Author: Nirvay

ସୁରେନ୍ଦ୍ରନାଥଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପରଲୋକରେ ବରିଷ୍ଠ ନେତା, ପୂର୍ବତନ ବିଧାୟକ, ମନ୍ତ୍ରୀ ତଥା ପୂର୍ବତନ ଉପ-ବାଚସ୍ପତି ସୁରେନ୍ଦ୍ରନାଥ ନାୟକ । ତାଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି…

ଖୋଲା ହେବ ରତ୍ନ ଭଣ୍ଡାର? ସବୁ ସେ କାଳିଆର ଇଛା!

ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ଵନିୟନ୍ତା । ତାଙ୍କ ଇଛା ବିନା ଗଛରୁ ପତ୍ରଟିଏ ବି ହଲେନି। ମହାପ୍ରଭୁଙ୍କ ନାଁରେ ଅପପ୍ରଚାର ଓ ଗୁଜବ ସୃଷ୍ଟି କରି କେହି ବର୍ତ୍ତି ଯାଇପାରିବେନି। ରତ୍ନଭଣ୍ଡାର ଖୋଲିବା ନେଇ ଯେତେ ବୈଠକ ଓ…

ରତ୍ନଭଣ୍ଡାର ପ୍ରସଙ୍ଗ: ପ୍ରମିଳାଙ୍କୁ ଜବାବ ଦେଲେ ପୃଥ୍ୱୀରାଜ

ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରମିଳା ମଲ୍ଲିକଙ୍କୁ କଡ଼ା ଜବାବ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ଦ ଉଦ୍ଦେଶ୍ୟ ରଖି ପୂର୍ବ କମିଟି ଭଙ୍ଗାଗଲା ବୋଲି କହିଥିଲେ ପ୍ରମିଳା ମଲ୍ଲିକ। ସେମାନେ ଖାଲି ଭୁଆଁ ବୁଲେଇବେ ବୋଲି କହିଥିଲେ ବିରୋଧୀ ଦଳ ମୁଖ୍ୟ…

ରାଜ୍ୟରେ ଲାଗିବ ୫ କୋଟି ଚାରା: ପରିବେଶ ସଚିବ

ବୃକ୍ଷରୋପଣ ନେଇ ଜଙ୍ଗଲ ଓ ପରିବେଶ ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ଏ ବର୍ଷ ରାଜ୍ୟରେ ୫ କୋଟି ଗଛ ଲଗାଯିବ ବୋଲି କହିଛନ୍ତି। ୧୮ ମାସିଆ ପରିବର୍ତ୍ତେ ୩୦ ମାସିଆ ଚାରା ଦିଆଯିବ। ପରିବେଶ ସୁରକ୍ଷା ପାଇଁ ପରିବେଶ…

ରତ୍ନ ଭଣ୍ଡାର ପାଇଁ ୧୬ ଜଣିଆ ନୂଆ ଉଚ୍ଚସ୍ତରୀୟ କମିଟି

ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ଗଠନ ହୋଇଥିବା ୧୬ ଜଣିଆ ଯାଞ୍ଚ କମିଟି ସଦସ୍ୟଙ୍କ ତାଲିକା ଆସିଛି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ଏହି କମିଟି ଗଠନ ହୋଇଛି। ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ…

୬ରେ ରତ୍ନଭଣ୍ଡାରର ଚୂଡ଼ାନ୍ତ ନିଷ୍ପତ୍ତି: ଆଇନ ମନ୍ତ୍ରୀ

ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବ ବୋଲି କହିଲେ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୬ ତାରିଖରେ ବୈଠକ ବସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଏ ନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ…

୮ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୮ ତାରିଖରେ ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦେଇଛି।

ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା…

ବଲେ ବଲେ ଢାବା ସହ କିଛି ସମ୍ପର୍କ ନାହିଁ: ବିଜେଡି ନେତ୍ରୀ ଏଲିନା

ଯାଜପୁରର ବଲେ ବଲେ ଢାବା ସିଲ ଘଟଣା ଏବେ ଚର୍ଚ୍ଚାରେ ଅଛି। ଏହି ଘଟଣାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି ନେତ୍ରୀ ଏଲିନା ଦାସ । ଏଲିନା ଲିଜରେ ଓ ବିନା କାଗଜପତ୍ରରେ ଢାବା ଚଳାଉଥିବା ଅଭିଯୋଗ ହୋଇଥିଲା । ହାଇକୋର୍ଟରେ…

ଥମୁନି ବିଜେଡିର ଆଭ୍ୟନ୍ତରୀଣ କନ୍ଦଳ

ଥମିବାର ନାଁ ଧରୁନି ଭୁବନେଶ୍ୱର ବିଜେଡିର ଆଭ୍ୟନ୍ତରୀଣ କନ୍ଦଳ। ଆଜି ସିଧାସଳଖ ଦୁଇ ବରିଷ୍ଠ ନେତାଙ୍କୁ ଆଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି ବରିଷ୍ଠ ବିଜେଡି କର୍ପୋରେଟର ବିରଞ୍ଚି ନାରାୟଣ ମହାସୁପକାର। ନାଁ ନନେଇ ଅଶୋକ ପଣ୍ଡା, ଅନନ୍ତ ଜେନାଙ୍କ ଆଡ଼କୁ ଇଙ୍ଗିତ କଲେ…