Author: Nirvay

ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ପଦକ୍ଷେପ; ଫୁଲତୋଡ଼ା, ନବବର୍ଷରେ ଡାଏରୀ ବଦଳରେ ଶିକ୍ଷା ଉପକରଣକୁ ସ୍ୱାଗତ

ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ପଦକ୍ଷେପ । ନୟାଗଡ଼ ଜିଲ୍ଲା ପ୍ରଶାସନ ନବବର୍ଷ ଅବସରରେ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇବାପାଇଁ ଫୁଲତୋଡ଼ା ଓ ଡାଏରୀ ନ ଆଣି ତା ପ୍ରତିବଦଳରେ ବହି, ଖାତା, କଲମ ଓ ପେନସିଲ…

୨୦୨୫-୨୬ ବଜେଟ ପୂର୍ବରୁ ଓଡ଼ିଶାବାସୀଙ୍କ ମତ ଲୋଡ଼ିଲେ ରାଜ୍ୟ ସରକାର

୨୦୨୫-୨୬ ବଜେଟ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଛନ୍ତି । ୨୦୨୫-୨୬ ବର୍ଷ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ ଏସଏମଏସ ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି…

ରାଜ୍ୟରେ ନିର୍ମାଣ ହେବ ୨୬୦୦ କିମି ଲମ୍ବ ବିଶିଷ୍ଟ ଗ୍ରାଣ୍ଡ ରିଂ ରୋଡ୍‌

ଓଡ଼ିଶାରେ ନିର୍ମାଣ ହେବାକୁ ଯାଉଛି ୨୬୦୦ କିମି ଲମ୍ବ ବିଶିଷ୍ଟ ଗ୍ରାଣ୍ଡ ରିଂ ରୋଡ୍‌ । ଏହା ଆଗାମୀ ୩ ବର୍ଷରେ ନିର୍ମାଣ ହେବ । ଏ ନେଇ ସୂଚନା ଦେଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଗ୍ରାଣ୍ଡ ରିଂ ରୋଡ୍‌…

ଡିଜିଟାଲ ହେବ ସ୍ୱାସ୍ଥ୍ୟ ବ୍ୟବସ୍ଥା; ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ

ଏଣିକି ଆଉ ମାଳ ମାଳ ପ୍ରେସକ୍ରିପସନ ଧରି ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟକୁ ବୁଲିବାକୁ ପଡ଼ିବନାହିଁ । ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବ ଡାଟା । ଖୁବଶୀଘ୍ର ରାଜ୍ୟ ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ…

ଏଥର ଦିଲ୍ଲୀରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଗଣତନ୍ତ୍ର ଦିବସ ପରେଡରେ ଏଥର କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ଭାରତର ସରକାରଙ୍କ ତରଫରୁ ପ୍ରକାଶିତ ତାଲିକାରୁ ବାଦ ପଡ଼ିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ମନୋନୀତ ହୋଇଥିବା ରାଜ୍ୟମାନଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି ଯାଇଥିବାବେଳେ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି

ଓଡିଶା ପହଞ୍ଚିବା ପରେ ପୁରୀରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଓଡିଶାର ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମପତି । ଆଜି ପୁରୀ ରାଜଭବନରେ ସେ ରାତ୍ରିଯାପନ କରିବେ । ଆସନ୍ତାକାଲି ଭୁବନେଶ୍ୱର ଫେରି ଜାନୁଆରୀ ୩ ତାରିଖ (ଶୁକ୍ରବାର ଦିନ) ଓଡ଼ିଶାର…

ଆସନ୍ତାକାଲି ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଆସନ୍ତାକାଲି ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଧନୁଯାତ୍ରା ପାଇଁ ପ୍ରସ୍ତୁତ ହେଉଛି ବରଗଡ଼ ସହର । ବିଶ୍ୱର ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚରେ ଜାନୁୟାରୀ ୩ତାରିଖରୁ ଆରମ୍ଭ ହୋଇ ୧୩ ତାରିଖ ଯାଏ ୧୧ ଦିନ ବ୍ୟାପୀ ଚାଲିବ ଏହି…

ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି

ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ…

ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ଉପରେ ଆରମ୍ଭରୁ କଡ଼ା ଆଭିମୁଖ୍ୟ ନେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆସିଛନ୍ତି। ବିଶେଷ କରି ଉଚ୍ଚ ସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର…

ମାର୍ଚ୍ଚ 31 ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ସରକାରଙ୍କ ଲୋକବଳ (man power) ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଆଲୋଚନାରେ କହିଛନ୍ତି । ଆଜି ବର୍ଷର…