇ ଆଇଏଏସ୍ ଅଧିକାରୀ ସମର୍ଥ ବର୍ମା ଏବଂ ସ୍ଵାଧା ଦେବ ସିଂ । ୨୦୧୧ ବ୍ୟାଚ ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ସମର୍ଥ ବର୍ମାଙ୍କୁ ସିପିଂ ଓ ଜଳପଥ ନିର୍ଦ୍ଦେଶକ ଭାବେ ଭାବରେ ନିଯୁକ୍ତି ଦିଆଯାଇଛି ।…

ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା; ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଏବଂ ଅକ୍ଟୋବର ୧ ତାରିଖରେ ଏହା ଏକ ଲଘୁଚାପ…