Author: Nirvay

ହାରିବା ଭୟରେ ହିଂସାକୁ ଆପଣାଇ ଭୋଟରଙ୍କୁ ଭୟଭୀତ କରୁଛି ବିଜେଡି : ମନମୋହନ ସାମଲ

ନିର୍ବାଚନ ହାରିବା ଭୟରେ ବିଜେଡିର ନେତା ଓ କର୍ମୀମାନେ ଏବେ ରକ୍ତମୁଖା ହୋଇଯାଇଛନ୍ତି । ନିର୍ବାଚନ ଯେତେ ପାଖେଇ ଆସୁଛି ବିଜେଡି ବିଜେପି ନେତା ଓ କର୍ମୀମାନଙ୍କୁ ଆକ୍ରମଣ କରିବା ସହ ଭୋଟରଙ୍କୁ ମଧ୍ୟ ଭୟଭୀତ କରୁଛି ବୋଲି ସାଙ୍ଘାତିକ ଅଭିଯୋଗ…

୧୯ ତାରିଖ ସନ୍ଧ୍ୟାରେ ଓଡ଼ିଶା ପହଞ୍ଚିବେ ମୋଦି

୧୯ ତାରିଖ ସନ୍ଧ୍ୟାରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେହିଦିନ ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ହେବ । ନିର୍ବାଚନକୁ ନେଇ…

ସମ୍ବଲପୁର ସଭାରେ ଗଙ୍ଗାଧର ମେହେରଙ୍କୁ ପାଣ୍ଡିଆନଙ୍କ ଅପମାନ

ବିଜେଡିର ଅଣଓଡ଼ିଆ ପ୍ରୀତି ପାଇଁ ବାରମ୍ବାର ଅସମ୍ମାନିତ ହେଉଛନ୍ତି ଆମ ବରପୁତ୍ର। ‘ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଏକାଧିକ ଥର ‘କଣ୍ଠକବି’ ଉଚ୍ଚାରଣ କରି ଅସମ୍ମାନ କରିଥିଲେ ଉପସ୍ଥାପିକା। ଆଉ ଆଜି ସମ୍ବଲପୁର ସଭାରେ ସ୍ବଭାବ…

ସାଲିଆ ସାହିରେ ହେମାମାଳିନୀଙ୍କ ପ୍ରଚାର

ରାଜଧାନୀ ଭୁବନେଶ୍ବରରେ ପହଞ୍ଚିବା ପରେ ଆଜି ମଧ୍ୟାହ୍ନରେ ସାଲିଆ ସାହିରେ ପ୍ରଚାର କରିଛନ୍ତି ବଲିଉଡ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ହେମାମାଳିନୀ । ବିଜେପି ପ୍ରାର୍ଥୀଙ୍କ ଲାଗି ପ୍ରଚାର ପାଇଁ ସେ ଆଜି ଓଡ଼ିଶା ଆସିଛନ୍ତି । ପ୍ରଥମେ ସେ ଭୁବନେଶ୍ବର…

ସମ୍ବଲପୁରରେ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ନବୀନ

ଆଜି ସମ୍ବଲପୁରରେ ପହଞ୍ଚି ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା…

ଚିଙ୍ଗୁଡ଼ି ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ ଘଟଣା, ଦୋଷ ଲୁଚାଇବାକୁ ଚାଲିଛି ପ୍ରୟାସ

ଗୁରୁବାର ରାତିରେ ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ଗଡିଆମାଳ ଅଞ୍ଚଳରେ ଥିବା ଏକ ଚିଙ୍ଗୁଡ଼ି ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ ହୋଇ ୧୦ ଅଧିକ କର୍ମଚାରୀ ଅସୁସ୍ଥ ହୋଇଥିଲେ। ସେଥିରେ ମହିଳା ଓ ଯୁବତୀ ନୀଳଗିରି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ ।…

ଓଡ଼ିଶାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଛନ୍ତି । ଏହାସହ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।ଅସୀମ ପ୍ରାକୃତିକ ସମ୍ପଦ, ଜଳ, ଜଙ୍ଗଲ, ଜମି ଓ ଖଣି ଖାଦାନରେ ଭରା ଓଡ଼ିଶା।…

ରାଜଧାନୀରେ ନବୀନଙ୍କ ରୋଡ ଶୋ’

ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ । ହାଇଟେକ୍ ବସରେ ବସି ରୋଡ ଶୋ’ କଲେ ନବୀନ।ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ଶିଶୁଭବନ ଛକରେ ସାରିଥିଲା। ମୁଖ୍ୟମନ୍ତ୍ରୀ ହାତ…

ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର:ନଡ୍ଡା

ଆଜି ଅପରାହ୍ନରେ ପ୍ରଚାର ପାଇଁ ପଦ୍ମପୁରରେ ପହଞ୍ଚିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ଏଠାରେ ଜନସଭାରେ ଉଦବୋଧନ ଦେଇ ନବୀନଙ୍କୁ ଟାର୍ଗେଟ କରିଛନ୍ତି ନଡ୍ଡା। କହିଲେ ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର । ଓଡ଼ିଶା ଲୋକ ଜଣେ ମୁଖ୍ୟମନ୍ତ୍ରୀ…

ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଲେ ପ୍ରଦୀପ ପାଣିଗ୍ରାହୀ

ନିଜକୁ ଅସୁରକ୍ଷିତ ମଣୁଛନ୍ତି ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ମ‌ୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମଣୁଛି।…