ତାଜା ଖବର ରାଜ୍ୟ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗ ଦେବେ January 8, 2025 Nirvay ଆଜି ସନ୍ଧ୍ୟାରେ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାଲି ଭୁବନେଶ୍ୱରରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ । କଡ଼ା ସୁରକ୍ଷା ମଧ୍ୟରେ ରାଜଭବନରେ ପହଞ୍ଚିଛି କାରକେଡ୍ । ରାଜଭବନ…
ଦେଶ ରାଜ୍ୟ ‘ମହାକୁମ୍ଭ ମେଳା’ ପାଇଁ ଓଡ଼ିଶାରୁ ଅଯୋଧ୍ୟା ସ୍ୱତନ୍ତ୍ର ବସ୍ ସେବା January 8, 2025 Nirvay ଆସନ୍ତା ଜାନୁୟାରୀ ୧୩ ତାରିଖରୁ ପ୍ରୟାଗରାଜଠାରେ ଅନୁଷ୍ଠିତ ହେବାକୁଥିବା ମହାକୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଯୋଗାଇବ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ । ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁର…
ରାଜନୀତି ରାଜ୍ୟ ୭ ମାସରେ ରାଜ୍ୟର ଆଇନ ଶୃଙ୍ଖଳା ଚିନ୍ତାଜନକ: ବିଜେଡି January 8, 2025 Nirvay ରସୁଲଗଡ଼ ମର୍ଡରକୁ ନେଇ ବିଜେଡିର ସମାଲୋଚନା । ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ବିଧାୟକ ତଥା ମୁଖପାତ୍ର ଗୌତମବୁଦ୍ଧ ଦାସ ଓ ବିଜେଡି ମିଡ଼ିଆ ସଂଯୋଜକ ଲେନିନ ମହାନ୍ତି ଭୁବନେଶ୍ୱରରେ ସୁରକ୍ଷାକୁ ନେଇ ପ୍ରଶ୍ନ କରିଛନ୍ତି । ଗୌତମବୁଦ୍ଧ ଦାସ କହିଛନ୍ତି,…
ରାଜ୍ୟ ରାଜଧାନୀରେ ବୀଭତ୍ସ ହତ୍ୟା ଘଟଣା: ମହିଳାଙ୍କ ସହ ୩ ଅଭିଯୁକ୍ତ ଗିରଫ January 8, 2025 Nirvay ରାଜଧାନୀ ଭୁବନେଶ୍ୱରସ୍ଥିତ ଜନଗହଳିପୂର୍ଣ୍ଣ ରସୁଲଗଡ଼ରେ ଆଜି ସକାଳେ ଯୁବକଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ଘଟଣାରେ କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍କାଡ୍ ନୟାଗଡ଼ ଜିଲ୍ଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ପୋଲିସ ସୂତ୍ରରୁ ଜଣାପଡିଛି ଯେ ଏହି…
ରାଜ୍ୟ ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୁଣି ଉଠିଲା ପ୍ରଶ୍ନ January 8, 2025 Nirvay ରସୁଲଗଡ଼ରେ ଜଣେ ‘ପୁଲିସ ମିତ୍ର’ଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ରାଜଧାନୀବାସୀଙ୍କୁ ସ୍ତବ୍ଧ କରିଦେଇଛି । ପ୍ରାଣହରାଇଥିବା ଯୁବକଜଣକ ହେଲେ ଭୁବନେଶ୍ୱର ମ୍ୟୁନିସିପାଲଟି ସଫେଇ କର୍ମଚାରୀ ସଂଘର ସଭାପତି ସହଦେବ ନାୟକ । ସେ ପୋଲିସ ମିତ୍ର ଭାବେ ମଧ୍ୟ…
