ରାଜ୍ୟ ଫାଓର ନୂଆ ସଭାପତି ସମୀର ଦେ July 12, 2024 Nirvay ବିଜେପି ନେତା ସମୀର ଦେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (ଫାଓର) ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। ହେଲେ ସେ ଇସ୍ତଫା ଦେବା ପରେ ସମୀର ଦେଙ୍କୁ ସଭାପତି…
ରାଜ୍ୟ କାଲି ସୁଦ୍ଧା ଆସିବ ରତ୍ନଭଣ୍ତାର ଏସଓପି: ଆଇନମନ୍ତ୍ରୀ July 12, 2024 Nirvay ଆଜି କିମ୍ବା ଆସନ୍ତାକାଲି ରତ୍ନଭଣ୍ତାର ଖୋଲିବା ନେଇ ଆସିବ ଏସଓପି। ଆଇନଗତ ଓ ବିଭିନ୍ନ ଦିଗ ଉପରେ ତର୍ଜମା ଚାଲିଛି। ଏ ନେଇ ଆଇନମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ମନରେ ଉତ୍କଣ୍ଠା ବଢିବାରେ ଲାଗିଛି…
ରାଜ୍ୟ କାଳ ହେଲା ସମ୍ପତ୍ତି: ବାପାର ବୋମାମାଡ଼ରେ ସାନପୁଅ ମୃତ July 12, 2024 Nirvay କାଳ ହେଲା ସମ୍ପତ୍ତି ଲୋଭ। ବାପାର ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ହୋଇଛି। ବାଣପୁର ଥାନା ସାହସପୁର ଶାନ୍ତିନଗରରେ ଏଭଳି ଘଟଣା ଘଟିଛି। ବଡ଼ ପୁଅକୁ ମାରିବାକୁ ଯାଇଥିବା ବେଳେ ଅଘଟଣ ଘଟିଛି। ସଂପତ୍ତିକୁ ନେଇ ବଡ଼ ପୁଅ ସହ ଦୀର୍ଘଦିନ…
ରାଜ୍ୟ ଡେଙ୍ଗୁ ଆତଙ୍କ: ପ୍ରତିକାର ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ July 12, 2024 Nirvay ରାଜ୍ୟରେ ଡରାଇଲାଣି ଡେଙ୍ଗୁ ଆତଙ୍କ। ବଢୁଛି ସଂକ୍ରମଣ। ତେଣୁ ଡେଙ୍ଗୁ, ମ୍ୟାଲେରିଆ ପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଫିଲ୍ଡ ଷ୍ଟାଫ୍ଙ୍କ ଜରିଆରେ ଡେଙ୍ଗୁ ସହ ଅନ୍ୟ ରୋଗର ପ୍ରତିକାର ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ…
ରାଜ୍ୟ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର July 12, 2024 Nirvay ଭୁବନେଶ୍ୱର ସପ୍ତମ ବାଟାଲିୟନରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ସପ୍ତମ ବାଟାଲିୟନର ସିପାହୀ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଦୁର୍ଯ୍ୟୋଧନ ୨୦୦୨ ବ୍ୟାଚର ସିପାହୀ ଥିଲେ । କାରଣ ସ୍ପଷ୍ଟ…
ଦେଶ କେଜରିୱାଲଙ୍କୁ ଅନ୍ତରୀଣ ଜାମିନ July 12, 2024 Nirvay ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ଆଶ୍ୱସ୍ତି। ଆଜି ସୁପ୍ରିମକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି। ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ ଜାମିନ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ଇଡି ଗିରଫଦାରୀ ବିରୁଦ୍ଧରେ ସର୍ବୋଚ୍ଚ ଅଦାଲତର ଦ୍ୱାରସ୍ଥ ହୋଇଥିଲେ…
ରାଜ୍ୟ ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ; ବୀର ବିକ୍ରମ ଯାଦବଙ୍କ ଛୁଟି July 12, 2024 Nirvay ୧୯୯୬ ବ୍ୟାଚର ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ହୋଇଛନ୍ତି। ଶ୍ରୀ ପାଢ଼ୀଙ୍କ ନିଯୁକ୍ତି ପରେ ବୀର ବିକ୍ରମ ଯାଦବଙ୍କ ଛୁଟି ହୋଇଯାଇଛି। ଶ୍ରୀ ପାଢ଼ୀଙ୍କ ପ୍ରଶାସନିକ ଦକ୍ଷତା ରହିଛି। ମହାପ୍ରଭୁଙ୍କ ବାହୁଡ଼ା…
ରାଜ୍ୟ ପୂର୍ବତନ ଅଗ୍ନିବୀରଙ୍କ ପାଇଁ ୧୦% ସଂରକ୍ଷଣ ଘୋଷଣା July 11, 2024 Nirvay ଅଗ୍ନିପଥ ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏବେ ପୂର୍ବତନ ଅଗ୍ନିବୀରମାନଙ୍କୁ ଅର୍ଦ୍ଧସାମରିକ ବାହିନୀ BSF, CISF, SSB, RPF, CRPFରେ ନିଯୁକ୍ତି ପାଇଁ ୧୦% ସଂରକ୍ଷଣ ବ୍ୟବସ୍ଥାରେ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବ। ଏଥିପାଇଁ କୌଣସି ଶାରୀରିକ…
ରାଜ୍ୟ ଚଠି ବନାମ ଚିଠି: ନବୀନଙ୍କୁ ମୋହନଙ୍କ ଉତ୍ତର July 11, 2024 Nirvay ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ ଚିଠି ଲେଖିଥିଲେ। ତେବେ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଚିଠିର ଉତ୍ତର ରଖିଛନ୍ତି। ଆଉ କହିଛନ୍ତି, ଜଗତର ନାଥ ଜଗନ୍ନାଥ…
ରାଜ୍ୟ ନଗର ଉନ୍ନୟନ ବିଭାଗ ସଚିବ ଭାବେ ଉଷା ପାଢ଼ୀଙ୍କ ଦାୟିତ୍ୱ ଗ୍ରହଣ July 11, 2024 Nirvay ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ଶ୍ରୀମତୀ ଉଷା ପାଢ଼ୀ। ଦାୟିତ୍ୱ ଗ୍ରହଣ ପରେ ସେ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଏହାର ଭବିଷ୍ୟତ ଦୃଷ୍ଟିକୋଣ ନେଇ ଆଲୋଚନା କରିଥିଲେ…