Author: Nirvay

ରାସନ କାର୍ଡ ହିତାଧିକାରୀଙ୍କୁ ସରକାରଙ୍କ ଆଶ୍ୱସ୍ତି; କମ୍‌ ଦରମା ଥିଲେ କଟିବନି ରାସନ କାର୍ଡ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । କମ୍‌ ଦରମା ଥିଲେ, କଣ୍ଟ୍ରାଚୁଆଲ ସରକାରୀ ଚାକିରି କରିଥିଲେ କିମ୍ବା କଣ୍ଟ୍ରାଚୁଆଲ ଚାକିରି କରି ୧୦ରୁ ୧୨ ହଜାର ପାଉଥିଲେ ରାସନ କାର୍ଡ କଟିବନି ବୋଲି…

ପ୍ରଥମ ଫିଲ୍ମ ସାଇନ କଲେ କୁମ୍ଭମେଳା ଭାଇରଲ ଗାର୍ଲ ମୋନାଲିସା

ମହାକୁମ୍ଭ ୨୦୨୫ ରେ ଇନ୍ଦୋରର ମାଳା ବିକୁଥିବା ଝିଅ ମୋନାଲିସାର ନିଆରା ଆଖିକୁ ନେଇ ଏବେ ଅନେକେ ଚର୍ଚ୍ଚା ହେଉଛି । ସେ ଏବଂ ତାଙ୍କ ସମ୍ପୂର୍ଣ୍ଣ ପରିବାର ମହାକୁମ୍ଭରେ ରୁଦ୍ରାକ୍ଷ ଏବଂ ମୁକ୍ତା ହାର ବିକ୍ରି କରୁଥିଲେ । ତେବେ…

ଆମେରିକା ବିମାନ ଦୁର୍ଘଟଣାରେ ୩ ସୈନ୍ୟଙ୍କ ସମେତ ୬୭ ମୃତ

ପୁଣି ଏକ ଭୟଙ୍କର ବିମାନ ଦୁର୍ଘଟଣା । ୱାଶିଂଟନ ଡିସିର ରିଗାନ ନ୍ୟାଶନାଲ ଏୟାରପୋର୍ଟ ନିକଟରେ ମଝି ଆକାଶରେ ଏକ ଯାତ୍ରୀବାହୀ ବିମାନ ଏକ ଆମେରିକୀୟ ସାମରିକ ହେଲିକପ୍ଟର ସହିତ ଧକ୍କା ହୋଇ ପୋଟୋମାକ ନଦୀରେ ଖସି ପଡ଼ିଛି । ଫଳରେ…

ସଂସଦ ବଜେଟ ଅଧିବେଶନ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ

ଆସନ୍ତାକାଲିଠୁ ପାର୍ଲାମେଣ୍ଟ କେନ୍ଦ୍ର ବଜେଟ ଅଧିବେଶନ । ତା’ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ । ଚଳିତ ବଜେଟ ଅଧିବେଶନ କିପରି ଶାନ୍ତି ଶୃଙ୍ଖଳାରେ ସୁରୁଖୁରୁରେ ଚାଲିପାରିବ ସେଥିପାଇଁ ସରକାର ସବୁ ଦଳର ସହଯୋଗ ଲୋଡିଛନ୍ତି କେନ୍ଦ୍ର ସରକାର । ଫେବୃଆରୀ…

ମହାକୁମ୍ଭରେ ଅଘଟଣ; ଦଳାଚକଟାରେ ୩୦ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ୬୦ ଆହତ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଆଜି ବଡ଼ ଧରଣର ଅଘଟଣ ଘଟିଛି । ବୁଧବାର ଭୋର ସମୟରେ ମୌନୀ ଅମାବାସ୍ୟା ପାଇଁ କୋଟି କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ସଙ୍ଗମସ୍ଥଳକୁ ଯାଉଥିବାବେଳେ ଦଳାଚକଟା ହୋଇ ୩୦ ଜଣଙ୍କ ମୃତ୍ୟୁ…

ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୧୪୫ଟି ବୁଝାମଣାପତ୍ର ସ୍ୱାକ୍ଷର

ଦୁଇଦିନବ୍ୟାପି ହୋଇଥିବା ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ରେ ରାଜ୍ୟ ସରକାରଙ୍କୁ ଅଦ୍ଭୂତପୂର୍ବ ସଫଳତା ମିଳିଛି । ଏହି ଉତ୍କର୍ଷ ଓଡ଼ିଶା ନିବେଶକ ସମ୍ମିଳନୀରେ ୧୨.୮୯ ଲକ୍ଷ କୋଟି ଟଙ୍କାର…

ଓଡ଼ିଶାରେ ବିଳାସପୂର୍ଣ୍ଣ ହୋଟେଲ କରିବ ରାଡିସନ୍‌ ଗୃପ

ରାଡିସନ୍‌ ହୋଟେଲ ଗୃପ ଭୁବନେଶ୍ୱର ପଟିଆରେ ୭୯ କୋଟି ଟଙ୍କା ଖର୍ଚ୍ଚରେ ତିଆରି କରିବ ବିଳାସପୂର୍ଣ୍ଣ ହୋଟେଲ । ଚଳିତ ଜୁଲାଇରେ ହୋଟେଲର ହେବ ଶୁଭାରମ୍ଭ ହେବ । ଏହି ପରିପ୍ରେକ୍ଷୀରେ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣା…

ନବ ଦାସ ହତ୍ୟାକାଣ୍ଡକୁ ୨ ବର୍ଷ; ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଜଣାଇବେ ଦୀପାଳି

ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡକୁ ଆଜି ୨ ବର୍ଷ ପୁରିଛି । ଏହି କ୍ରମରେ ତାଙ୍କ ଝିଅ ତଥା ପୂର୍ବତନ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ ସିବିଆଇ ତଦନ୍ତ ପାଇଁ ଲିଖିତଭାବେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ବୋଲି କହିଛନ୍ତି । କାହା…

ଅପରାଧୀଙ୍କ ଧରାସ୍ୱର୍ଗ ପାଲଟିଛି ଓଡିଶା: ବିଜେଡି

ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ କରି ସରକାରଙ୍କୁ ନିନ୍ଦା କରିଛି ବିଜେଡି । ଜାନୁଆରୀ ୨୬ ରାତିରେ ଚାରିଆଡେ ପୋଲିସ ଥିବାବେଳେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଚୋରି ଘଟଣାରେ ଚୋର ଧାରା…

ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡି ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଆଗାମୀ ଜାନୁଆରୀ ୩୧ ରେ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିଜୁ ଜନତା ଦଳ ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଛି । ଓଡ଼ିଶାର ସାଢେ ଚାରି କୋଟି ଲୋକଙ୍କ…