ଦେଶ ରାଜ୍ୟ ‘ଭାରତ ସାମୁଦ୍ରିକ ସପ୍ତାହ ୨୦୨୫’ ପୂର୍ବରୁ ଭୁବନେଶ୍ୱରରେ ପାରାଦୀପ ବନ୍ଦର ପକ୍ଷରୁ ରୋଡସୋ September 24, 2025 Nirvay କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ଅଧୀନସ୍ଥ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ଆଜି ଭୁବନେଶ୍ୱରରେ “ଭାରତୀୟ ସାମୁଦ୍ରିକ କ୍ଷେତ୍ରର ପରିବର୍ତ୍ତିତ ଦିଗ: ପରିମାଣରୁ ଦୂରଦୃଷ୍ଟି ପର୍ଯ୍ୟନ୍ତ” ବିଷୟବସ୍ତୁ ଉପରେ ଏକ ରୋଡ୍ ଶୋ ସଫଳତାର ସହିତ ଆୟୋଜନ କରିଛନ୍ତି…
ଦେଶ ରେଳ କର୍ମଚାରୀଙ୍କୁ ମିଳିବ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ; କେନ୍ଦ୍ର କ୍ୟାବିନେଟରେ ମିଳିଲା ମଞ୍ଜୁରୀ September 24, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ଆଜି ରେଳ କର୍ମଚାରୀଙ୍କୁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ (ପିଏଲବି) ବାବଦରେ ୧୮୬୫.୬୮ କୋଟି ଟଙ୍କା ପ୍ରଦାନ କରିବା ପ୍ରସ୍ତାବକୁ ଅନୁମୋଦନ କରିଛି । ପ୍ରତିବର୍ଷ ଦୁର୍ଗା ପୂଜା/ଦଶହରା ଛୁଟି…
ରାଜ୍ୟ ଢ଼େଙ୍କାନାଳ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରଥମ ଥର ରାଜ୍ୟ ସରକାରଙ୍କ ତରଫରୁ ଆର୍ଥିକ ସହାୟତା September 24, 2025 Nirvay ଚଳିତ ବର୍ଷ ପ୍ରଥମ ଥର ପାଇଁ ଢ଼େଙ୍କାନାଳ ଗଜଲକ୍ଷ୍ମୀ ପୂଜା ନିମନ୍ତେ ମେଢ଼କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଢ଼େଙ୍କାନାଳ ଜିଲ୍ଲାର ମୋଟ୍ ୩୮ଟି ମେଢ଼କୁ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,…
ଦେଶ ରାଜ୍ୟ ୩ ଓଡ଼ିଆ ଚଳଚ୍ଚିତ୍ରକୁ ମିଳିଲା ଜାତୀୟ ପୁରସ୍କାର; ପୁଷ୍କରା ପାଇଲା ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସମ୍ମାନ September 23, 2025 Nirvay ୭୧ତମ ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ତରଙ୍ଗ ସିନେ ପ୍ରଡକ୍ସନର ‘ପୁଷ୍କରା’କୁ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ସମ୍ମାନ ମିଳିଛି । ସେଇଭଳି ‘ଦ ସି ଆଣ୍ଡ ସେଭେନ ଭିଲେଜେସ’ କୁ ନନ୍ ଫିଚର ଫିଲ୍ମ ଏବଂ ‘ମୋ ବୋଉ, ମୋ ଗାଁ’କୁ (ନନ୍…
ରାଜନୀତି ରାଜ୍ୟ ବିଜେଡିରୁ ସସ୍ପେଣ୍ଡ ହେଲେ ଶ୍ରୀମୟୀ ମିଶ୍ର; ସୋସିଆଲ ମିଡିଆରେ ଦେଲେ ପ୍ରତିକ୍ରିୟା September 23, 2025 Nirvay ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡି ମହିଳା ଶାଖାର ସାଧାରଣ ସମ୍ପାଦିକା ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ନିଲମ୍ବନ କରାଯାଇଛି । କେବଳ ଶ୍ରୀମୟୀ ନୁହଁନ୍ତି ମୟୂରଭଞ୍ଜ ଜିଲ୍ଲାର ଆଉ ୨ ସଦସ୍ୟ ସୁବାସ ଚନ୍ଦ୍ର ସାଇ ଏବଂ ପ୍ରବୀର…
