ରାଜନୀତି ରାଜ୍ୟ ନବୀନ ଇଞ୍ଜିନ ହେଉଛି ସ୍ଵଚ୍ଛତାର ଇଞ୍ଜିନ: ପାଣ୍ଡିଆନ May 1, 2024 Nirvay ଛତ୍ରପୁର; ଆଜି ବିରୋଧୀଙ୍କୁ ଶାଣିତ ଆକ୍ରମଣ କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ । ଆଜି ଛତ୍ରପୁରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର୍ କରି ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି। ବ୍ରହ୍ମପୁର ସାଂସଦ…
ରାଜ୍ୟ ତାଳଚେର ସବୁଠୁ ଉତ୍ତପ୍ତ ସହର, କାଳବୈଶାଖୀ ଦେଲା ଆଶ୍ୱସ୍ତି May 1, 2024 Nirvay ରାଜ୍ୟରେ ବଢ଼ିବାରେ ଲାଗିଛି ତାପମାତ୍ରା, ଆଜି ୪୫° ସହ ତାଳଚେର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଥିଲା। ୨୮ ସହରରେ ତାପମାତ୍ରା ୪୦° କିମ୍ବା ଅଧିକ ରେକର୍ଡ କରାଯାଇଛି । ଏହାସହ ୧୫ ସହରରେ ଦିନ ତାପମାତ୍ରା ୪୩° ଓ ତାଠୁ…
ସ୍ୱାସ୍ଥ୍ୟ କୋଭିସିଲ୍ଡର ନାହିଁ ପାର୍ଶ୍ୱପ୍ରତିକ୍ରିୟା May 1, 2024 Nirvay ଭୁବନେଶ୍ୱର; କିଛିଦିନ ତଳେ କରୋନା ଟିକା କୋଭିସିଲ୍ଡ ଚର୍ଚ୍ଚା ଜୋର ଧରିଛି । ଏହା ବିରୁଦ୍ଧରେ କେଉଁଠି ଅଦାଲତରେ ମାମଲା ମଧ୍ୟ ରୁଜୁ ହେଲାଣି । ହେଲେ ବର୍ତ୍ତମାନ ଏହାକୁ ନେଇ ବଡ ବୟାନ ଦେଇଛନ୍ତି । ପରିବାର କଲ୍ୟାଣ ନିର୍ଦେଶକ…
ରାଜ୍ୟ ଅଗ୍ନି ବର୍ଷାରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ May 1, 2024 Nirvay ଭୁବନେଶ୍ୱର; ରାଜଧାନୀରେ ହଠାତ୍ ପାଗରେ ପରିବର୍ତ୍ତନ। ଅସହ୍ୟ ତାତିରୁ ମିଳିଲା ସାମାନ୍ୟ ତ୍ରାହି । ଖରା ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ। ଭୁବନେଶ୍ୱର, କଟକ ସମେତ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ଝିପିଝିପି ବର୍ଷା ହେଉଛି ।ଗତ…
ରାଜନୀତି ବିଜେପିରେ ଯୋଗ ଦେଲେ ଟେଲି ଅଭିନେତ୍ରୀ ଅନୁପମା May 1, 2024 Nirvay ନୂଆଦିଲ୍ଲୀ ; ଟିଭି ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଟେଲି ଅଭିନେତ୍ରୀ ଅନୁପମା ତଥା ରୂପାଲି ଗାଙ୍ଗୁଲି ରାଜନୀତିରେ ପ୍ରବେଶ କରିଛନ୍ତି। ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିବା ଜଣାପଡ଼ିଛି। ରୂପାଲି ବର୍ତ୍ତମାନ ଅନୁପମା ସିରିଏଲର ଏକ ମୁଖ୍ୟ ଚରିତ୍ରରେ ଅଭିନୟ କରୁଥିବା…
