Author: Nirvay

ଅଧିକ ଚିକିତ୍ସା ପାଇଁ ଏୟାରଲିଫ୍ଟ ହେବେ ଅଭିନେତା ଉତ୍ତମ ମହାନ୍ତି: ବାବୁସାନ

ଓଲିଉଡ ଅଭିନେତା ଉତ୍ତମ ମହାନ୍ତିଙ୍କ ଅବସ୍ଥା ଗୁରୁତର ଥିବାବେଳେ ସେ ବର୍ତ୍ତମାନ ଭୁବନେଶ୍ୱର ସ୍ଥିତ କିମ୍ସ ହସ୍ପିଟାଲରେ ଆଇୟିୟୁରେ ଚିକିତ୍ସାଧୀନ ଅଛନ୍ତି । ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଗୁରଗାଓଁର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯିବା ନେଇ…

ଦିଲ୍ଲୀରେ ବିଜୟ ପରେ ବୈଜୟନ୍ତ ଧନ୍ୟବାଦର ପାତ୍ର ବୋଲି କହିଲେ ମନମୋହନ

ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନମୋହନ ସାମଲ ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର ବୋଲି କହିଛନ୍ତି । କେନ୍ଦ୍ରପଡା ସାଂସଦ ବୈଜୟନ୍ତ ପଣ୍ଡା ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି ।…

୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଅନ୍ତୋଦୟ ଗୃହ ଯୋଜନାରେ ମିଳିବ ପକ୍କା ଘର

ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଅନ୍ତୋଦୟ ଗୃହ ଯୋଜନାର ନିୟମକୁ କୋହଳ କରିବା ସହ ଆଗାମୀ ୩ବର୍ଷରେ ୨.୨୫ଲକ୍ଷ…

ଅରବିନ୍ଦ କେଜ୍ରିୱାଲ, ମନିଷ ସିସୋଡିଆ ପରାଜିତ; ବାଜି ମାରିଲେ ଆତିଶୀ

ଦିଲ୍ଲୀରେ ଆପ୍ ର ବିଜୟ ଧାରାର ଅନ୍ତ ଘଟାଇ ବିଜେପି ଦିଲ୍ଲୀରେ ଏକ ଐତିହାସିକ ବିଜୟ ଆଡ଼କୁ ଗତି କରୁଛି । ନୂଆଦିଲ୍ଲୀରେ ଅରବିନ୍ଦ କେଜ୍ରିୱାଲଙ୍କୁ ବିଜେପି ପ୍ରାର୍ଥୀ ପ୍ରବେଶ ବର୍ମା ପରାସ୍ତ କରିବା ପରେ ଆପ୍ ପାଇଁ ସବୁଠାରୁ ବଡ଼…

ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତି ଗୁରୁତର

ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତି ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି । ଚିକିତ୍ସା ନିମନ୍ତେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ବର୍ତ୍ତମାନ ସେ ଭେଣ୍ଟିଲେଟରରେ ଥିବା ସୂଚନା ମିଳିଛି…

ଦିଲ୍ଲୀରେ ୨୭ ବର୍ଷ ପରେ ପୁଣି ବିଜେପି ସରକାର ! କେଜ୍ରିୱାଲଙ୍କ ଶୀଷମହଲ ଭାଙ୍ଗି ଚୁରମାର

ଆଜି, ୨୭ ବର୍ଷ ପରେ ବିଜେପି ଦିଲ୍ଲୀରେ କ୍ଷମତାକୁ ଫେରିବାକୁ ଯାଉଛି । ଅଷ୍ଟମ ରାଉଣ୍ଡ ଶେଷ ସୁଦ୍ଧା ନୂଆଦିଲ୍ଲୀ ଆସନରେ ବିଜେପି ପ୍ରାର୍ଥୀ ପରଭେଶ୍‌ ବର୍ମା ଆଗୁଆ ରହିଛନ୍ତି । ୨୩୮ ଖଣ୍ଡ ଭୋଟ୍‌ରେ ପଛୁଆ ରହିଛନ୍ତି ଅରବିନ୍ଦ କେଜ୍ରିୱାଲ…

ଗ୍ରେଟର ଭୁବନେଶ୍ୱର ପାଇଁ ପ୍ରସ୍ତୁତି ଆରମ୍ଭ; ୪ଟି ସହରକୁ ନେଇ ଗଠନ ହେବ ନୂଆ ଅର୍ଥନୈତିକ ଅଞ୍ଚଳ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନରେ ଗୃହ ଓ ନଗର ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରି ଯୋଜନାଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଗ୍ରେଟର ଭୁବନେଶ୍ୱର ପାଇଁ ଟ୍ୱିନ ସିଟି-ଭୁବନେଶ୍ୱର ଓ କଟକ, ପୁରୀ…

ମାର୍ଚ୍ଚ ୩୧ ସୁଦ୍ଧା ଓଡ଼ିଶାରେ ଗଞ୍ଜେଇ ଚାଷର ମୂଳପୋଛ

ରାଜ୍ୟରୁ ବେଆଇନ ନିଶା କାରବାରକୁ ସମ୍ପୂର୍ଣ୍ଣ ମୂଳପୋଛ କରିବାକୁ ଅଣ୍ଟା ଭିଡିଛି ଓଡିଶା ପୋଲିସ । ମାର୍ଚ୍ଚ ୩୧ ସୁଦ୍ଧା ରାଜ୍ୟରେ ବେଆଇନ ନିଶା କାରବାର ବନ୍ଦ କରିବାକୁ ଲକ୍ଷ୍ୟ ରଖିଛି ପୋଲିସ । ଏ ନେଇ ସବୁ ଜିଲ୍ଲାର ଏସପିଙ୍କୁ…

ବାରବାଟୀ ଦିନିକିଆ ମ୍ୟାଚ୍: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ଓ ଇଂଲଣ୍ଡ ଦଳର ଖେଳାଳି

କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ୍‌ ଖେଳାଯିବ । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରରେ ଭାରତ ଓ ଇଂଲଣ୍ଡ ଖେଳାଳିମାନେ ପହଞ୍ଚିଛନ୍ତି । ବିମାନବନ୍ଦରରୁ ହୋଟେଲ୍‌ ଏବଂ ସେଠାରୁ ବାରବାଟୀ ଯିବାପାଇଁ…

ପ୍ରକାଶ ପାଇଲା ଓଡିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା ଫଳ; ୪୭୯୯ ଉତ୍ତୀର୍ଣ୍ଣ

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ୍‌ ପରୀକ୍ଷା-୨୦୨୩ ଆଜି ପ୍ରକାଶିତ ହୋଇଛି । ୧୫୭୩ ଜଣ ମହିଳାଙ୍କ ସମେତ ମୋଟ ୪୭୯୯ ଜଣ ପରୀକ୍ଷାର୍ଥୀ ମେନ୍ ପରୀକ୍ଷା ପାଇଁ କୃତକାର୍ଯ୍ୟ ହୋଇଛନ୍ତି । ସୂଚନା…