Author: Nirvay

ଶଙ୍ଖ ଭବନରେ ବିଜେଡି ନେତ୍ରୀଙ୍କ ହାତାହାତି; ମୁଖପାତ୍ର ଇପ୍‌ସିତା ସାହୁଙ୍କୁ ମାଡ଼

ବିଜେଡିର ପ୍ରତିଷ୍ଠା ଦିବସ ଅବସରରେ ଶଙ୍ଖ ଭବନରେ ବିଜେଡି ନେତ୍ରୀଙ୍କ ମଧ୍ୟରେ ହାତାହାତି ହୋଇଥିବା ଖବର ସାମ୍ନାକୁ ଆସିଛି । ବିଜେଡି ଯୁବନେତ୍ରୀ ତଥା ମୁଖପାତ୍ର ଇପ୍‌ସିତା ସାହୁଙ୍କୁ ଅନ୍ୟ ମହିଳା କର୍ମୀ ସର୍ବସମ୍ମୁଖରେ ଚାପୁଡ଼ା ମାରିଛନ୍ତି । କିନ୍ତୁ ପ୍ରଥମେ…

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପାଇଲେ ଓଡ଼ିଆ ଝିଅ ପ୍ରୀତିସ୍ମିତା ଭୋଇ

କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ପାଇଁ ଢେଙ୍କାନାଳ ଜିଲ୍ଲାର ଓଡ଼ିଆ ଝିଅ ପ୍ରୀତିସ୍ମିତା ଭୋଇଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସମ୍ମାନିତ କରିଛନ୍ତି । ମାତ୍ର ୧୫ ବର୍ଷ ବୟସରେ ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ ଜର୍କ ବର୍ଗରେ…

ଡିସେମ୍ବର ୨୮ ଓ ୨୯ରେ ଭୁବନେଶ୍ବରରେ ରହିବେ ଅମିତ ଶାହ

ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୨୮ ଓ ୨୯ ତାରିଖରେ ଭୁବନେଶ୍ବରରେ ରହିବେ ଅମିତ ଶାହ । ଦଳର ନେତା ଓ ବିଧାୟକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ସହ…

୨ ବର୍ଷରେ ହେବ ୭୫ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପୂର୍ବ ନବୀନ ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ୧ ଲକ୍ଷ ୫୦ ହଜାର ପଦବୀ ଖାଲି ପଡ଼ିଥିବା ଦର୍ଶାଇ ସରକାର ୨ ବର୍ଷରେ ୭୫ ହଜାର ନିଯୁକ୍ତି ଦେବେ ବୋଲି ସେ ଆଶ୍ୱାସନା ଦେଇଥିଲେ ।…

ଓଡ଼ିଶାର ବିକାଶ ପାଇଁ ବାଜପେୟୀଙ୍କ ଅବଦାନ ଅତୁଳନୀୟ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାଜପେୟୀ ଜୀ ଥିଲେ ଜଣେ ଦେବୋପମ ବ୍ୟକ୍ତି । ତାଙ୍କ ଜୀବନର ଗଭୀରତା, ସଦ୍​ଗୁଣ ଓ ଆଦର୍ଶ ତାଙ୍କୁ ଦେବତାଙ୍କ ସହିତ ତୁଳନୀୟ କରିଥିଲା । ତାଙ୍କର ବ୍ୟକ୍ତିତ୍ୱ ଥିଲା ଶାନ୍ତ, ସ୍ନିଗ୍ଧ, ସରଳ ଓ ନମ୍ର । ଦଳମତ ନିର୍ବିଶେଷରେ…

୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ରାଜ୍ୟରେ ସମୁଦାୟ ୨୭୧୧ ଟି ପ୍ୟାକ୍ସ (PACS)…

ବିମ୍ବାଧର କୁଅଁର, କାନନବାଳା, ରାଜାରାମ ଓ ରୁଦ୍ର ନାରାୟଣ ପାଇଲେ ‘ଅଟଳ ସମ୍ମାନ ୨୦୨୪’

କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଆଦି ଅନେକ କ୍ଷେତ୍ରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ । ସେଥିପାଇଁ ପ୍ରତିବର୍ଷ ସାରା ଭାରତରେ ଡିସେମ୍ବର ୨୫ତାରିଖ, ତାଙ୍କ ଜନ୍ମ…

ବିଶ୍ୱର ସବୁଠୁ ବଡ ସାଣ୍ଟା କ୍ଲଜ ନିର୍ମାଣ କରି ବିଶ୍ୱ ରେକର୍ଡ଼ କଲେ ସୁଦର୍ଶନ ପଟ୍ଟନାୟକ

କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳାରେ, ବିଶ୍ୱର ସର୍ବବୃହତ ଚକୋଲେଟ୍ ସାଣ୍ଟା କ୍ଲଜ୍ ପ୍ରସ୍ତୁତ କରି ୱାଲ୍ଡ ରେକର୍ଡ଼ କରିଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୧୬୦ ଫୁଟ୍ ଲମ୍ବ ଏବଂ ୧୦୦ ଫୁଟ୍ ଚଉଡାର,…

ରାଜନୀତିରେ ଆସିବାକୁ ରଘୁବରଙ୍କ ଇଚ୍ଛା: ବିଜୟ ପାଲ ସିଂ ତୋମାର

ଦେଶରେ ରାଜ୍ୟପାଳଙ୍କ ଏକ ବଡ଼ ଧରଣର ଅଦଳବଦଳ ହୋଇଥିବାବେଳେ ଓଡିଶା ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରଭାରୀ ବିଜୟ ପାଲ ସିଂ ତୋମାର । ରଘୁବର ଦାସ ଓଡ଼ିଶାର ରାଜ୍ୟପାଳ ପଦରୁ ଗତକାଲି ଇସ୍ତଫା ଦେଇଥିବାବେଳେ ରାଷ୍ଟ୍ରପତି…

ନୀତିଶ ଓ ନବୀନଙ୍କୁ ଭାରତ ରତ୍ନ ଦେବାକୁ ଦାବି କଲେ ଗିରିରାଜ ସିଂହ

ନୀତୀଶ କୁମାର ଏବଂ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀ ଗିରିରାଜ ସିଂହ । ୨୦୨୫ ରେ ବିହାରରେ ହେବାକୁଥିବା ବିଧାନସଭା ନିର୍ବାଚନରେ ପୁଣି ଏନଡିଏ ସରକାର ଗଠନ ହେବ । ଗତ ୧୦…