ଦେଶ ରାଜନୀତି ରାଜ୍ୟ ମେ ୬ ରେ ଓଡ଼ିଶା ଆସୁଛନ୍ତି ମୋଦି, ଉତ୍ସାହିତ ବିଜେପି କର୍ମୀ May 1, 2024 Nirvay ଆସନ୍ତା ୬ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବ୍ରହ୍ମପୁରରେ ସକାଳ ୧୦ଟା ଓ ନବରଙ୍ଗପୁରରେ ସାଢ଼େ ୧୨ଟାରେ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ…
ଦେଶ ଦିଲ୍ଲୀ-ଏନସିଆର ରେ ଏକାଧିକ ସ୍କୁଲକୁ ବୋମା ଧମକ May 1, 2024 Nirvay ନୂଆଦିଲ୍ଲୀ ; ଦିଲ୍ଲୀ-ଏନସିଆର ଏକାଧିକ ସ୍କୁଲକୁ ଆସିଲା ଧମକପୂର୍ଣ୍ଣ ଇମେଲ୍ । ସ୍କୁଲରେ ବୋମା ଥିବା ନେଇ ଇମେଲ୍ ଆସିବା ପରେ ବିଭିନ୍ନ ସ୍କୁଲରେ ଆତଙ୍କ ଖେଳି ଯାଇଛି । ଆଜି ସକାଳେ ଏହି ଧମକ ପାଇଥିବା ବିଦ୍ୟାଳୟମାନଙ୍କ ମଧ୍ୟରେ ଚାଣକ୍ୟପୁରୀର…
ରାଜନୀତି ରାଜ୍ୟ ବିଶ୍ୱେଶ୍ୱର ଟୁଡୁଙ୍କ ବିମାନ ଯାଞ୍ଚ କଲା ଫ୍ଲାଇଙ୍ଗ ସ୍କ୍ବାର୍ଡ May 1, 2024 Nirvay କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ବିଚ୍ କ୍ରାଫ୍ଟ -୨୦୦କୁ ଯାଞ୍ଚ କଲା ଫ୍ଲାଇଙ୍ଗ ସ୍କ୍ବାର୍ଡ । ମାଲକାନଗିରିର ମିଶ୍ରଣ ପର୍ବକୁ ଯାଉଥିବାବେଳେ ତାଙ୍କ ବିମାନ ଯାଞ୍ଚ ହୋଇଥିବା ଜଣା ପଡ଼ିଛି । ତେବେ କେଉଁ କାରଣରୁ ତାଙ୍କ ବିମାନ ଯାଞ୍ଚ ହୋଇଥିଲା ତାହା…
ଦେଶ ରାଜନୀତି ରାଜ୍ୟ ଆକ୍ସନ ମୋଡରେ ରାଜ୍ୟ ବିଜେପି,ଘନ ଘନ ଆସୁଛନ୍ତି କେନ୍ଦ୍ରୀୟ ନେତା May 1, 2024 Nirvay ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳ ଚଞ୍ଚଳ ବିଜେପି ଶିବିର। ରାଜ୍ୟରେ ପଦ୍ମ ଫୁଟାଇବା ପାଇଁ ଓଡ଼ିଶାକୁ ଘନ ଘନ ଆସୁଛନ୍ତି କେନ୍ଦ୍ର ନେତୃମଣ୍ଡଳୀ। ପ୍ରଥମେ ଗୃହମନ୍ତ୍ରୀ ଅମିତ ଶାହା, ତାପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଉ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ…
ରାଜ୍ୟ ଆଜିବି ଜାରି ରହିବ ତାତି,୧୧ ଜିଲ୍ଲାକୁ ରେଡ୍ ଆଲର୍ଟ May 1, 2024 Nirvay ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି ଖରା। ଆକାଶରୁ ଖରା ତ ନୁହଁ ଯେପରି ନିଆଁ ବର୍ଷା ହେଉଛି । ଆସନ୍ତାକାଲି ଯାଏଁ ସିଭିୟର ହିଟ୍ ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି…