ତାଜା ଖବର ଦେଶ ସୁପ୍ରିମକୋର୍ଟକୁ ଗଲା ନିଟ (NEET) ବିବାଦ June 20, 2024 Nirvay ନିଟ ବିବାଦ ନେଇ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର ହେଲା ହାଇକୋର୍ଟରେ ଥିବା ମାମଲା। ଏ ନେଇ ଏନଟିଏ ସୁପ୍ରିମକୋର୍ଟରେ ଆବେଦନ କରିଥିଲା। ଏବେଠୁ ନିଟ୍ ମାମଲାର ସମସ୍ତ ଶୁଣାଣି ସୁପ୍ରିମକୋର୍ଟରେ ହେବ। କାଉନସେଲିଂ ପ୍ରକ୍ରିୟା ଜାରି ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍ June 20, 2024 Nirvay ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…
ଦେଶ UGC-NET ପରୀକ୍ଷା ରଦ୍ଦ କଲା କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରାଳୟ June 19, 2024 Nirvay କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରାଳୟ ଆଜି ବିଳମ୍ବିତ ରାତିରେ ନେଇଥିବା ନିଷ୍ପତ୍ତି ଅନୁଯାୟୀ UGC-NET ପରୀକ୍ଷା ରଦ୍ଦ କରିଛି । ପୁଣି ଥରେ ପରୀକ୍ଷା କରିବାକୁ ମନ୍ତ୍ରାଳୟ ନିଷ୍ପତ୍ତି ନେଇଛି । କାଲି ବିଭିନ୍ନ ସହରରେ UGC-NET ପରୀକ୍ଷା ଆୟୋଜିତ ହୋଇଥିଲା ।…
ଦେଶ ଧାନର ସର୍ବନିମ୍ନ ସହାୟକ ରାଶି ବଢ଼ାଇଲେ କେନ୍ଦ୍ର ସରକାର June 19, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ତୃତୀୟ କାର୍ଯ୍ୟକାଳର ଦ୍ୱିତୀୟ କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ ଧାନ, ରାଗି, ମିଲେଟ,…
ରାଜ୍ୟ ଖୋଲିବନି ରତ୍ନଭଣ୍ଡାର; ଏଏସଆଇ (ASI) ଅଫିସରଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ June 19, 2024 Nirvay ଜୁଲାଇ ୮ ତାରିଖରେ ଖୋଲିବନି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏପରିକି ଏଏସ୍ଆଇ ଅଧିକାରୀ ବିଭ୍ରାନ୍ତିକର ତଥ୍ୟ ଦେଇଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ । ଏ ନେଇ ପ୍ରତିକ୍ରିୟା ରଖି ଆଇନମନ୍ତ୍ରୀ ଶ୍ରୀ…
ରାଜ୍ୟ କାଶୀପୁରରେ ଡିପଥେରିଆ ପାଇଁ ବୁଷ୍ଟର ଡୋଜ June 19, 2024 Nirvay ଆଜି ରାୟଗଡ଼ା ଜିଲ୍ଲାର କାଶୀପୁରରେ ଡିପଥେରିଆ ରୋଗ ପାଇଁ ବୁଷ୍ଟର ଡୋଜ ଦିଆଯାଉଛି। ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରୋଗ ବ୍ୟାପିଥିବା ମୁନୁଷପଦର ସହ କାଶୀପୁରର ୮୦ଟି ଗାଁରେ ଏହି ବୁଷ୍ଟର…
ଦେଶ ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଯବାନଙ୍କୁ ଗୁଳି June 19, 2024 Nirvay ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି। ଗୁଳି କେଉଁ ପରିସ୍ଥିତିରେ ତାଙ୍କ ଦେହରେ ବାଜିଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନା…
ରାଜ୍ୟ ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର June 19, 2024 Nirvay ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆସିଲା ବଡ଼ ଖବର। ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର। ଏ ନେଇ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ତେବେ ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର…
ତାଜା ଖବର ରାଜ୍ୟ ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ; ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା June 19, 2024 Nirvay ସରକାର ଗଠନ ହେବାର କିଛିଦିନ ମଧ୍ୟରେ ଆକ୍ସନ ମୋଡକୁ ଆସିଛନ୍ତି ବିଜେପି ସରକାର। ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ମାଗଛନ୍ତି। ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା ପ୍ରକାଶ କଲେ ରାଜ୍ୟ ସରକାର। ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କ…
ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଓଏସଏସ ଅଫିସର ବିଦା June 19, 2024 Nirvay ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…