Author: Nirvay

ବିଜେପିର ସଦସ୍ୟତା ଅଭିଯାନ କର୍ମଶାଳାରେ ୨ ଗୋଷ୍ଠୀ ହାତାହାତି

ରାଜନଗରରେ ବିଜେପିର ସଦସ୍ୟତା ଅଭିଯାନ କର୍ମଶାଳାରେ ୨ ଗୋଷ୍ଠୀ ହାତାହାତି ହୋଇଛନ୍ତି । ବିଧାୟକ ପ୍ରାର୍ଥୀ ଲଳିତ ବେହେରାଙ୍କ ନେତୃତ୍ବରେ କର୍ମଶାଳା ଆୟୋଜିତ ହୋଇଥିଲା । ଏହି କର୍ମଶାଳାରେ ହାତାହାତି ହୋଇଥିବା ଦେଖିବାକୁ ମିଳିଛି । ଏହି ସମୟରେ ୨ ବିଜେପି…

ପରିଚୟ ସଙ୍କଟର ଶିକାର ହୋଇଛନ୍ତି ବିଜେଡି ନେତ୍ରୀ ସୁଲତା ଦେଓ

ଅଜ୍ଞତାର କୈାଣସି ଜବାବ ନାହିଁ ଏବଂ ବିଭ୍ରାନ୍ତ ସୃଷ୍ଟିକାରୀଙ୍କୁ ଆଦୌ କ୍ଷମା ନାହିଁ । ମାତ୍ର ଦୁର୍ଭାଗ୍ୟର ବିଷୟ, ଆଜି କୁହାଳିଆ ବିଜେଡି ନେତ୍ରୀ ତଥା ସାଂସଦ ଶ୍ରୀମତୀ ସୁଲତା ଦେଓଙ୍କ କ୍ଷେତ୍ରରେ ଏଭଳି କିଛି ଦେଖିବାକୁ ଓ ଶୁଣିବାକୁ ମିଳିଛି…

ନବନିର୍ବାଚିତ ରାଜ୍ୟସଭା ସାଂସଦ ମମତା ମହନ୍ତଙ୍କୁ ସମ୍ବର୍ଦ୍ଧନା

କୁଡୁମୀ ସମାଜକୁ ପ୍ରତିନିଧିତ୍ୱ କରୁଥିବା ମୟୂରଭଞ୍ଜର ଜଣାଶୁଣା ନାରୀନେତ୍ରୀ ତଥା ନବ ନିର୍ବାଚିିତ ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହନ୍ତଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧାୟକ ଛବି ମଲ୍ଲିକ,…

ଭୁଶୁଡ଼ି ପଡ଼ିଲା ୩୫ ଫୁଟର ଶିବାଜୀଙ୍କ ପ୍ରତିମୂର୍ତ୍ତି

ମହାରାଷ୍ଟ୍ରର ସିନ୍ଧୁଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ୩୫ ଫୁଟର ପ୍ରତିମୂର୍ତ୍ତି ଭୁଶୁଡି ପଡିଛି । ତେବେ ପ୍ରତିମୂର୍ତ୍ତି ଭୁଶୁଡିବା ଘଟଣାରେ ବିବାଦ ତେଜିବାେର ଲାଗିଛି । ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।…

ଜୟ ଶାହ ଆଇସିସି ଅଧ୍ୟକ୍ଷ ନିର୍ବାଚିତ

ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ଜୟ ଶାହଙ୍କ ବ୍ୟତୀତ ଆଉ କେହି ନାମାଙ୍କନ ଦାଖଲ କରି ନଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ଅଧ୍ୟକ୍ଷ ଭାବେ…

ସୁଭଦ୍ରାକୁ ନେଇ ବଡ଼ ଘୋଷଣା

ସୁଭଦ୍ରା ଯୋଜନାକୁ ନେଇ ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ପରିବାରର ପ୍ରତ୍ୟେକ ମହିଳାଙ୍କୁ ମିଳିବ `ସୁଭଦ୍ରା’ ଟଙ୍କା। ଗୋଟିଏ ପରିବାରରେ ଯେତେ ଜଣ ମହିଳା ଥିଲେ ଟଙ୍କା ମିଳିବ। ପରିବାରରେ ୩ ଜଣ ବା ୪ ଜଣ…

ନୂଆଁଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ଇତିମଧ୍ୟରେ ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଲାଗି ହେବ ନବାନ୍ନ। ନବାନ୍ନ ଲାଗି ପରେ…

ଭଞ୍ଜନଗର ଆରସିଏମଏସ ସମ୍ପାଦକଙ୍କୁ ବହିଷ୍କାର ନିବେଦନ

ଭଞ୍ଜନଗର ଆରସିଏମଏସ ସମ୍ପାଦକ ସନ୍ତୋଷ ମହାରଣାଙ୍କୁ ବରଖାସ୍ତ ପାଇଁ ନିବେଦନ କରାଯାଇଛି। ଏ ନେଇ ଭିଜିଲାନ୍ସ ବିଭାଗ ବିଭଗୀୟ ଅଧିକାରୀଙ୍କୁ ନିବେଦନ କରିବ। ସନ୍ତୋଷଙ୍କ ବିରୋଧ ଚାର୍ଜସିଟ ଦାଖଲ ପରେ ଭିଜିଲାନ୍ସ ବିଭାଗ ଆକ୍ସନ ନେଇଛି। ସନ୍ତୋଷ ଜମି କିଣାବିକା ଜାଲିଆତି…

ନାମାଙ୍କନ ପ୍ରତ୍ୟାହାର କଲେ ଜଗନ୍ନାଥ

ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ। ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ। ଏଥିସହ ନାମାଙ୍କନ ପ୍ରତ୍ୟାହାର ନେଇ ପ୍ରତିକ୍ରିୟା ରଖିଛନ୍ତି ଜଗନ୍ନାଥ ପ୍ରଧାନ । ଦଳୀୟ ନେତୃତ୍ୱଙ୍କ ନିଷ୍ପତ୍ତି ଅନୁସାରେ…

ସୁନ୍ଦରଗଡ଼ରେ ସର୍ବାଧିକ ଡେଙ୍ଗୁ ଆକ୍ରାନ୍ତ

ସାରା ରାଜ୍ୟରେ ସୁନ୍ଦରଗଡ଼ରେ ଡେଙ୍ଗୁ ଆକ୍ରାନ୍ତଙ୍କ ସବୁଠୁ ଅଧିକ। ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ବର୍ତ୍ତମାନ ସୁଦ୍ଧା ୭୦ ହଜାର ଟେଷ୍ଟିଂ ହୋଇଥିବା ବେଳେ ୨୭୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସୁନ୍ଦରଗଡ଼ରୁ ସର୍ବାଧିକ ୮୬୫ ଓ…