ରାଜନୀତି ରାଜ୍ୟ ନୂଆପଡ଼ାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ: ମନମୋହନ ସାମଲ September 23, 2025 Nirvay ନୂଆପଡ଼ା ଜିଲ୍ଲାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ । ସରକାରଙ୍କ ବିକାଶମୂକଳ କାର୍ଯ୍ୟ ଉପରେ ନୂଆପଡ଼ାବାସୀଙ୍କ ଆଶା ଓ ବିଶ୍ୱାସ ବଢ଼ିବାରେ ଲାଗିଛି ବୋଲି ନୂଆପଡ଼ା ଗସ୍ତରେ ଯାଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଆଗମୀ…
ରାଜନୀତି ରାଜ୍ୟ ମୋକିମ-ସୋଫିଆଙ୍କ ‘ଶାରଦୀୟ ବନ୍ଧୁମିଳନ’ ରାଜନୀତି September 23, 2025 Nirvay ଦହିବରା ଓ ଭାଇଚାରା ଭଳି ଦଶହରା ମଧ୍ୟ କଟକବାସୀଙ୍କ ଭାବନା ସହିତ ଜଡିତ । ତେବେ ଏଥର ରାଜନୀତିରେ ଦୁର୍ଗାପୂଜାକୁ ମୋହରା କରିଛନ୍ତି ବାରବାଟୀ-କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଓ ବର୍ତ୍ତମାନର ବିଧାୟିକା ତଥା ତାଙ୍କ ଝିଅ ସୋଫିଆ ଫିର୍ଦ୍ଦୋଷ…
ରାଜନୀତି ରାଜ୍ୟ ବିଜେଡିର ନିମାପଡ଼ା ଦ୍ୱନ୍ଦ୍ୱ; କାହିଁକି ଚୁପ ନବୀନ? September 23, 2025 Nirvay ଦୁର୍ନୀତିର ସବୁ ସୀମା ଲଙ୍ଘିଥିବା ନେତାଙ୍କଠାରୁ ମୋହ ତୁଟାଇ ପାରୁନାହାନ୍ତି ଦଳର ମୁଖିଆ ନବୀନ ପଟ୍ଟନାୟକ । ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି ୨୦୨୪ ସାଧାରଣ ନିର୍ବାଚନର ନିମାପଡ଼ା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକ । ସେ ଏବେ ଜମି…
ରାଜ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ September 22, 2025 Nirvay ଡିସେମ୍ବର ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ଅଲଚିକି ଲିପି ଏବଂ ସାନ୍ତାଳୀ ଭାଷା ବିଜୟ ଦିବସର ଶତବାର୍ଷିକୀ ପାଳନ ସମାରୋହରେ ଯୋଗ ଦେବାପାଇଁ ନିମନ୍ତ୍ରଣ ଦେବା ସକାଶେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ…
ରାଜ୍ୟ ପୂର୍ବତନ IIC ମଧୁସ୍ମିତା ବେହେରାଙ୍କ ଜରିଆରେ ଲାଞ୍ଚ ଘଟଣାରେ ଜଣେ ସାମ୍ବାଦିକଙ୍କ ସମେତ ୩ ଗିରଫ September 22, 2025 Nirvay ବଡ଼ଚଣା ଥାନାର ପୂର୍ବତନ ଥାନା ଅଧିକାରୀ (IIC) ମଧୁସ୍ମିତା ବେହେରାଙ୍କ ଜରିଆରେ ଲାଞ୍ଚ ଘଟଣାରେ ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ସାମ୍ବାଦିକଙ୍କ ସମେତ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ଠକେଇର ଶିକାର ଔଷଧ ଦୋକାନୀଙ୍କ ଏତଲା ଆଧାରରେ ଗିରଫ ହୋଇଥିବା…