ଦେଶ ରାଜ୍ୟ ଝାରସୁଗୁଡାରେ ୬୦,୦୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି September 26, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା କାଲି ଓଡ଼ିଶା ଗସ୍ତରେ ଆସିବେ । ପ୍ରାୟ ୧୧:୩୦ ସମୟରେ ସେ ଝାରସୁଗୁଡାରେ ୬୦,୦୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ । ଏହି ପ୍ରକଳ୍ପଗୁଡ଼ିକ ରାସ୍ତା, ରେଳପଥ, ଉଚ୍ଚଶିକ୍ଷା,…
ରାଜ୍ୟ ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର September 26, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗ (State PSUs) ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫…
ରାଜନୀତି ରାଜ୍ୟ ୩୫ ସାଙ୍ଗଠନିକ ଜିଲ୍ଲା ସଭାପତି ନାମ ଘୋଷଣା କଲା କଂଗ୍ରେସ September 26, 2025 Nirvay ଭାରତୀୟ ଜାତୀୟ କଂଗ୍ରେସ ଓଡ଼ିଶାର ସମସ୍ତ ୩୫ ଟି ସାଙ୍ଗଠନିକ ଜିଲ୍ଲା ପାଇଁ ଜିଲ୍ଲା କଂଗ୍ରେସ ସଭାପତି ଘୋଷଣା କରିଛି । ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତିଙ୍କ ଅନୁମୋଦନ ପରେ ନୂଆ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦିଆଯାଇଛି । ଆଗକୁ…
ରାଜ୍ୟ ରାଜ୍ୟରେ କାର୍ଯ୍ୟକାରୀ ହେବ ହୋମ୍ ଷ୍ଟେ ଯୋଜନା September 26, 2025 Nirvay ପର୍ଯ୍ୟଟକମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟରେ ହୋମ୍ ଷ୍ଟେ ଯୋଜନା କାର୍ଯ୍ୟକାରୀ କରିବେ ସରକାର । ଏହି ଯୋଜନା ୨୦୨୯-୩୦ ଆର୍ଥିକ ବର୍ଷ ଯାଏଁ କାର୍ଯ୍ୟକାରୀ ହେବ । ଗ୍ରାମୀଣ ଓ କମ୍ ଜଣାଶୁଣା ସ୍ଥାନରେ ହୋମ୍ ଷ୍ଟେ ବାସସ୍ଥାନକୁ ପ୍ରୋତ୍ସାହିତ…
ରାଜ୍ୟ ଓଡ଼ିଶାରେ ୭୫ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ନିଷ୍ପତ୍ତି September 25, 2025 Nirvay ଓଡ଼ିଶାରେ ୭୫ ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାୟ ୧୪ କୋଟି ବ୍ୟୟରେ ଓଡ଼ିଶାରେ ୭୫ ବରପୁତ୍ରଙ୍କ ପ୍ରତିମୂର୍ତ୍ତି…
ରାଜ୍ୟ ପ୍ରବଳ ବର୍ଷା ଯୋଗୁଁ ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଛୁଟି September 25, 2025 Nirvay ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେଉଥିବା ବେଳେ ଆସନ୍ତାକାଲି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା…
ରାଜ୍ୟ ଭୁବନେଶ୍ୱରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା September 25, 2025 Nirvay ଦୁର୍ଗାପୂଜା ପାଇଁ କମିସନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ୱର ପାଇଁ ଟ୍ରାଫିକ୍ କଟକଣା ଜାରି ହୋଇଛି । ସେପ୍ଟେମ୍ବର ୨୮ ତାରିଖରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ମାର୍ଗଦର୍ଶିକା ଅନୁସାରେ, ଦୁର୍ଗାପୂଜା ପାଇଁ ରାଜଧାନୀର ପ୍ରମୁଖ…
ରାଜ୍ୟ ସୁନ୍ଦରଗଡ଼ ଟ୍ରାଜେଡି: ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ September 25, 2025 Nirvay ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଏହି ଦୁଃଖଦ ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗଙ୍କ…
ରାଜନୀତି ରାଜ୍ୟ ମହିଳା ଅତ୍ୟାଚାର ପ୍ରତିବାଦରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ September 24, 2025 Nirvay ଆଜି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଓଡ଼ିଶାରେ ମହିଳା ଅତ୍ୟାଚାର, ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ବିଧାନସଭା ଘେରାଉ କରାଯାଇଥିଲା । ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ୱାନକ୍ରମେ…
ରାଜ୍ୟ ଦିନକ ପୂର୍ବରୁ ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ September 24, 2025 Nirvay ଦିନକ ପୂର୍ବରୁ ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ । ଅଧିବେଶନ କାଳରେ ୬ଟି କାର୍ଯ୍ୟଦିବସ ସମାପନ ହୋଇଛି । ୨ଟି ସରକାରୀ ବିଲ୍ ବିଚାର…