Author: Nirvay

ସ୍କୁଲ ଅପଗ୍ରେଡେସନ୍ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଛାତ୍ରଛାତ୍ରୀ ହେଉଛନ୍ତି ବିକଶିତ ଭାରତ ଗଠନର ମୂଳଦୁଆ । ତେଣୁ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ଶିକ୍ଷା ପାଇଁ ଚଳିତ ବଜେଟରେ ଅଧିକ ବ୍ୟୟବରାଦ ମଧ୍ୟ ହୋଇଛି । ସମସ୍ତ ପିଲା…

ସେବାୟତଙ୍କ ମଧ୍ୟରେ ବିବାଦ: ମହାପ୍ରଭୁଙ୍କ ନୀତି ବିଳମ୍ବ

ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ପୂଜା ବସିଥିବା ସମୟରେ ପ୍ରଧାନୀ ସେବାୟତ ଚଢ଼ିଯାଇଥିଲେ। ଫଳରେ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଏଭଳି ସ୍ଥିତି ଉପୁଜିଛି। ସୂର୍ଯ୍ୟପୂଜା ଚାଲିଥିବା ବେଳେ ପୂଜାପଣ୍ଡା ଓ ପ୍ରଧାନୀ ସେବାୟତଙ୍କ ମଧ୍ୟରେ ବିବାଦ…

ପୂଜାର୍ଚ୍ଚନା ବେଳେ ଅଘଟଣ: ମନ୍ଦିର କାନ୍ଥ ଭୁଶୁଡ଼ି ୯ ଶିଶୁ ମୃତ

ଶ୍ରାବଣ ମାସରେ ମନ୍ଦିରରେ ପୂଜାର୍ଚ୍ଚନା ଚାଲିଥିବାବେଳେ ଅଘଟଣ ଘଟିଛି । ମଧ୍ୟପ୍ରଦେଶରେ ହରଦୌଲ ମନ୍ଦିରର କାନ୍ଥ ଭୁଶୁଡ଼ି ୯ ଶିଶୁଙ୍କ ମୃତ୍ୟୁ ହୋଇଛି। ଶ୍ରାବଣ ମାସ ପାଇଁ ସାଗର ଜିଲ୍ଲାର ଶାହପୁର ସ୍ଥିତ ହରଦୌଲ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ହଠାତ…

କୋର୍ବା-ବିଶାଖାପାଟଣା ଏକ୍ସପ୍ରେସରେ ଲାଗିଲା ନିଆଁ

ପୁଣି ଆଉ ଏକ ଟ୍ରେନ ଟ୍ରାଜେଡି । ପ୍ଲାଟଫର୍ମରେ ଛିଡ଼ା ହୋଇଥିବା କୋର୍ବା-ବିଶାଖାପାଟଣା ଏକ୍ସପ୍ରେସର ୩ଟି ଏସି କୋଚ୍‌ରେ ନିଆଁ ଲାଗିଯାଇଛି। ଟ୍ରେନଟି ବିଶାଖାପାଟଣାରୁ ତିରୁପତି ଅଭିମୁଖେ ଯାଉଥିଲା। ବିଶାଖାପାଟଣା ଷ୍ଟେସନରେ ପହଂଚିବା ପରେ ୪ ନଂ ପ୍ଲାଟଫର୍ମରେ ଏଭଳି ଅଘଟଣ…

ଆଜି ୪ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ଶ୍ରାବଣ ଅମାବାସ୍ୟା ଅବସରରେ ଆଜି ଶ୍ରୀମନ୍ଦିରରେ ହେବ ଚିତାଲାଗି ନୀତି। ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯିବାର ପରମ୍ପରା ରହିଛି।…

ପାଟ୍ରୋଲିଂ ବେଳେ ମଝି ଚିଲିକାରେ ଫଶିଗଲା ଡଙ୍ଗା

ଡଲଫିନ୍ ସୁରକ୍ଷା ପାଇଁ ଚିଲିକାକୁ ୪ ବନ କର୍ମଚାରୀ ଯାଇଥିଲେ । ହେଲେ ମଝି ଚିଲିକାରେ ଫଶିଗଲା ବନ ବିଭାଗର ପାଟ୍ରୋଲିଂ ଡଙ୍ଗା। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଜହ୍ନିକୁଦା ନିକଟରେ ଫଶିଯାଇଛି। ଫସିଥିବା ବନ କର୍ମଚାରୀମାନେ ଚିଲିକା ନୂଆପଡ଼ା ବନ୍ୟପ୍ରାଣୀ…

ନବନିର୍ବାଚିତ ସାଂସଦ ଓ ବିଧାୟକଙ୍କ ସମ୍ବର୍ଦ୍ଧନା ସମାରୋହ

ଏସସି/ଏସଟି କର୍ମଚାରୀ କଲ୍ୟାଣ ପରିଷଦ ପକ୍ଷରୁ ନବନିର୍ବାଚିତ ସାଂସଦ ଓ ବିଧାୟକଙ୍କ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ସମ୍ବର୍ଦ୍ଧନା ସମାରୋହ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ସଂକଳ୍ପପତ୍ରର ପ୍ରାୟ ସମସ୍ତ ପ୍ରତିଶ୍ରୁତି ପୂରଣ ପାଇଁ ବ୍ୟୟବରାଦ ହୋଇଛି: ମନମୋହନ ସାମଲ

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଆଜି କୋରାପୁଟରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଏଥିରେ ବିଧାୟକ ରୁପୁ ଭତ୍ରା, ବିଧାୟକ ରଘୁରାମ ମାଛ, ରାଜ୍ୟ ସାଧାରଣ ସମ୍ପାଦକ ପୂର୍ଣ୍ଣିମା କେର୍‌କେଟା, ରାଜ୍ୟ ସମ୍ପାଦକ ପୂର୍ଣ୍ଣମା ନାୟକ, ଜନସୂଚିତ ଜାତି…

ମହାକାଶକୁ ଯିବେ ଗଗନଯାତ୍ରୀ ଶୁଭାଂଶୁ ଶୁକ୍ଳା

ମିଶନ ଗଗନଯାନ ପୂର୍ବରୁ ମହାକାଶକୁ ଯିବେ ଗଗନଯାତ୍ରୀ ଶୁଭାଂଶୁ ଶୁକ୍ଳା। ନାସା ପକ୍ଷରୁ ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ଅନ୍ତର୍ଜାତୀୟ ସ୍ପେଶ ଷ୍ଟେସନ (ଆଇଏସଏସ)କୁ ପଠାଇବ ନାସା। ଏହି ମିଶନରେ ଦୁଇ ଜଣ ଭାରତୀୟ ସାମିଲ ହୋଇଛନ୍ତି। ଜଣେ…

ବିଭାରାଣୀ ଯୁବ ସମାଜ ପାଇଁ ପ୍ରେରଣା: ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପର୍ବତାରୋହୀ ବିଭାରାଣୀ ପାତ୍ର ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ ଗ୍ରହଣ କରିଛନ୍ତି। ଅଗଷ୍ଟ ୬ରେ ସେ ରୁଷିଆ ଓ ୟୁରୋପର ଉଚ୍ଚତ୍ତମ ଶୃଙ୍ଗ ମାଉଣ୍ଟ…