ରାଜ୍ୟ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ୯ଟି ନୂତନ ଗ୍ୟାଲେରୀ ଉଦଘାଟିତ January 7, 2025 Nirvay ଭୁବନେଶ୍ୱର ସ୍ଥିତ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନଅ ଗୋଟି ନୂତନ ଗ୍ୟାଲେରୀର ଉଦଘାଟନ କରିଛନ୍ତି । ପ୍ରାଗ-ଐତିହାସିକ ଗ୍ୟାଲେରୀ, ରାଜକୀୟ ଓ ହାତୀଦାନ୍ତ ଗ୍ୟାଲେରୀ, ପ୍ରାଣୀ ବିଜ୍ଞାନ ଗ୍ୟାଲେରୀ, ଖଣି ଓ ଭୂ-ତତ୍ତ୍ୱ ଗ୍ୟାଲେରୀ…
ରାଜ୍ୟ ଆନ୍ତର୍ଜାତିକ ଶ୍ରୀ ଜଗନ୍ନାଥ ଚେତନା ମହୋତ୍ସବ-୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ January 7, 2025 Nirvay ଆନ୍ତର୍ଜାତିକ ଶ୍ରୀ ଜଗନ୍ନାଥ ଚେତନା ମହୋତ୍ସବ-୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଭାଷଣ ଦେଇ କହିଛନ୍ତି ଯେ ‘ଜୟ ଜଗନ୍ନାଥ’,ଏହି ଦୁଇ ପଦ କେବଳ ଦୁଇଟି ଶବ୍ଦ ନୁହେଁ, ଏହା କୌଣସି ମନ୍ତ୍ର ଠାରୁ କମ ନୁହେଁ । ଯେ କୌଣସି…
ଖେଳ ରାଜ୍ୟ ଏଥର ବାରବାଟୀ ଷ୍ଟାଡିୟମରେ ହେବନି ସାଧାରଣତନ୍ତ୍ର ଦିବସ January 7, 2025 Nirvay ଏଥର କଟକ ବାରବାଟୀ ଷ୍ଟାଡିୟମରେ ହେବନି ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ । ଏନେଇ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ବି ଶିନ୍ଦେ ସୂଚନା ଦେଇଛନ୍ତି । ବାରବାଟୀ ଷ୍ଟାଡିୟମରେ ଅନ୍ତର୍ଜାତୀୟ ମ୍ୟାଚ୍ ଆୟୋଜନ ହେବାକୁ ଥିବାରୁ ବାରବାଟୀ ଷ୍ଟାଡିୟମ ପରିବର୍ତ୍ତେ ଏଥର ବିଡ଼ାନାସି…
ରାଜ୍ୟ ଓଡ଼ିଶାରେ ୪୪ ହଜାର ୭୯୩ କୋଟି ଟଙ୍କାର ବଡ଼ ପୁଞ୍ଜିନିବେଶ January 6, 2025 Nirvay ଓଡ଼ିଶାରେ ଶିଳ୍ପ କ୍ଷେତ୍ରରେ ବିନିଯୋଗ ହେବ ୪୪ ହଜାର ୭୯୩ କୋଟି ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି ବୈଠକରେ ପୁଞ୍ଜିନିବେଶକୁ ମଞ୍ଜୁରୀ ମିଳିଛି । ପୁଞ୍ଜିନିବେଶ ଦ୍ବାରା ରାଜ୍ୟରେ ୨୩୦୦୫ ନିଯୁକ୍ତି ସୃଷ୍ଟି…
ତାଜା ଖବର ରାଜ୍ୟ ଜୟପୁରରେ ହେବ OPSCର ପରୀକ୍ଷା ଜୋନ୍ January 6, 2025 Nirvay ଅବିଭକ୍ତ କୋରାପୁଟ ଜିଲ୍ଲା ପାଇଁ ଏକ ଖୁସି ଖବର । ଜୟପୁରରେ OPSCର ନୂଆ ପରୀକ୍ଷା ଜୋନ୍ ନେଇ ସୂଚନା ଜାରି ହୋଇଛି । ଲିଖିତ ପରୀକ୍ଷା ପାଇଁ ଜୟପୁରରେ ନୂଆ ଜୋନ୍ ନେଇ OPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି…