Author: Nirvay

ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁଣି ଚାଲିବ ଯୋଗ ବିଭାଗ

ଉତ୍କଳ ବିଶ୍ୱବିଦ୍ୟାଳୟରେ ଖୁବଶୀଘ୍ର ପୁଣି ଚଳଚଞ୍ଚଳ ହେବ ଯୋଗ ବିଭାଗ। ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଛି ବୋଲି କହିଛନ୍ତି ସୂରଜ। ସୁସ୍ଥ ଓ ନିରାମୟ ଜୀବନଯାପନ ପାଇଁ…

ତାମିଲନାଡ଼ୁ ମଦ ମୃତ୍ୟୁ ସଂଖ୍ୟା ୪୭ରେ ପହଞ୍ଚିଲା

ଜୀବନ ନେଉଛି ବିଷାକ୍ତ ଓ ଅପମିଶ୍ରିତ ମଦ। ସଚେତନ ହେଉନାହାଁନ୍ତି ଜନସାଧାରଣ। ଅପମିଶ୍ରିତ ମଦ ପିଇ ପ୍ରାଣହାନୀ ଘଟିବା ଭଳି ଦୁଃଖଦ ଘଟଣା ଆଗରୁ ମଧ୍ୟ ଘଟିଛି। ଏବେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତାମିଲନାଡୁର କାଲାକୁରିଚି ଜିଲ୍ଲାରେ। ଅପମିଶ୍ରିତ…

ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ

ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଜାମିନ ମିଳିଛି। ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ, କେଜ୍ରିୱାଲଙ୍କୁ ୧ ଲକ୍ଷ ଟଙ୍କାର ଜାମିନ ବଣ୍ଡରେ ଏହି ଜାମିନ ମିଳିଛି। ଏହା ପୂର୍ବରୁ…

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି

ବିଜେପି ସାଂସଦ ଭର୍ତ୍ତୃହରି ମହତାବ ୧୮ତମ ଲୋକସଭାର କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଇବେ। ଭର୍ତ୍ତୃହରିଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କଲେ ରାଷ୍ଟ୍ରପତି। ସେ ସଂସଦରେ ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ। ନୂଆ ବାଚସ୍ପତି ନିର୍ବାଚିତ ହେବା ଯାଏଁ…

ନିଟ ବିବାଦ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ପ୍ରେସମିଟ

ନିଟ ବିବାଦ ନେଇ ପ୍ରେସମିଟ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଯାଞ୍ଚ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ହେବ ବୋଲି କହିଛନ୍ତି। କୌଣସି ବୁଝାମଣା ହେବ ନାହିଁ। ବିହାର ସରକାର ସହ ଆମେ ସମ୍ପର୍କରେ ଅଛୁ। ଖୁବଶୀଘ୍ର ବିସ୍ତୃତ…

ଆଜି ରାତି ୧୨ଟାରୁ କାଲି ଦିନ ୧୧ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେ ଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ…

ହୁ ହୁ ହୋଇ ବଢ଼ିଚାଲିଛି ପରିବା ଦର; ଚିନ୍ତାରେ ସାଧାରଣ ଜନତା

ଦିନକୁ ଦିନ ବଢ଼ୁଛି ପରିବା ଦର। ଗ୍ରାହକଙ୍କ ପକେଟକୁ ବାଧୁଛି ଦର। ସ୍ୱାଭାବିକ ଥିବା ଦର ଏବେ ବହୁମାତ୍ରାରେ ବୃଦ୍ଧିପାଇଛି ଯାହାକୁ ନେଇ ଚିନ୍ତାରେ ଖାଉଟି। ଅମଳ ସମୟରେ ଆକାଶଛୁଆଁ ପରିବା ଦର। ଯେଉଁ ପରିବା କିଣିଲେ କିଲୋପ୍ରତି ୪୦ ଟଙ୍କାରୁ…

ନିଟ ବିବାଦ: ଶିକ୍ଷା ମନ୍ତ୍ରୀଙ୍କ ଘର ଘେରାଉ

ନିଟ ଏବଂ ୟୁଜିସି-ନେଟ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ ଦେଶ ଉଠୁଛି ପଡୁଛି। ଏହାକୁ ନେଇ ଗୁରୁବାର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରିଛନ୍ତି ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI। ନୂଆଦିଲ୍ଲୀସ୍ଥିତ ବାସଭବନ ଆଗରେ NSUI ଛାତୀଛାତ୍ର ବିକ୍ଷୋଭ…

ବିଜେଡିର ନ୍ୟାରେଟିଭ ସୃଷ୍ଟି ଆରମ୍ଭ, ବିଜେପି ଚୁପ୍

ବିଜେପି ଓଡ଼ିଶାରେ ନୂଆ କରି ସରକାର ଗଠନ କରିଛି। ବିଜେଡି ୨୪ ବର୍ଷ ଧରି ଶାସକ ଦଳରେ ରହିବା ପରେ ଏବେ ବିରୋଧୀ ଦଳ ଭାବେ କାମ କରିବ। ବିଜେପି ସବୁବେଳେ ବିରୋଧୀ ଦଳରେ ରହିଆସିଛି। ବିରୋଧୀ ଦଳରେ ରହି ସ୍ୱର…

ତାମିଲନାଡୁରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ମୃତ

ତାମିଲନାଡୁର କାଲାକୁରିଚି ଜିଲ୍ଲାରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କୁ ବାଦ୍‌ ଦେଲେ ଅନ୍ୟ ୧୦୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତମାନଙ୍କ ମଧ୍ୟରେ ମହିଳାମାନେ ମଧ୍ୟ ଅନ୍ତର୍ଭୁକ୍ତ। ଅଧିକାଂଶଙ୍କ ଶବ ବ୍ୟବଚ୍ଛେଦ ହୋଇସାରିଛି।…