Author: Nirvay

BJD Legislature Party Meet: ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ

ବିଜେଡି ବିଧାୟକ ଦଳର ବୈଠକ ଆଜି ଶଙ୍ଖ ଭବନଠାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ଓ ଲୋକଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ଏହି…

Odisha Politics: ବିଜେପିରେ ସାମିଲ ହେଲେ ଟିକାବାଲି ଅଧ୍ୟକ୍ଷ ଦିଲ୍ଲୀପ ପ୍ରଧାନ

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଟିକାବାଲି ବ୍ଲକ୍ ଅଧ୍ୟକ୍ଷ ଦିଲ୍ଲୀପ ପ୍ରଧାନ ଆଜି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସମେତ ଅନ୍ୟ ନେତୃବୃନ୍ଦଙ୍କ…

Odisha Politics: ତାଳଚେର ପୌରାଧ୍ୟକ୍ଷ ପବିତ୍ର ଭୂତିଆ, ୧୩ କାଉନସିଲର୍‌ଙ୍କ ବିଜେଡିରୁ ଇସ୍ତଫା

ତାଳଚେର ପୌରାଧ୍ୟକ୍ଷ ପବିତ୍ର ଭୂତିଆ, ୧୩ ଜଣ କାଉନସିଲର୍‌ଙ୍କ ସମେତ ଆଜି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି । ସୂଚନା ଅନୁଯାୟୀ, ପବିତ୍ର ଭୂତିଆ, ୧୩ ଜଣ କାଉନସିଲର୍‌ଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିଜେପିରେ ନଭେମ୍ବର ୨୮…

Odisha Sangeet Natak Akademi: ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପୁରସ୍କାର ପ୍ରଦାନ

ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ୨୦୨୩ ବର୍ଷ ପାଇଁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି । ଏହି କ୍ରମରେ, ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ତିନି ବର୍ଷର ସମ୍ମାନଜନକ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପ୍ରଦାନ କରାଯାଇଛି ।…

Sand Mafia: ମୟୂରଭଞ୍ଜରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ

ମୟୂରଭଞ୍ଜ ଜିଲ୍ଲା ବେତନଟୀ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ । ଦୁର୍ବୃତ୍ତଙ୍କ ଆକ୍ରମଣରେ ତହସିଲଦାରଙ୍କ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ବେତନଟୀ ତହସିଲଦାର ଚନ୍ଦ୍ରଜିତ ବେହେରାଙ୍କ ସମେତ ଅନ୍ୟ ଚାରି ଜଣ ସରକାରୀ କର୍ମଚାରୀ ଆହତ ହୋଇଥିବା ସୂଚନା…

Men’s T20 World Cup 2026: ଫେବ୍ରୁଆରୀ ୧୫ରେ ଭାରତ ପାକିସ୍ତାନ ମ୍ୟାଚ୍

କ୍ରିକେଟ ମୈଦାନରେ ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ । ଆସନ୍ତାବର୍ଷ ଫେବ୍ରୁଆରୀ ୧୫ ତାରିଖରେ ଭାରତ-ପାକିସ୍ତାନ ଟି ଟ୍ୱେଣ୍ଟି ମୁକାବିଲା ଅନୁଷ୍ଠିତ ହେବ । ୨୦୨୬ ଟି-ଟ୍ୱେଣ୍ଟି ବିଶ୍ୱକପରେ ସାମ୍ନାସାମ୍ନି ହେବେ ଦୁଇ ଦଳ । ଏସିଆ କପ୍‌ରେ ଭାରତର କ୍ଲିନ୍…

Nijukti Mela: ରାଜ୍ୟର ୧୨ଟି ବିଭାଗରେ ୭,୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ଆଜି ରାଜ୍ୟ ସରକାରଙ୍କ ୧୨ଟି ବିଭାଗରେ ସମୁଦାୟ ୭,୨୯୩ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ୱାଦଶ ନିଯୁକ୍ତିମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ-୨୦୨୫ ରେ ଯୋଗ ଦେଇ ୧୨ ଟି ବିଭାଗର ୩୦ ଜଣଙ୍କୁ ନିଯୁକ୍ତିପତ୍ର…

CM’s Grievance Hearing: ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୫ତମ ପାଳି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଭୁବନେଶ୍ୱରର ୟୁନିଟ୍-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ୧୫ତମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଲୋକଙ୍କ ସହ ସିଧାସଳଖ ଆଲୋଚନା କରି…

Traffic Restriction: ଭୁବନେଶ୍ୱରରେ ଟ୍ରାଫିକ ଭିଡ଼ ଏଡାଇବା ପାଇଁ ପ୍ରମୁଖ ରାସ୍ତାରେ ପାର୍କିଂ କଟକଣା ଲାଗୁ

ଅନିୟମିତ ପାର୍କିଂ ରୋକିବାକୁ କମିଶନରେଟ୍‌ ପୋଲିସର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରମୁଖ ରାସ୍ତାରେ ଅନିୟମିତ ପାର୍କିଂ ଯୋଗୁଁ ଯାତାୟାତରେ ସମସ୍ୟା ହେଉଥିବାରୁ ଓଡ଼ିଶା ଅର୍ବାନ ପୋଲିସ (OUP) ଆଇନ ଅନୁଯାୟୀ କଟକଣା ଜାରି କରାଯାଇଛି । ରାଜମହଲରୁ ଜୟଦେବ ବିହାର ଦେଇ…

Women’s Kabaddi World Cup 2025: ଭାରତୀୟ ମହିଳା ଦଳ ଜିତିଲା କବାଡି ବିଶ୍ୱକପ

ଭାରତୀୟ ମହିଳା ଦଳ ଉତ୍କୃଷ୍ଟ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ମହିଳା କବାଡି ବିଶ୍ୱକପ୍ ୨୦୨୫ ଟାଇଟଲ ହାସଲ କରିଛନ୍ତି । ରୋମାଞ୍ଚକ ଫାଇନାଲରେ ଚାଇନିଜ୍ ତାଇପେକୁ ୩୫-୨୮ ରେ ପରାସ୍ତ କରି ବାଂଲାଦେଶର ଢାକାରେ କ୍ରମାଗତ ଦ୍ୱିତୀୟ ଟାଇଟଲ ହାସଲ…