Author: Nirvay

ଜୁନ ୧୨ରୁ 4 ମାସ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ

ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ତେବେ ଏହା ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ ନିଷ୍ପତ୍ତି…

ନବୀନ ନିବାସରେ ପୁତୁରା ଅରୁଣ ଓ ବଡ଼ଭାଇ ପ୍ରେମ ପଟ୍ଟନାୟକ

ଆଜି ଓଡ଼ିଶା ଆସିଛନ୍ତି ବିଜୁ ପଟ୍ଟନାୟକଙ୍କ ନାତି ତଥା ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ଆଜି ଓଡ଼ିଶା ଆସିଛନ୍ତି ଅରୁଣ ପଟ୍ଟନାୟକ । ବିଜେଡିର ବିପର୍ଯ୍ୟୟ ପାଇଁ ଭିକେ ପାଣ୍ଡିଆନ ଓ ତାଙ୍କ…

ଛତିଶଗଡ଼ରେ ଏନକାଉଣ୍ଟରରେ ୫ ଜଣ ନକ୍ସଲ ନିହତ

ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଏଠାରେ ଚାଲିଥିବା ଏନକାଉଣ୍ଟରରେ ୫ ଜଣ ନକ୍ସଲ ନିହତ ହୋଇଛନ୍ତି। ଛତିଶଗଡ଼ର ଦନ୍ତେୱାଡା-ନାରାୟଣପୁର ସୀମାବର୍ତ୍ତୀ ଅଞ୍ଚଳରେ ନକ୍ସଲ ଏନକାଉଣ୍ଟର । ସର୍ଚ୍ଚ ଅପରେସନ ସମୟରେ ମୁହାଁମୁହିଁ ହୋଇଥିଲେ ନକ୍ସଲ ଓ ସୁରକ୍ଷାକର୍ମୀ…

ଶନିବାର ବିଧାୟକ ଦଳ ବୈଠକ,ମୁଖ୍ୟମନ୍ତ୍ରୀଙ୍କ ନାଁରେ ଲାଗିପାରେ ମୋହର

ବିଧାନସଭା ଫଳାଫଳ ପ୍ରକାଶ ପାଇବାର ତିନି ଦିନ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ।ଭାରତୀୟ ଜନତା ପାର୍ଟି (ବିଜେପି)ର ବିଧାୟକ ଦଳ ବୈଠକ ଆସନ୍ତାକାଲି (ଶନିବାର) ଅନୁଷ୍ଠିତ ହେବ।…

୬ ମାସ ପାଇଁ ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ

୬ ମାସ ପାଇଁ ଛୁଟି ନେଲେ ସୁଜାତା କାର୍ତ୍ତିକେୟନ । ଝିଅର ଦଶମ ଶ୍ରେଣୀ ପରୀକ୍ଷା ପ୍ରସ୍ତୁତି ପାଇଁ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ୍‌ ୬ ମାସ ପାଇଁ ଛୁଟିରେ ରହିବେ । ଏନେଇ…

ମହାକାଶରେ ପହଞ୍ଚିଲେ ସୁନୀତା ୱିଲିୟମ୍ସ

ତୃତୀୟ ଥର ପାଇଁ ମହାକାଶ ଯାତ୍ରା କରି ଇତିହାସ ରଚିଲେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ । ଅନ୍ତରୀକ୍ଷ ସ୍ସେସ ଷ୍ଟେସନ ଅଭିମୁଖେ ଗତ ୫ ତାରିଖ ରାତି ପ୍ରାୟ ୮ ଟା ୨୨ ଟାରେ ବାହାରିଥିବା ବେଳେ ସଠିକ ସମୟରେ…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ୱତନ୍ତ୍ର ଅତିଥି ହେବେ କର୍ମଚାରୀ, କିନ୍ନର ଓ ଶ୍ରମିକ

ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି।ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ଅତିଥି ତାଲିକାରେ ଅଛନ୍ତି ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ କାମ କରୁଥିବା ସଫେଇ କର୍ମଚାରୀ,…

‘ଭାଜପା ବିଜୟର ସୂତ୍ରଧର ପାଣ୍ଡୁ ଧନ୍ୟବାଦ’

ସୋସିଆଲ ମିଡିଆରେ ଏବେ ଚର୍ଚ୍ଚାରେ ଭି କେ ପାଣ୍ଡିଆନ । ଖାଲି ସୋସିଆଲ ମିଡିଆ ନୁହେଁ ଏବେ ପାଣ୍ଡିଆନ ସର୍ବସାଧାରଣ ସ୍ଥାନରେ ଚର୍ଚ୍ଚାରେ ଅଛନ୍ତି । କିଏ ବିଜେଡି ହାରିବା ପାଇଁ ପାଣ୍ଡିଆନଙ୍କୁ ଦାୟୀ କରୁଥିବା ବେଳେ, ଏବେ ବିଜେପି ବିଜୟର…

ଆଜିଠୁ ଯୁକ୍ତ ଦୁଇରେ ନାମ ଲେଖା ପାଇଁ ଆବେଦନ ଆରମ୍ଭ

ଯୁକ୍ତ ଦୁଇରେ ନାମଲେଖା ପାଇଁ ଆବେଦନ ଆଜିଠୁ ଆରମ୍ଭ ହେଉଛି । ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in…

 ଦିଲ୍ଲୀରେ ବିଧାନସଭା ନିର୍ବାଚନ ଏକା ଲଢ଼ିବ ଆପ୍‌

ଚଳିତ ଲୋକସଭାରେ କଂଗ୍ରେସ ସହ ମେଣ୍ଟ କରି ନିର୍ବାଚନ ଲଢ଼ିଥିବା କ୍ଷମତାସୀନ ଆପ୍‌ ବଡ଼ ନିଷ୍ପତ୍ତି। ଆସନ୍ତାବର୍ଷ ପ୍ରଥମ ଭାଗରେ ହେବାକୁ ଥିବା ଦିଲ୍ଲୀ ବିଧାନସଭାରେ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଆପ୍‌ ଏକାକୀ ଲଢ଼ିବ ବୋଲି ଆଜି ଘୋଷଣା କରିଛି। ସୂଚନା…