Author: Nirvay

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିକୁଞ୍ଜ ଧଳ

ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ନୂଆ ନିଯୁକ୍ତି ମିଳିବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର…

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନୋଜ ଆହୁଜା

ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ମନୋଜ ଆହୁଜା। ଦାୟିତ୍ୱ ନେବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ…

ଦିଲ୍ଲୀ ବିମାନବନ୍ଦର ସ୍ଥିତି ସମୀକ୍ଷା କଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଆଇଜି)ର ଟର୍ମିନାଲ ୧ (ଟି୧) ଛାତ ଭୁଶୁଡ଼ିବା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କିଞ୍ଜାରାପୁ ରାମ ମୋହନ ନାଇଡୁ ବିମାନବନ୍ଦର ଅପରେସନ୍ କଣ୍ଟ୍ରୋଲ୍ ସେଣ୍ଟର (ଏଓସିସି) ପରିଦର୍ଶନ କରି ବର୍ତ୍ତମାନର ସ୍ଥିତି ଅନୁଧ୍ୟାନ…

ଟିମ ଇଣ୍ଡିଆକୁ ୧୨୫ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲା ବିସିସିଆଇ

ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ବକପ୍ ୨୦୨୪ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଦଳକୁ ୭ ରନରେ ପରାସ୍ତ କରି ଦ୍ବିତୀୟ ଥର ପାଇଁ ଟାଇଟଲ୍ ଜିତିବାରେ ସଫଳ ହୋଇଛି। ଏହାକୁ ନେଇ ସାରା ଦେଶରେ ଉତ୍ସବ…

ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ

ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

ଉପେନ୍ଦ୍ର ଦ୍ୱିବେଦୀ ହେଲେ ନୂଆ ସେନା ମୁଖ୍ୟ

ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ରବିବାର ୩୦ତମ ସେନା ମୁଖ୍ୟ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଜେନେରାଲ ମନୋଜ ପାଣ୍ଡେଙ୍କ ସ୍ଥାନ ନେଇଛନ୍ତି। ଚାଇନା ଏବଂ ପାକିସ୍ତାନ ସହିତ ସୀମାରେ କାମ କରିବାରେ ଜେନେରାଲ ଦ୍ୱିବେଦୀଙ୍କର ବ୍ୟାପକ ଅଭିଜ୍ଞତା ରହିଛି। ସେ…

ନୂଆ ଓଡ଼ିଶା ଗଠନ ଓ ଓଡ଼ିଆ ଅସ୍ମିତାର ସଂକଳ୍ପ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଏକ ନୂଆ ଓଡ଼ିଶା ଗଠନର ଦାୟିତ୍ୱ ଆମମାନଙ୍କୁ ମିଳିଛି। ଓଡ଼ିଆ ଅସ୍ମିତାକୁ ବଜାୟ ରଖିବା ପାଇଁ ମଧ୍ୟ ଆମକୁ ସଂକଳ୍ପ ନେବାକୁ ପଡ଼ିବ।…

ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଲେ ରବୀନ୍ଦ୍ର ଜାଡେଜା

ଟି-୨୦ ବିଶ୍ୱକପ ଜିତିବା ପରେ ଭାରତୀୟ ପ୍ରଶଂସକମାନଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେଉଛନ୍ତି ଭାରତୀୟ ଖେଳାଳି। ଗତକାଲି ମ୍ୟାଚ୍ ପରେ ପରେ ପ୍ରଥମେ ବିରାଟ କୋହଲି ଏବଂ ପରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି=୨୦ କ୍ରିକେଟ୍ରୁ ଅବସର ଘୋଷଣା କରିଥିଲେ।…

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍…

ଦଳୀୟ ସଙ୍ଗଠନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଲେ ମନମୋହନ

ଭୁବନେଶ୍ୱରରେ ବିଜେପିର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନବନିର୍ବାଚିତ ବିଧାୟକ ଓ ସାଂସଦଙ୍କୁ ସମ୍ବର୍ଦ୍ଧିତ କରୁଛି ଦଳ। ଏହି ପରିପ୍ରେକ୍ଷୀରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଦଳୀୟ ସଙ୍ଗଠନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଛନ୍ତି।…